Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୧ ଲକ୍ଷ ୧୫ ହଜାର ୭୩୬ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୧ ଲକ୍ଷ ୧୫ ହଜାର ୭୩୬ ଆକ୍ରାନ୍ତ ଚିହ୍ନଟ

April 7, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧ ଲକ୍ଷ ୧୫ ହଜାର ୭୩୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୬୩୦ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୨୮ ଲକ୍ଷ ୧ ହଜାର ୭୮୫ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୬ ହଜାର ୧୭୭ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୭ ଲକ୍ଷ ୯୨ ହଜାର ୧୩୫ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୮ ଲକ୍ଷ ୪୩ ହଜାର ୪୭୩ ଆକ୍ଟିଭ୍‌ କେସ୍ ରହିଛି।

ଆକ୍ରାନ୍ତ ଚିହ୍ନଟ କରୋନା ଅପଡେଟ୍‌ କରୋନା ପଜିଟିଭ
Share. Facebook Twitter LinkedIn Email WhatsApp Copy Link

Related Posts

କମିଲା ସୁନା ଓ ରୂପାର ମୂଲ୍ୟ: ଜାଣନ୍ତୁ ଆଜିର ଦର

May 28, 2026

କୋଲକାତାଠାରେ ଅନୁଷ୍ଠିତ ହେବ ଅନ୍ତର୍ଜାତୀୟ ଯୋଗ ଦିବସର ମୁଖ୍ୟ କାର୍ଯ୍ୟକ୍ରମ

May 28, 2026

ପ୍ରାଣାନ୍ତକ ଆକ୍ରମଣ : ଭୁଜାଲି ଚୋଟରେ ଛିଣ୍ଡିଲା ହାତ ପାପୁଲି ଓ ବୁଢ଼ା ଆଙ୍ଗୁଠି

May 28, 2026

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026
Latest News

କମିଲା ସୁନା ଓ ରୂପାର ମୂଲ୍ୟ: ଜାଣନ୍ତୁ ଆଜିର ଦର

May 28, 2026

କୋଲକାତାଠାରେ ଅନୁଷ୍ଠିତ ହେବ ଅନ୍ତର୍ଜାତୀୟ ଯୋଗ ଦିବସର ମୁଖ୍ୟ କାର୍ଯ୍ୟକ୍ରମ

May 28, 2026

ପ୍ରାଣାନ୍ତକ ଆକ୍ରମଣ : ଭୁଜାଲି ଚୋଟରେ ଛିଣ୍ଡିଲା ହାତ ପାପୁଲି ଓ ବୁଢ଼ା ଆଙ୍ଗୁଠି

May 28, 2026

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

୨୦୨୫-୨୬ରେ ଖଦି ଓ ଗ୍ରାମୋଦ୍ୟୋଗ କ୍ଷେତ୍ରରେ ରେକର୍ଡ ୧.୮୭ ଲକ୍ଷ କୋଟିର ବିକ୍ରୟ

May 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.