Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୫୭୩ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ୫୭୩ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

April 5, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ୫୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୩୭ ଜଣ ଚିହ୍ନଟ ହୋଇଥିବା ବେଳେ ୨୩୬ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୩ ହଜାର ୨୬୮ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୭ ହଜାର ୯୩୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩୩୫୮ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୨୦ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୪ ଟି ଜିଲ୍ଲାରୁ ୫୭୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୯୬ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୮୦ ଜଣ, ନୂଆପଡା ଜିଲ୍ଲାରୁ ୬୦ ଜଣ, ବରଗଡ ଜିଲ୍ଲାରୁ ୪୩ ଜଣ, ଝାରସୁଗୁଡ଼ା ୩୯ ଜଣ, ଅନୁଗୁଳ ୩୨ ଜଣ, କଟକ ୨୮ ଜଣ, କଳାହାଣ୍ଡିରୁ ୨୪ ଜଣ, ବଲାଙ୍ଗିର ୨୦ ଜଣ, ରାୟଗଡ଼ା ୧୬ ଜଣ, ମୟୂରଭଞ୍ଜ ୧୩ ଜଣ, ବାଲେଶ୍ବରରୁ ୧୧ ଜଣ, କେନ୍ଦୁଝର ଓ ଗଞ୍ଜାମରୁ ୮ ଜଣ ଲେଖାଏଁ , ନବରଙ୍ଗପୁର, ଭଦ୍ରକ, ଗଜପତି, କୋରାପୁଟରୁ ୩ ଜଣ ଲେଖାଏଁ, ସୋନପୁର ୨ ଜଣ, ନୟାଗଡ଼, କେନ୍ଦ୍ରାପଡ଼ା, କନ୍ଧମାଳ, ଦେବଗଡ଼ ଓ ବୌଦ୍ଧରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆକ୍ରାନ୍ତ ଚିହ୍ନଟ ଓଡିଶା କରୋନା ସଂକ୍ରମିତ
Share. Facebook Twitter LinkedIn Email WhatsApp Copy Link

Related Posts

ଜାତୀୟ ଏଫପିଓ କନକ୍ଲେଭ ୨୦୨୫ର ଉଦଘାଟନ କଲେ କେନ୍ଦ୍ର କୃଷିମନ୍ତ୍ରୀ

October 30, 2025

ରାଷ୍ଟ୍ରୀୟ ଏକତା ଦିବସ-୨୦୨୫ ଅବସରରେ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧନ କଲେ ଗୃହମନ୍ତ୍ରୀ

October 30, 2025

କ୍ରିକେଟ୍ ମଇଦାନକୁ ଫେରିଲେ ରିଷଭ ପନ୍ତ, କିନ୍ତୁ ଛଡାଇନେଲେ କି ବିରାଟ କୋହଲିଙ୍କ ୧୮ ନମ୍ବର ଜର୍ସି?

October 30, 2025

ପୂର୍ବତଟ ରେଳପଥ ଦ୍ୱାରା ଡିସ୍ଲେକ୍ସିଆ ସଚେତନତା ମାସ ପାଳନ ପାଇଁ “ଗୋ ରେଡ୍” ଅଭିଯାନ

October 30, 2025
Latest News

ଅଷ୍ଟ୍ରେଲିଆର ସ୍ଵପ୍ନକୁ ଧୂଳିସାତ କଲା ଭାରତ: ବିଶ୍ୱ ରେକର୍ଡ ସହ ବିଶ୍ଵକପ ଫାଇନାଲରେ ପହଞ୍ଚିଲା ଟିମ ଇଣ୍ଡିଆ

October 30, 2025

ଜାତୀୟ ଏଫପିଓ କନକ୍ଲେଭ ୨୦୨୫ର ଉଦଘାଟନ କଲେ କେନ୍ଦ୍ର କୃଷିମନ୍ତ୍ରୀ

October 30, 2025

ରାଷ୍ଟ୍ରୀୟ ଏକତା ଦିବସ-୨୦୨୫ ଅବସରରେ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧନ କଲେ ଗୃହମନ୍ତ୍ରୀ

October 30, 2025

ଦେଶର ନୂତନ CJI ହେବେ ଜଷ୍ଟିସ ସୂର୍ଯ୍ୟକାନ୍ତ: ସୁପାରିଶକୁ ଅନୁମୋଦନ କଲେ ରାଷ୍ଟ୍ରପତି

October 30, 2025

କ୍ରିକେଟ୍ ମଇଦାନକୁ ଫେରିଲେ ରିଷଭ ପନ୍ତ, କିନ୍ତୁ ଛଡାଇନେଲେ କି ବିରାଟ କୋହଲିଙ୍କ ୧୮ ନମ୍ବର ଜର୍ସି?

October 30, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.