Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୋଏମ୍ବାଟୁରରୁ ୧୪୬ କିଲୋ ସୁନା ଜବତ
ଆଜିର ଖବର

କୋଏମ୍ବାଟୁରରୁ ୧୪୬ କିଲୋ ସୁନା ଜବତ

April 6, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
GOLD
GOLD

କୋଏମ୍ବାଟୁରରେ ଶୁକ୍ରବାର ନିର୍ବାଚନ ଆୟୋଗର କାର୍ଯ୍ୟାନୁଷ୍ଠାନ ବଳରେ ଏକ ଭ୍ୟାନରୁ ୧୪୬ କିଲୋ ସୁନା ଜବତ ହୋଇଛି। ନିର୍ବାଚନ କମିଶନଙ୍କ ଟିମକୁ ସୂଚନା ମିଳିବା ପରେ ଟିମ ଅଚାନକ ଚଢ଼ାଉ କରିଥିଲେ। ଜବତ ହୋଇଥିବା ସୁନା ପୁଲିକୁଲମ ଦେଇ ଯାଉଥିଲା। ଚାଲାଣକାରୀଙ୍କ ପାଖରେ ଉପଯୁକ୍ତ ପ୍ରମାଣପତ୍ର ନଥିଲା। ୪ ଦିନ ପରେ ଦେଶରେ ସପ୍ତଦଶ ସାଧାରଣ ନିର୍ବାଚନ ଆରମ୍ଭ ହେବ। ଏଥିପାଇଁ ନିର୍ବାଚନ ଆୟୋଗ ବ୍ୟାପକ ପ୍ରସ୍ତୁତି କରିସାରିଛନ୍ତି। ଶାନ୍ତିଶୃଙ୍ଖଳାର ସହିତ ମତଦାନ କରିବା ପାଇଁ ନିର୍ବାଚନ ଆୟୋଗ ଅଧିକ ତତ୍ପରତା ଦେଖାଯାଉଛନ୍ତି। ନିକଟରେ ପେରାମାବାଲୁରରେ ଭିସିକେ ପାର୍ଟିର ପୂର୍ବତନ ସଚିବଙ୍କ ଗାଡିରୁ ୨.୧୦ କୋଟି ଟଙ୍କା ଜବତ କରିଥିଲେ। ସେହିପରି ମଙ୍ଗଳବାର ରାମନାଥପୁରମରୁ ୬ଲକ୍ଷ ୬୫ହଜାର ଟଙ୍କା ଏକ ଗାଡିରୁ ଜବତ କରାଯାଇଥିଲା। ପ୍ରଥମ ପର୍ଯ୍ୟାୟରେ ମତଦାନ ଏପ୍ରିଲ ୧୧ରେ ହେଉଥିବା ବେଳେ ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟରେ ମତଦାନ ମେ’ ମାସ ୧୯ରେ ହେବ। ମେ’ ୨୩ରେ ମତଦାନ ଫଳାଫଳ ପ୍ରକାଶ ପାଇବ।

ceized gold police thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଶ୍ରୀମନ୍ଦିରରେ ବନକ ଲାଗି ନୀତି: ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ

March 5, 2026

ଆଜିଠାରୁ ଟୋରଣ୍ଟୋ, ଫ୍ରାଙ୍କଫର୍ଟ ଏବଂ ପ୍ୟାରିସକୁ ଅତିରିକ୍ତ କ୍ଷମତା ବିଶିଷ୍ଟ ବିମାନ ଚଳାଚଳ: ଏୟାର ଇଣ୍ଡିଆ

March 5, 2026

ବିପୁଳ ପରିମାଣର ଅପମିଶ୍ରିତ ଘିଅ ଜବତ: ଡାଏରୀ ମାଲିକ ଗିରଫ

March 5, 2026

ରାଜ୍ୟସଭା ନିର୍ବାଚନ: ଆଜି ୩୭ ଟି ଆସନ ପାଇଁ ନାମାଙ୍କନ ଦାଖଲର ଶେଷ ଦିନ

March 5, 2026
Latest News

ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ସନ୍ତୃପ୍ତ ମିଶ୍ର ଏବଂ ଦତ୍ତେଶ୍ବର ହୋତା

March 5, 2026

ଅସୁସ୍ଥ ହୋଇପଡିଲେ ମନ୍ତ୍ରୀ ସୁରେଶ ପୂଜାରୀ, ଭୁବନେଶ୍ବର ପରେ ଏବେ ଦିଲ୍ଲୀ ଏମସ୍ କୁ ସ୍ଥାନାନ୍ତରିତ

March 5, 2026

US-Israel vs Iran Conflict: ଦୁବାଇରେ ଫସିରହିଥିବା ଭାରତୀୟ ଯାତ୍ରୀ ସୁରକ୍ଷିତ ଭାବେ ପହଞ୍ଚିଲେ

March 5, 2026

ଆଜି ଶ୍ରୀମନ୍ଦିରରେ ବନକ ଲାଗି ନୀତି: ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ

March 5, 2026

ଆଜିଠାରୁ ଟୋରଣ୍ଟୋ, ଫ୍ରାଙ୍କଫର୍ଟ ଏବଂ ପ୍ୟାରିସକୁ ଅତିରିକ୍ତ କ୍ଷମତା ବିଶିଷ୍ଟ ବିମାନ ଚଳାଚଳ: ଏୟାର ଇଣ୍ଡିଆ

March 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.