Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ କାଳବୈଶାଖୀ ଓ ଘୂର୍ଣ୍ଣିଝଡ଼ ସତର୍କ ସୂଚନା: ୫ ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ
ଆଜିର ଖବର

ରାଜ୍ୟରେ କାଳବୈଶାଖୀ ଓ ଘୂର୍ଣ୍ଣିଝଡ଼ ସତର୍କ ସୂଚନା: ୫ ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

April 2, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ କାଳବୈଶାଖୀ ଓ ଘୂର୍ଣ୍ଣିଝଡ଼ ସତର୍କ ସୂଚନା ଜାରି କରାଯାଇଛି। ରାଜ୍ୟର ୫ ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଆଗାମୀ ୩ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ରହିବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି। ସେଥିପାଇଁ , ଖୋର୍ଦ୍ଧା, ଗଜପତି, ଗଞ୍ଜାମ, କନ୍ଧମାଳ ଏବଂ ନୟାଗଡ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି।

ତେବେ ଆଜି ରାଜଧାନୀର ତାପମାତ୍ରାରେ ହ୍ରାସ ପାଇ ୩୮.୨ ଡିଗ୍ରୀରେ ପହଞ୍ଚିଥିବା ବେଳେ ଆଗାମୀ ୩ ଦିନରେ ଅସହ୍ୟ ତାତିରୁ ଲୋକଙ୍କୁ ଆଶ୍ଵସ୍ତି ମିଳିବ ବୋଲି ଅନୁମାନ କରାଯାଉଛି।

ଓଡିଶା କାଳବୈଶାଖୀ ଘୂର୍ଣ୍ଣିଝଡ
Share. Facebook Twitter LinkedIn Email WhatsApp Copy Link

Related Posts

ଘୋଡ଼ାହାଡ଼ ନଦୀରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ବୁଡ଼ି ୨ ନାବାଳକ ଛାତ୍ରଙ୍କ ମୃତ୍ୟୁ

September 16, 2026

୨୦୨୭ ନିର୍ବାଚନ ପୂର୍ବରୁ କଂଗ୍ରେସର ମାରାଥନ୍ ପ୍ରସ୍ତୁତି, ଅକ୍ଟୋବରରେ ଓଡ଼ିଶା ଆସିପାରନ୍ତି ରାହୁଲ

September 16, 2026

ଟ୍ରେନ ଟିକେଟର ଦାମ ବଢ଼ିବ କି? UPIରେ ₹୨,୦୦୦ରୁ ଅଧିକ ପେମେଣ୍ଟ ନେଇ ବଡ଼ ଅପଡେଟ୍

September 16, 2026

ପାରିବାରିକ ଗଣ୍ଡଗୋଳରୁ ବୋମାମାଡ଼: ଭାଇର ବୋମାରେ ଭାଇ ମୃତ, ଜଣେ ଗୁରୁତର

September 16, 2026
Latest News

ଘୋଡ଼ାହାଡ଼ ନଦୀରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ବୁଡ଼ି ୨ ନାବାଳକ ଛାତ୍ରଙ୍କ ମୃତ୍ୟୁ

September 16, 2026

ଭାରତ ସହିତ ବାଣିଜ୍ୟ ଚୁକ୍ତିକୁ ମଞ୍ଜୁରୀ ଦେଲା ନ୍ୟୁଜିଲ୍ୟାଣ୍ଡ: ୯୫% ରପ୍ତାନି ଉପରେ ଉଚ୍ଛେଦ ହେବ ଶୁଳ୍କ!

September 16, 2026

UPI ଶୁଳ୍କ ଲାଗୁ କରିବାର ନିଷ୍ପତ୍ତି ଉପରେ କ୍ଷୁବ୍ଧ ମନ୍ତ୍ରୀ ସଞ୍ଜୟ ନିଷାଦ: ନିଜ ସରକାରଙ୍କୁ କଲେ ପ୍ରଶ୍ନ

September 16, 2026

୨୦୨୭ ନିର୍ବାଚନ ପୂର୍ବରୁ କଂଗ୍ରେସର ମାରାଥନ୍ ପ୍ରସ୍ତୁତି, ଅକ୍ଟୋବରରେ ଓଡ଼ିଶା ଆସିପାରନ୍ତି ରାହୁଲ

September 16, 2026

ଟ୍ରେନ ଟିକେଟର ଦାମ ବଢ଼ିବ କି? UPIରେ ₹୨,୦୦୦ରୁ ଅଧିକ ପେମେଣ୍ଟ ନେଇ ବଡ଼ ଅପଡେଟ୍

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.