Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୭୯୧ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ୭୯୧ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

April 7, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ୭୯୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୪୫୯ ଜଣ ଚିହ୍ନଟ ହୋଇଥିବା ବେଳେ ୩୩୨ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୪ ହଜାର ୬୪୭ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୮ ହଜାର ୪୧୬ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୨୫୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୨୦ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୯ ଟି ଜିଲ୍ଲାରୁ ୭୯୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୧୪୭ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧୮ ଜଣ, ୮୪ ଜଣ, ଅନୁଗୁଳ ୧୭ ଜଣ, ବାଲେଶ୍ଵର ଜିଲ୍ଲାରୁ ୬ ଜଣ, ବରଗଡ ଜିଲ୍ଲାରୁ ୪୮ ଜଣ, ଭଦ୍ରକର ଜିଲ୍ଲାରୁ ୧୦ ଜଣ, ବଲାଙ୍ଗୀରିର ଜିଲ୍ଲାରୁ ୧୪ ଜଣ, ବୌଦ୍ଧ ଜିଲ୍ଲାରୁ ୨ ଜଣ, କଟକ ୪୬ ଜଣ, ଦେବଗଡ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୩ ଜଣ, ଜଗତସିଂହପୁର ଜିଲ୍ଲାରୁ ୯ ଜଣ, ଗଞ୍ଜାମ ଜିଲ୍ଲାରୁ ୯ ଜଣ, ଯାଜପୁର ଜିଲ୍ଲାରୁ ୧୬ ଜଣ, ଝାରସୁଗୁଡା ଜିଲ୍ଲାରୁ ୩୧ ଜଣ, କଳାହାଣ୍ଡିରୁ ୩୮ ଜଣ, କନ୍ଧମାଳ ଜିଲ୍ଲାରୁ ୪ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୩୯ ଜଣ, କୋରାପୁଟ ଜିଲ୍ଲାରୁ ୯ ଜଣ, ମାଲକାନାଗିରି ଜିଲ୍ଲାରୁ ୨ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୨୪ ଜଣ, ନବରଂଗପୁର ଜିଲ୍ଲାରୁ ୨୩ ଜଣ, ନୟାଗଡ ଜିଲ୍ଲାରୁ ୭ ଜଣ, ନୂଆପଡା ଜିଲ୍ଲାରୁ ୩୧ ଜଣ, ପୁରୀ ଜିଲ୍ଲାରୁ ୪୩ ଜଣ, ରାୟଗଡା ଜିଲ୍ଲାରୁ ୧୪ ଜଣ, ସମ୍ବଲପୁର ଜିଲ୍ଲାରୁ ୪୫ ଜଣ, ସୋନପୁର ଜିଲ୍ଲାରୁ ୭ ଜଣ ଏବଂ ଷ୍ଟେଟ ପୁଲରୁ ୨୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆକ୍ରାନ୍ତ ଚିହ୍ନଟ ଓଡିଶା କରୋନା ସଂକ୍ରମିତ
Share. Facebook Twitter LinkedIn Email WhatsApp Copy Link

Related Posts

ସମନ୍ୱିତ ସଡ଼କ ସୁରକ୍ଷା ଡାସବୋର୍ଡର ସମୀକ୍ଷା କଲେ ରାଜ୍ୟ ସରକାର

December 14, 2025

ଓଡିଶା ବିଜେପି ସାଂସଦମାନେ ଦିଲ୍ଲୀରେ କଲେ ବୈଠକ, ରାଜ୍ୟ ସଂଗଠନ ଅବଗତ ଅଛି କି ନାହିଁ ସନ୍ଦେହ

December 14, 2025

ବନ୍ଦେ ଭାରତ ଟ୍ରେନରେ ମିଳିବ ସ୍ଥାନୀୟ ଖାଦ୍ୟ, ଧୀରେ ଧୀରେ ଅନ୍ୟ ଟ୍ରେନରେ ବି କରାଯିବ ପରିବେଷଣ

December 14, 2025

ବିଧାୟକଙ୍କ ଦରମା ବୃଦ୍ଧି ନେଇ ଚେଙ୍ଗି ଦେଲେ ନବୀନ, ମୁଖ୍ୟମନ୍ତ୍ରୀଙ୍କୁ ଲେଖିଲେ ଚିଠି, କହିଲେ…

December 14, 2025
Latest News

ସମନ୍ୱିତ ସଡ଼କ ସୁରକ୍ଷା ଡାସବୋର୍ଡର ସମୀକ୍ଷା କଲେ ରାଜ୍ୟ ସରକାର

December 14, 2025

ଓଡିଶା ବିଜେପି ସାଂସଦମାନେ ଦିଲ୍ଲୀରେ କଲେ ବୈଠକ, ରାଜ୍ୟ ସଂଗଠନ ଅବଗତ ଅଛି କି ନାହିଁ ସନ୍ଦେହ

December 14, 2025

ବନ୍ଦେ ଭାରତ ଟ୍ରେନରେ ମିଳିବ ସ୍ଥାନୀୟ ଖାଦ୍ୟ, ଧୀରେ ଧୀରେ ଅନ୍ୟ ଟ୍ରେନରେ ବି କରାଯିବ ପରିବେଷଣ

December 14, 2025

ବିଧାୟକଙ୍କ ଦରମା ବୃଦ୍ଧି ନେଇ ଚେଙ୍ଗି ଦେଲେ ନବୀନ, ମୁଖ୍ୟମନ୍ତ୍ରୀଙ୍କୁ ଲେଖିଲେ ଚିଠି, କହିଲେ…

December 14, 2025

‘ଲାଲ ସଲାମ’ ନୁହେଁ, ବସ୍ତର ଏବେ ‘ଭାରତ ମାତା କି ଜୟ’ ସ୍ଲୋଗାନରେ ପ୍ରକମ୍ପିତ ହେଉଛି: ଅମିତ ଶାହ

December 14, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.