Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗାନ୍ଧୀନଗରରେ ଶାହାଙ୍କ ରୋଡ୍‌ ଶୋ
ଆଜିର ଖବର

ଗାନ୍ଧୀନଗରରେ ଶାହାଙ୍କ ରୋଡ୍‌ ଶୋ

April 6, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
SHAH did roadshow in gandhi nagar
SHAH did roadshow in gandhi nagar

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା ଗୁଜୁରାଟର ଗାନ୍ଧୀନଗରରେ ଏକ ରୋଡ ଶୋ କରିଛନ୍ତି। ଦଳର ୩୯ ତମ ପ୍ରତିଷ୍ଠା ଦିବସ ଅବସରରେ ଶାହା ଏକ ବିଶାଳ ରୋଡ ଶୋ କରିଛନ୍ତି। ଅହମ୍ମଦାବାଦର ସର୍ଖେଜ୍‌ରୁ ଜନସଂଘ ପ୍ରତିଷ୍ଠାତା ଦୀନ ଦୟାଲ ଉପାଧ୍ୟାୟ ଏବଂ ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ରୋଡ ଶୋ ଆରମ୍ଭ କରିଥିଲେ ଶାହା। ଏକ ଖୋଲା ଜିପ୍‌ରେ ରୋଡ ଶୋ କରୁଥିବା ଶାହାଙ୍କୁ ସହାୟତା କରିଥିଲେ ବିଜେପି ରାଜ୍ୟ ସଂଘ ସଭାପତି ଜିତୁ ଭଗ୍‌ନାନୀ। ରୋଡ ଶୋ ସମୟରେ ଶାହା କହିଥିଲେ ଯେଉଁ କାଶ୍ମୀରର ଶ୍ରୀ ମୁଖାର୍ଜୀ ପ୍ରାଣ ତ୍ୟାଗ କରିଥିଲେ ତାହା ଆମର ଏବଂ ସମ୍ପୂର୍ଣ୍ଣ ଭାବେ ଆମର। ଏହି ରୋଡ୍‌ ଶୋରେ ଶାହା  ପଶ୍ଚିମ ଅହମଦାବାଦର ବହୁତ ଅଞ୍ଚଳ ଅତିକ୍ରମ କରିଛନ୍ତି। ବେଜଲପୁର, ପ୍ରହ୍ଲାଦନଗର, ଜୀବରାଜ ପାର୍କ, ମାନସୀ କ୍ରସ୍‌ ରୋଡ୍‌ ଅତିକ୍ରମ କରି ବସ୍ତ୍ରପୁରର ହଭେଲିରେ ଶେଷ ହେବ ବୋଲି ଜଣାପଡିଛି। ସୂଚନାଯୋଗ୍ୟ ଯେ, ଏହି ଆସନରେ ଲାଲକୃଷ୍ଣ ଆଡଭାନୀଙ୍କ ବଦଳରେ ଶାହା ପ୍ରାର୍ଥୀ ହୋଇଥିବା ବେଳେ ୧୯୯୮ରୁ ଆଡଭାନୀ କ୍ରମାଗତ ଭାବରେ ଏହି ଆସନରୁ ସାଂସଦ ରହି ଆସିଥିଲେ।

( ମୋବାଇଲ୍ ରେ ଫଟାଫଟ ଖବର ଜାଣିବା ପାଇଁ ପ୍ଲେ ଷ୍ଟୋରରୁ ଡାଉନଲୋଡ କରନ୍ତୁ sankhipta, ଡାଇନଲୋଡ ପରେ ଇଂରାଜୀ କିମ୍ବା ଓଡିଆ ଭାଷା ବାଛି ସବମିଟ୍ କରନ୍ତୁ, ଏହାପରେ ମୋବାଇଲ ସ୍କ୍ରିନର ତଳୁ ଉପରକୁ ଆଙ୍ଗୁଠିରେ ଘଷି ଖବର ପରେ ଖବର ପଢି ଚାଲନ୍ତୁ। )

gandhinagar roadshow thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଏଆଇ ସମ୍ମିଳନୀ ବିବାଦ: ଚାରି ଯୁବ କଂଗ୍ରେସ କର୍ମୀଙ୍କ ଜାମିନ ଆବେଦନ ଖାରଜ

February 21, 2026

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026

IND vs SA ମ୍ୟାଚ୍ ପୂର୍ବରୁ ଚିନ୍ତାଜନକ ଖବର: ଅଭ୍ୟାସ ସମୟରେ ଆହତ ହେଲେ ଭାରତୀୟ ବୋଲର

February 21, 2026

ବିଶ୍ୱକପ୍ ର ସୁପର ୮ ପର୍ଯ୍ୟାୟ: ଆଜି ପାକିସ୍ତାନ-ନ୍ୟୁଜିଲାଣ୍ଡ ମ୍ୟାଚ୍ ରେ ବର୍ଷା ସମ୍ଭାବନା

February 21, 2026
Latest News

ଏଆଇ ସମ୍ମିଳନୀ ବିବାଦ: ଚାରି ଯୁବ କଂଗ୍ରେସ କର୍ମୀଙ୍କ ଜାମିନ ଆବେଦନ ଖାରଜ

February 21, 2026

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026

IND vs SA ମ୍ୟାଚ୍ ପୂର୍ବରୁ ଚିନ୍ତାଜନକ ଖବର: ଅଭ୍ୟାସ ସମୟରେ ଆହତ ହେଲେ ଭାରତୀୟ ବୋଲର

February 21, 2026

ବିଶ୍ୱକପ୍ ର ସୁପର ୮ ପର୍ଯ୍ୟାୟ: ଆଜି ପାକିସ୍ତାନ-ନ୍ୟୁଜିଲାଣ୍ଡ ମ୍ୟାଚ୍ ରେ ବର୍ଷା ସମ୍ଭାବନା

February 21, 2026

ଦିଲ୍ଲୀରେ ଆତଙ୍କବାଦୀ ଆକ୍ରମଣ ଯୋଜନା: ଟାର୍ଗେଟରେ ଚାନ୍ଦନୀ ଚୌକ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.