Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିରାକରପୁରରେ ଅଘଟଣ: ପୋଖରୀରେ ବୁଡି ଜଣେ ମୃତ
ଆଜିର ଖବର

ନିରାକରପୁରରେ ଅଘଟଣ: ପୋଖରୀରେ ବୁଡି ଜଣେ ମୃତ

April 4, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ନିରାକରପୁରରେ ଏକ ଅଘଟଣ ଘଟିଯାଇଛି। ପୋଖରୀରେ ବୁଡି ଜଣେ ୪୭ ବର୍ଷୀୟ ପୁରୁଷଙ୍କ ମୃତ୍ୟୁ ହୋଇଛି।

ସୂଚନା ଅନୁଯାୟୀ, ନିରାକରପୁର ଥାନା ଡ଼ିଆ ହରିଜନ ସାହିର ବିଜୟ ନାୟକ ଶୌଚ ପାଇଁ ପୋଖରୀ ମଧ୍ୟକୁ ଯାଇଥିଲେ। କିନ୍ତୁ ପାଣିରେ ବୁଡିଯିବା ଫଳରେ ତାଙ୍କର ମୃତ୍ୟୁ ହୋଇଥିଲା। ହେଲେ ଅପସ୍ମାର ବାତ ମାରିବାରୁ ବିଜୟ ପାଣିରେ ବୁଡିଯାଇଥିବା ଅନୁମାନ କରାଯାଉଛି। ସେ ଝାଡୁଦାର କାମ କରି ପେଟ ପୋଷୁଥିଲେ ବୋଲି ଜଣା ପଡିଛି।

ନିରାକାରପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବକୁ ବ୍ୟବଚ୍ଛେଦ ପାଇଁ ଖୋର୍ଦ୍ଧା ପଠାଇଥିବା ବେଳେ ଏହି ଘଟଣା ଉପରେ ତଦନ୍ତ ଆରମ୍ଭ କରିଦେଇଛି।

ନିରାକରପୁର ପାଣିରେ ବୁଡି
Share. Facebook Twitter LinkedIn Email WhatsApp Copy Link

Related Posts

ଯୁଦ୍ଧ ଯୋଗୁଁ ବିଶ୍ୱ ଇନ୍ଧନ ବଜାର ପ୍ରଭାବିତ: କିପରି ରହିଛି ଓଡିଶାରେ ଘରୋଇ ଏଲପିଜି ଯୋଗାଣ ବ୍ୟବସ୍ଥା?

April 13, 2026

ପରିସ୍ରା ପୋଡ଼ା ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

April 13, 2026

ଶେଷ ହେବ ତେଲ ଏବଂ ଏଲପିଜି ସଙ୍କଟ!: ଓଡ଼ିଶା ଓ ଗୁଜୁରାଟରେ ପହଞ୍ଚିଲା ଦୁଇଟି ବଡ଼ ଟ୍ୟାଙ୍କର୍

April 13, 2026

ମାରି ନେଲେ ମଙ୍ଗରାଜେ ହାରିଗଲେ ପାତ୍ରେ, ବିଜେଡି ରାଜ୍ୟସଭା ରାଜନୀତି

April 13, 2026
Latest News

ବାଲୁଗାଁ ମହାବିଦ୍ୟାଳୟରେ ଅଗ୍ନି ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ

April 13, 2026

ଯୁଦ୍ଧ ଯୋଗୁଁ ବିଶ୍ୱ ଇନ୍ଧନ ବଜାର ପ୍ରଭାବିତ: କିପରି ରହିଛି ଓଡିଶାରେ ଘରୋଇ ଏଲପିଜି ଯୋଗାଣ ବ୍ୟବସ୍ଥା?

April 13, 2026

ଗୋଦାବରୀଶ ମହାବିଦ୍ୟାଳୟ ରୋଭର ଓ ରେଞ୍ଜର ମାନଙ୍କ ଜଳ ବଣ୍ଟନ କାର୍ଯ୍ୟକ୍ରମ

April 13, 2026

ପରିସ୍ରା ପୋଡ଼ା ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

April 13, 2026

‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

April 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.