Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୪୬୧ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ୪୬୧ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

April 2, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ୪୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୭୨ ଜଣ ଚିହ୍ନଟ ହୋଇଥିବା ବେଳେ ୧୮୯ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୧ ହଜାର ୭୭୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୭ ହଜାର ୨୧୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୫୮୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୨୦ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୪ ଟି ଜିଲ୍ଲାରୁ ୪୬୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ନୂଆପଡା ଜିଲ୍ଲାରୁ ୮୬ ଜଣ,  ଖୋର୍ଦ୍ଧା ଜିଲ୍ଲାରୁ ୬୯ ଜଣ, ଅନୁଗୁଳ ଜିଲ୍ଲାରୁ ୨୭ ଜଣ, ବାଲେଶ୍ଵର ଜିଲ୍ଲାରୁ ୧୬ ଜଣ, ବରଗଡ ଜିଲ୍ଲାରୁ ୩୨ ଜଣ, ଭଦ୍ରକ ଜିଲ୍ଲାରୁ ୫ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୩ ଜଣ, କଟକ ଜିଲ୍ଲାରୁ ୨୨ ଜଣ, ଗଞ୍ଜାମ ଜିଲ୍ଲାରୁ ୫ ଜଣ, ଯାଜପୁର ଜିଲ୍ଲାରୁ ୧୩ ଜଣ, ଝାରସୁଗୁଡା ଜିଲ୍ଲାରୁ ୧୩ ଜଣ, କଳାହାଣ୍ଡି ଜିଲ୍ଲାରୁ ୩୬ ଜଣ, କନ୍ଧମାଳ ଜିଲ୍ଲାରୁ ୪ ଜଣ, କେନ୍ଦ୍ରପଡା ଜିଲ୍ଲାରୁ ୨ ଜଣ, କେନ୍ଦୁଝର ଜିଲ୍ଲାରୁ ୨ ଜଣ, କୋରାପୁଟ ଜିଲ୍ଲାରୁ ୪ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୪ ଜଣ, ନବରଙ୍ଗପୁର ଜିଲ୍ଲାରୁ ୯ ଜଣ, ନୟାଗଡ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୯ ଜଣ, ରାୟଗଡା ଜିଲ୍ଲାରୁ ୭ ଜଣ, ସମ୍ବଲପୁର ଜିଲ୍ଲାରୁ ୧୬ ଜଣ, ସୋନପୁର ଜିଲ୍ଲାରୁ ୪ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୬୨ ଜଣ ଏବଂ ଷ୍ଟେଟ ପୁଲରୁ ୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Odisha ଆକ୍ରାନ୍ତ ଚିହ୍ନଟ ଓଡିଶା କରୋନା ସୂଚନା ଓ ଲୋକ ସମ୍ପର୍କ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଏପ୍ରିଲ ୧୧ ତାରିଖ ଶନିବାରରେ ଏହି ରାଶି ପାଇଁ ରହିଛି ଲାଭର ଯୋଗ, ଜାଣନ୍ତୁ ରାଶିଫଳ

April 11, 2026

ଏକତା ପରିଷଦ ଟ୍ରଷ୍ଟରେ ଓଡ଼ିଆ ପକ୍ଷର “କଳାକାର ସମ୍ବର୍ଦ୍ଧନା ଦିବସ” ପାଳିତ

April 10, 2026

ମହାନଦୀ ଟ୍ରିବୁନାଲ ପାଖରୁ ଅନ୍ତରୀଣ ରାୟ ପାଇଁ ଅଧ୍ୟକ୍ଷଙ୍କୁ ଚିଠି

April 10, 2026

ନାବାଳିକାଙ୍କୁ ଦୁଷ୍କର୍ମ ଓ ହତ୍ୟାକାଣ୍ଡ ମାମଲାରେ ଅଭିଯୁକ୍ତକୁ ଫାଶୀ ଦଣ୍ଡାଦେଶ

April 10, 2026
Latest News

ଓଡ଼ିଆ ପକ୍ଷ ଉପଲକ୍ଷେ ଗୋଦାବାରୀଶ ମହାବିଦ୍ୟାଳୟରେ ରକ୍ତଦାନ ଶିବିର

April 11, 2026

ଆଜି ଏପ୍ରିଲ ୧୧ ତାରିଖ ଶନିବାରରେ ଏହି ରାଶି ପାଇଁ ରହିଛି ଲାଭର ଯୋଗ, ଜାଣନ୍ତୁ ରାଶିଫଳ

April 11, 2026

ଏକତା ପରିଷଦ ଟ୍ରଷ୍ଟରେ ଓଡ଼ିଆ ପକ୍ଷର “କଳାକାର ସମ୍ବର୍ଦ୍ଧନା ଦିବସ” ପାଳିତ

April 10, 2026

ମହାନଦୀ ଟ୍ରିବୁନାଲ ପାଖରୁ ଅନ୍ତରୀଣ ରାୟ ପାଇଁ ଅଧ୍ୟକ୍ଷଙ୍କୁ ଚିଠି

April 10, 2026

ଯୁଦ୍ଧ ସମସ୍ତଙ୍କ ପାଇଁ କ୍ଷତିକାରକ

April 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.