Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତାମିଲନାଡୁ ବିଧାନସଭା ପାଇଁ ଚାଲିଛି ମତଦାନ, ପ୍ରଖ୍ୟାତ ଅଭିନେତା ରଜନୀକାନ୍ତ ଦେଲେ ଭୋଟ
ଆଜିର ଖବର

ତାମିଲନାଡୁ ବିଧାନସଭା ପାଇଁ ଚାଲିଛି ମତଦାନ, ପ୍ରଖ୍ୟାତ ଅଭିନେତା ରଜନୀକାନ୍ତ ଦେଲେ ଭୋଟ

April 6, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ତାମିଲନାଡୁ ବିଧାନସଭା ପାଇଁ ଚାଲିଛି ମତଦାନ, ପ୍ରଖ୍ୟାତ ଅଭିନେତା ରଜନୀକାନ୍ତ ଦେଲେ ଭୋଟ

Tamil Nadu Election: ଆଜି ସକାଳୁ ତାମିଲନାଡୁ ବିଧାନସଭା ପାଇଁ ଚାଲିଛି ମତଦାନ। ଗୋଟିଏ ପର୍ଯ୍ୟାୟରେ ଏହି ନିର୍ବାଚନ ଅନୁଷ୍ଠିତ ହେଉଛି। ଏଥିରେ 234ଟି ଆସନ ପାଇଁ ସକାଳୁ ମତଦାନ ପକ୍ରିୟା ଆରମ୍ଭ ହୋଇଯାଇଛି। ନିର୍ବାଚନ କମିଶନରଙ୍କ ସୂଚନା ଅନୁସାରେ ଆଜି ସକାଳ 9ଟା ସୁଦ୍ଧା ତାମିଲନାଡୁରେ 13.8 ପ୍ରତିଶତ ଭୋଟିଂ ହୋଇଥିବାର ଜଣାପଡିଛି।

ତାମିଲନାଡୁରେ ମୁଖ୍ୟତଃ ଏଆଇଡିଏମକେ ଏବଂ ଡିଏମକେ ମଧ୍ୟରେ ତୀବ୍ର ପ୍ରତିଯୋଗୀତା ହେଉଛି। ଏଥର ତାମିଲନାଡୁ ବିଧାନସଭା ପାଇଁ 3 ହଜାର 9ଶହ 98 ଜଣ ପ୍ରାର୍ଥୀ ପ୍ରତିଦ୍ବନ୍ଦିତା କରୁଛନ୍ତି। ଭାରତର ପ୍ରଖ୍ୟାତ ଅଭିନେତା ରଜନୀକାନ୍ତ ଆଜି ସକାଳୁ ନିଜର ମତାଧିକାର ସାବସ୍ତ କରିଛନ୍ତି।

Assembly Election Assembly Election2021 tamil Nadu Election
Share. Facebook Twitter LinkedIn Email WhatsApp Copy Link

Related Posts

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026

ଶଙ୍କରାଚାର୍ଯ୍ୟଙ୍କୁ ବଡ଼ ଝଟକା: ଯୌନ ନିର୍ଯାତନା ମାମଲାରେ ଦାଖଲ ହେବ ଏଫଆଇଆର

February 21, 2026

ଏଆଇ ସମ୍ମିଳନୀ ବିବାଦ: ଚାରି ଯୁବ କଂଗ୍ରେସ କର୍ମୀଙ୍କ ଜାମିନ ଆବେଦନ ଖାରଜ

February 21, 2026

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026
Latest News

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026

ଶଙ୍କରାଚାର୍ଯ୍ୟଙ୍କୁ ବଡ଼ ଝଟକା: ଯୌନ ନିର୍ଯାତନା ମାମଲାରେ ଦାଖଲ ହେବ ଏଫଆଇଆର

February 21, 2026

ଏଆଇ ସମ୍ମିଳନୀ ବିବାଦ: ଚାରି ଯୁବ କଂଗ୍ରେସ କର୍ମୀଙ୍କ ଜାମିନ ଆବେଦନ ଖାରଜ

February 21, 2026

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026

IND vs SA ମ୍ୟାଚ୍ ପୂର୍ବରୁ ଚିନ୍ତାଜନକ ଖବର: ଅଭ୍ୟାସ ସମୟରେ ଆହତ ହେଲେ ଭାରତୀୟ ବୋଲର

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.