Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆତଙ୍କବାଦ ନଥିଲେ ରାହୁଲ ନିଜର ସୁରକ୍ଷା ବ୍ୟବସ୍ଥା ଉଠାଇବା ଦରକାର : ସୁଷମା ସ୍ବରାଜ
ଆଜିର ଖବର

ଆତଙ୍କବାଦ ନଥିଲେ ରାହୁଲ ନିଜର ସୁରକ୍ଷା ବ୍ୟବସ୍ଥା ଉଠାଇବା ଦରକାର : ସୁଷମା ସ୍ବରାଜ

April 6, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
sushma swaraj slams rahul gandhi on afsa issue
sushma swaraj slams rahul gandhi on afsa issue

କେନ୍ଦ୍ର ମନ୍ତ୍ରୀ ସୁଷମା ସ୍ବରାଜ କଂଗ୍ରେସ ସଭାପତି ରାହୁଲ ଗାନ୍ଧୀଙ୍କୁ କଡା ସମାେଲାଚନା କରିଛନ୍ତି। ଅଫ୍‌ପ୍ସା ଉଠାଇବାକୁ ନିଜ ନିର୍ବାଚନୀ ଇସ୍ତାହାରରେ ପ୍ରକାଶ କରିଥିବା ରାହୁଲଙ୍କୁ ଟାର୍ଗେଟ୍‌ କରି କହିଛନ୍ତି, ଯଦି ତୁମକୁ ଅନୁଭବ ହେଉଛି ଯେ ଆତଙ୍କବାଦ ଏକ ସମସ୍ୟା ନୁହେଁ ତେବେ ଆପଣଙ୍କୁ ମିଳୁଥିବା ଏସ୍‌ପିଜି ସୁରକ୍ଷା ବ୍ୟବସ୍ଥା ଆପଣ କାହିଁକି ରଖିଛନ୍ତି। ଉଲ୍ଲେଖଯୋଗ୍ୟ ଯେ କିଛିଦିନ ପୂର୍ବରୁ ରାହୁଲ ଗାନ୍ଧୀ କହିଥିଲେ ଦେଶରେ ବେକାରୀ ସମସ୍ୟା ହେଉଛି ବାସ୍ତବ ସମସ୍ୟା ଆତଙ୍କବାଦ ନୁହେଁ। ଏହା ଉପରେ ହାଇଦ୍ରାବାଦରେ ଏକ ନିର୍ବାଚନୀ ବୈଠକରେ ମତ ରଖିଛନ୍ତି ସ୍ବରାଜ। ସେ କହିଥିଲେ ରାହୁଲଙ୍କ ପିତା ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ହତ୍ୟା ପରଠାରୁ ଗାନ୍ଧୀ ପରିବାର ସର୍ବଦା ଏସ୍‌ପିଜି ସୁରକ୍ଷାରେ ଚଳପ୍ରଚଳ କରୁଛନ୍ତି। ତେଣୁ ରାହୁଲ ଯଦି ଅନୁଭବ କରୁଛନ୍ତି କି ଦେଶରେ ଆତଙ୍କବାଦ ଏକ ସମସ୍ୟା ନୁହେଁ ତେବେ ସୁରକ୍ଷା ବ୍ୟବସ୍ଥା ଉଠାଇବା ପାଇଁ ସେ ସରକାରଙ୍କୁ ଚିଠି ଲେଖିବା ଉଚିତ୍‌।

rahul thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ରିଲାଏନ୍ସ ରିଟେଲ୍ ଦ୍ୱାରା ହିମାଳୟର ପ୍ରାକୃତିକ ଉତ୍ପାଦ ଉପରେ ଆଧାରିତ ସ୍କିନକେୟାର ବ୍ରାଣ୍ଡ ଅଧିଗ୍ରହଣ

March 9, 2026

ବିଶାଖାପାଟଣା–ରାୟଗଡା ମଧ୍ୟରେ ସମ୍ପୂର୍ଣ୍ଣ ମହିଳା କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ଟ୍ରେନ୍‌ର ଶୁଭାରମ୍ଭ

March 9, 2026

ବିଶ୍ୱକପରେ ଚମତ୍କାର ପ୍ରଦର୍ଶନ କରିଥିବା ଇଶାନ କିଶାନଙ୍କୁ କେତେ ପୁରସ୍କାର ରାଶି ମିଳିଥିଲା?: ଜାଣନ୍ତୁ….

March 9, 2026

ପୂର୍ବତଟ ରେଳପଥ ମଧ୍ୟଦେଇ ଚଳାଚଳ କରିବ ଦୁଇଟି ନୂତନ ଅମୃତ ଭାରତ ଏକ୍ସପ୍ରେସ ଟ୍ରେନ

March 9, 2026
Latest News

ରିଲାଏନ୍ସ ରିଟେଲ୍ ଦ୍ୱାରା ହିମାଳୟର ପ୍ରାକୃତିକ ଉତ୍ପାଦ ଉପରେ ଆଧାରିତ ସ୍କିନକେୟାର ବ୍ରାଣ୍ଡ ଅଧିଗ୍ରହଣ

March 9, 2026

ବିଶାଖାପାଟଣା–ରାୟଗଡା ମଧ୍ୟରେ ସମ୍ପୂର୍ଣ୍ଣ ମହିଳା କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ଟ୍ରେନ୍‌ର ଶୁଭାରମ୍ଭ

March 9, 2026

ବିଶ୍ୱକପରେ ଚମତ୍କାର ପ୍ରଦର୍ଶନ କରିଥିବା ଇଶାନ କିଶାନଙ୍କୁ କେତେ ପୁରସ୍କାର ରାଶି ମିଳିଥିଲା?: ଜାଣନ୍ତୁ….

March 9, 2026

ପୂର୍ବତଟ ରେଳପଥ ମଧ୍ୟଦେଇ ଚଳାଚଳ କରିବ ଦୁଇଟି ନୂତନ ଅମୃତ ଭାରତ ଏକ୍ସପ୍ରେସ ଟ୍ରେନ

March 9, 2026

ଇରାନ ବିରୁଦ୍ଧରେ ଯୁଦ୍ଧରେ ସାମିଲ ହେବାକୁ ଘୋଷଣା କଲା ତୁର୍କୀ: ମୁତୟନ କଲା ଯୁଦ୍ଧଜାହାଜ

March 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.