Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚାଣକ୍ୟ ନୀତି: ଯଦି ଗୋପନ କଥା ବାହାର କହିଦିଅନ୍ତି ତେବେ କଣ ଅବସ୍ଥା ହେବ ଜାଣନ୍ତୁ
ଆଜିର ଖବର

ଚାଣକ୍ୟ ନୀତି: ଯଦି ଗୋପନ କଥା ବାହାର କହିଦିଅନ୍ତି ତେବେ କଣ ଅବସ୍ଥା ହେବ ଜାଣନ୍ତୁ

April 3, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚାଣକ୍ୟ ନୀତି: ଯଦି ଗୋପନ କଥା ବାହାର କହିଦିଅନ୍ତି ତେବେ କଣ ଅବସ୍ଥା ହେବ ଜାଣନ୍ତୁ

ଭୁବନେଶ୍ବର, ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ ମାନବ ସମାଜକୁ ବହୁ ନୀତି ବାଣୀ ପ୍ରଦାନ କରିଛନ୍ତି। ସେହିପରି ଏକ ବାଣୀ ହେଲା ଯେ, ଗୋପନୀୟ କଥାକୁ ବାହାରେ ପ୍ରଘଟ କଲେ ମଣିଷର ଅବସ୍ଥା କଣ ହୁଏ ଉଲ୍ଲେଖ କରିଛନ୍ତି। ଚାଣକ୍ୟଙ୍କ କହିବା କଥା ହେଲା ଯେ, ଯଦି ଜଣେ ଗୋପନ କଥା ବାହାରେ ପ୍ରଘଟ କଲା ତେବେ ତାହାର ଅବସ୍ଥା ପରବର୍ତ୍ତି ସମୟରେ ଭଲ ହେବ ନାହିଁ।

ଏହାର ଏକ ଉଦାହରଣ ଦେଇ ଚାଣକ୍ୟ କହିଛନ୍ତି ଯେ, ସାପ ମୁଷା ଗାତରେ ପଶିରେ ଲାଭ ଅଛି। ହେଲେ ସେ ଯଦି ଉଈ ହୁଙ୍କାରେ ପଶିଲା ତେବେ ସାପ ଯେତେ ଶକ୍ତିଶାଳୀ ହେଲେ ମଧ୍ୟ ଉଈଙ୍କ ଦ୍ବାରା ତାହାର ମୃତ୍ୟୁ ହୋଇଯାଏ। ସେହପିର ଖଳ ପ୍ରକୃତିର ଲୋକେ ନିଜର ବାହାଦୂରୀ ଦେଖାଇବା ପାଇଁ ଗପନ କଥା ପ୍ରକାଶ କରନ୍ତି। ସେହି ସମୟରେ ସେ ହୁଏତ ଭଲ ହୋଇପାରେ। ହେଲେ ପରବର୍ତ୍ତି ସମୟରେ ସେ ହଇରାଣରେ ପଡିଥାଏ।

ସେଥିପାଇଁ ଚାଣକ୍ୟ କହିଛନ୍ତି କେବେ ବି ଗୋପନ କଥା କାହା ଆଗରେ ପ୍ରଘଟ କରନ୍ତୁ ନାହିଁ।

ଆଚାର୍ଯ୍ୟ ଚାଣକ୍ୟ ଚାଣକ୍ୟ ନୀତି
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ: ହରିୟାଣା, ବିହାର ଏବଂ ଓଡିଶା ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି

March 9, 2026

IPL 2026 Update: ଆଜି ଏହି ସମୟରେ ଘୋଷଣା ହୋଇପାରେ ଆଇପିଏଲ କାର୍ଯ୍ୟସୂଚୀ

March 9, 2026

ରାଷ୍ଟ୍ରପତିଙ୍କ ବିଷୟରେ ପ୍ରଶ୍ନ ଉଠାଇଲେ ସଞ୍ଜୟ ରାଉତ: କହିଲେ, “ସମ୍ମାନ କରାଯିବା ଉଚିତ, କିନ୍ତୁ…”

March 9, 2026

ନୀତା ଅମ୍ବାନୀଙ୍କ ଦ୍ୱାରା ହିରୋଜ୍ ଅଭିଯାନ ଶୁଭାରମ୍ଭ

March 9, 2026
Latest News

ତୃତୀୟ ବିଶ୍ୱଯୁଦ୍ଧ ହେଲେ ବଞ୍ଚି ରହିବେ ଦୁଇଟି ଦେଶ!: କ’ଣ ଭାରତ ଏହି ତାଲିକାରେ ସାମିଲ?

March 9, 2026

ରାଜ୍ୟସଭା ନିର୍ବାଚନ: ହରିୟାଣା, ବିହାର ଏବଂ ଓଡିଶା ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି

March 9, 2026

ଡାଲିର ଗୁଣ ଜ୍ଞାନ ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

March 9, 2026

IPL 2026 Update: ଆଜି ଏହି ସମୟରେ ଘୋଷଣା ହୋଇପାରେ ଆଇପିଏଲ କାର୍ଯ୍ୟସୂଚୀ

March 9, 2026

ରାଷ୍ଟ୍ରପତିଙ୍କ ବିଷୟରେ ପ୍ରଶ୍ନ ଉଠାଇଲେ ସଞ୍ଜୟ ରାଉତ: କହିଲେ, “ସମ୍ମାନ କରାଯିବା ଉଚିତ, କିନ୍ତୁ…”

March 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.