Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୮୧ ହଜାର ୪୪୬ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୮୧ ହଜାର ୪୪୬ ଆକ୍ରାନ୍ତ ଚିହ୍ନଟ

April 2, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୮୧ ହଜାର ୪୪୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୪୬୯ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୨୩ ଲକ୍ଷ ୩ ହଜାର ୧୩୧ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୩ ହଜାର ୩୯୬ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୫ ଲକ୍ଷ ୨୫ ହଜାର ୩୯ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୬ ଲକ୍ଷ ୧୪ ହଜାର ୬୯୬ ଆକ୍ଟିଭ୍‌ କେସ୍ ରହିଛି।

ଆକ୍ରାନ୍ତ ଚିହ୍ନଟ କରୋନା ଅପଡେଟ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ମୋଦୀ କେବଳ ଜଣେ ବ୍ୟକ୍ତି ନୁହଁନ୍ତି ବରଂ ଏକ ବିଚାରଧାରା ଓ ଅନୁଷ୍ଠାନ: କେନ୍ଦ୍ର କୃଷି ମନ୍ତ୍ରୀ ଚୌହାନ

March 24, 2026

ନାଲକୋ କର୍ମଚାରୀଙ୍କ ସମ୍ପର୍କରେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

March 24, 2026

ମଧ୍ୟପ୍ରାଚ୍ୟ ସଙ୍କଟ ଉପରେ ସର୍ବଦଳୀୟ ବୈଠକରେ ଯୋଗଦେବେ ନାହିଁ ରାହୁଲ ଗାନ୍ଧୀ: କହିଲେ କାରଣ

March 24, 2026

ଆଇପିଏଲର ସବୁଠାରୁ ମହଙ୍ଗା ଦଳ ହେଲା ରାଜସ୍ଥାନ ରୟାଲ୍ସ ଦଳ: ୧୫୨୮୬ କୋଟିରେ ହେଲା ବିକ୍ରି

March 24, 2026
Latest News

ମୋଦୀ କେବଳ ଜଣେ ବ୍ୟକ୍ତି ନୁହଁନ୍ତି ବରଂ ଏକ ବିଚାରଧାରା ଓ ଅନୁଷ୍ଠାନ: କେନ୍ଦ୍ର କୃଷି ମନ୍ତ୍ରୀ ଚୌହାନ

March 24, 2026

ନାଲକୋ କର୍ମଚାରୀଙ୍କ ସମ୍ପର୍କରେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

March 24, 2026

ମଧ୍ୟପ୍ରାଚ୍ୟ ସଙ୍କଟ ଉପରେ ସର୍ବଦଳୀୟ ବୈଠକରେ ଯୋଗଦେବେ ନାହିଁ ରାହୁଲ ଗାନ୍ଧୀ: କହିଲେ କାରଣ

March 24, 2026

ଆଇପିଏଲର ସବୁଠାରୁ ମହଙ୍ଗା ଦଳ ହେଲା ରାଜସ୍ଥାନ ରୟାଲ୍ସ ଦଳ: ୧୫୨୮୬ କୋଟିରେ ହେଲା ବିକ୍ରି

March 24, 2026

ରେଳ ମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶାର ସାଂସଦ ପ୍ରତିନିଧି ଦଳ: ଜାଣନ୍ତୁ କାରଣ

March 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.