Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗାଡ଼ି ଏକା ଚଲାଉଥିଲେ ମଧ୍ୟ ମାସ୍କ ପିନ୍ଧିବା ବାଧ୍ୟତାମୂଳକ: ହାଇକୋର୍ଟଙ୍କ ନିର୍ଦ୍ଦେଶ
ଆଜିର ଖବର

ଗାଡ଼ି ଏକା ଚଲାଉଥିଲେ ମଧ୍ୟ ମାସ୍କ ପିନ୍ଧିବା ବାଧ୍ୟତାମୂଳକ: ହାଇକୋର୍ଟଙ୍କ ନିର୍ଦ୍ଦେଶ

April 7, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଦେଶର ରାଜଧାନୀ ଦିଲ୍ଲୀରେ କରୋନା ସଙ୍କଟ ବଢିବା ପରେ ଉଚ୍ଚ ନ୍ୟାୟଳୟ ଏକ ବଡ ନିଷ୍ପତ୍ତି ଶୁଣାଇଛନ୍ତି। ଏବେ ଦିଲ୍ଲୀର ସବୁ ବ୍ୟକ୍ତିଙ୍କ ପାଇଁ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ଆଜି ଏକ ଯାଚିକାର ଶୁଣାଣି ବେଳେ ଦିଲ୍ଲୀ ଉଚ୍ଚ ନ୍ୟାୟଳୟ ଏଭଳି ନିର୍ଦ୍ଦେଶ ଦେଇଛନ୍ତି।

ଦିଲ୍ଲୀର ସବୁ ବ୍ୟକ୍ତି ମାସ୍କ ପିନ୍ଧିବା ଅନିବାର୍ଯ୍ୟ ବୋଲି ନ୍ୟାୟାଧୀଶ ପ୍ରତିଭା ସିଂହ ଆଦେଶ ଦେଇଛନ୍ତି। ଯଦି କୌଣସି ବ୍ୟକ୍ତି ସର୍ବସାଧାରଣ ସ୍ଥାନରେ ଏକା କାର ଚଲାଉଛନ୍ତି, ତଥାପି ସେ ମାସ୍କ ପିନ୍ଧିବା ଜରୁରୀ ବୋଲି ନ୍ୟାୟାଧୀଶ କହିଛନ୍ତି।

ଉଚ୍ଚ ନ୍ୟାୟଳୟ କରୋନା ସଙ୍କଟ ହାଇକୋର୍ଟଙ୍କ ନିର୍ଦ୍ଦେଶ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ଗସ୍ତରେ ଆସିବେ ଆମେରିକା ବୈଦେଶିକ ସଚିବ ମାର୍କୋ ରୁବିଓ

October 14, 2026

ନବରାତ୍ରୀ ସମୟରେ ଆପଣ ଏହି ସବୁ ସ୍ଵପ୍ନ ଦେଖୁଛନ୍ତି କି?: ତେବେ ମାତା ଦୂର୍ଗାଙ୍କ ପାଇବେ ଆଶୀର୍ବାଦ

October 14, 2026

ମମତା ବାନାର୍ଜୀଙ୍କୁ ଛୁରୀରେ ଆକ୍ରମଣ ଉଦ୍ୟମ: ମହିଳା ଅଟକ

October 14, 2026

ସପ୍ତାହରେ କିମ୍ବା ମାସରେ ଥରେ ଉପବାସ କଲେ ଶରୀରକୁ ମିଳେ ଅନେକ ଲାଭ, ଜାଣନ୍ତୁ କିପରି?

October 14, 2026
Latest News

ଭାରତ ଗସ୍ତରେ ଆସିବେ ଆମେରିକା ବୈଦେଶିକ ସଚିବ ମାର୍କୋ ରୁବିଓ

October 14, 2026

ଦିଲ୍ଲୀ କ୍ୟାପିଟାଲ୍ସର ଆସିଷ୍ଟାଣ୍ଟ୍ ଓ ବ୍ୟାଟିଂ କୋଚ୍ ହେଲେ ଯୁବରାଜ ସିଂହ

October 14, 2026

ଏସିଆନ୍ ଚାମ୍ପିଅନ୍ସ ଟ୍ରଫି ପାଇଁ ଭାରତୀୟ ହକି ଟିମ୍ ଘୋଷିତ

October 14, 2026

ନବରାତ୍ରୀ ସମୟରେ ଆପଣ ଏହି ସବୁ ସ୍ଵପ୍ନ ଦେଖୁଛନ୍ତି କି?: ତେବେ ମାତା ଦୂର୍ଗାଙ୍କ ପାଇବେ ଆଶୀର୍ବାଦ

October 14, 2026

ଦୁର୍ଗାପୂଜା ପାଇଁ ଭୁବନେଶ୍ୱରରେ ୧୯ ରୁ ୨୪ ପର୍ଯ୍ୟନ୍ତ ନୂଆ ଟ୍ରାଫିକ୍ କଟକଣା

October 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.