Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୧୦୩: ସୁସ୍ଥ ହେଲେ ୪୭ କରୋନା ଆକ୍ରାନ୍ତ
ଆଜିର ଖବର

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୧୦୩: ସୁସ୍ଥ ହେଲେ ୪୭ କରୋନା ଆକ୍ରାନ୍ତ

April 7, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୧୦୩ ଆକ୍ରାନ୍ତଙ୍କ ମଧ୍ୟରୁ ୨୪ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୭୯ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ହଜାର ୯୩୫ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୪୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୨ ହଜାର ୫୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୬୧୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

କରୋନା ଆକ୍ରାନ୍ତ ଚିହ୍ନଟ ହେଲେ ଭୁବନେଶ୍ବର ସୁସ୍ଥ ହେଲେ
Share. Facebook Twitter LinkedIn Email WhatsApp Copy Link

Related Posts

ଖୋରଧା ବ୍ଲକ୍ ପରିସରରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ

August 28, 2026

ସମ୍ ହସ୍ପିଟାଲ କ୍ୟାମ୍ପସ-୨ର ଅତ୍ୟାଧୁନିକ ଚିକିତ୍ସା ସେବା ଯୋଗୁଁ ଜୀବନ ଫେରି ପାଇଲେ ମହିଳା

August 28, 2026

୮ ହଜାରରୁ ଊର୍ଦ୍ଧ୍ୱ ଇଞ୍ଜିନିୟରିଂ ଛାତ୍ରଛାତ୍ରୀଙ୍କୁ ତାଲିମ ଦେଲା ସିଟିଟିସି ଭୁବନେଶ୍ୱର

August 28, 2026

ଉଚ୍ଚସ୍ତରୀୟ ଟାସ୍କଫୋର୍ସ ପକ୍ଷରୁ ସରକାରୀ ପରୀକ୍ଷା ସଂସ୍କାର ପାଇଁ ପରାମର୍ଶ ଆହ୍ୱାନ

August 28, 2026
Latest News

ଖୋରଧା ବ୍ଲକ୍ ପରିସରରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ

August 28, 2026

ସମ୍ ହସ୍ପିଟାଲ କ୍ୟାମ୍ପସ-୨ର ଅତ୍ୟାଧୁନିକ ଚିକିତ୍ସା ସେବା ଯୋଗୁଁ ଜୀବନ ଫେରି ପାଇଲେ ମହିଳା

August 28, 2026

୮ ହଜାରରୁ ଊର୍ଦ୍ଧ୍ୱ ଇଞ୍ଜିନିୟରିଂ ଛାତ୍ରଛାତ୍ରୀଙ୍କୁ ତାଲିମ ଦେଲା ସିଟିଟିସି ଭୁବନେଶ୍ୱର

August 28, 2026

ଉଚ୍ଚସ୍ତରୀୟ ଟାସ୍କଫୋର୍ସ ପକ୍ଷରୁ ସରକାରୀ ପରୀକ୍ଷା ସଂସ୍କାର ପାଇଁ ପରାମର୍ଶ ଆହ୍ୱାନ

August 28, 2026

ଖୋରଧା: ଜିଲ୍ଲାସ୍ତରୀୟ ସୁଭଦ୍ରାର ପଞ୍ଚମ କିସ୍ତି ପ୍ରଦାନ ସମାରୋହ -୨୦୨୬

August 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.