Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁରୀ ଏବଂ ଖୋର୍ଦ୍ଧା ରୋଡ଼ ଷ୍ଟେସନ ଠାରେ ପୁରୀ-ନୂଆଦିଲ୍ଲୀ ପୁରୁଷୋତ୍ତମ ଏକ୍ସପ୍ରେସ ସମୟ ସାରଣୀ ପରିବର୍ତ୍ତିତ
ଆଜିର ଖବର

ପୁରୀ ଏବଂ ଖୋର୍ଦ୍ଧା ରୋଡ଼ ଷ୍ଟେସନ ଠାରେ ପୁରୀ-ନୂଆଦିଲ୍ଲୀ ପୁରୁଷୋତ୍ତମ ଏକ୍ସପ୍ରେସ ସମୟ ସାରଣୀ ପରିବର୍ତ୍ତିତ

April 7, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ପୁରୀ ଏବଂ ଖୋର୍ଦ୍ଧା ରୋଡ଼ ଷ୍ଟେସନରେ ପୁରୀ-ନୂଆଦିଲ୍ଲୀ ସ୍ୱତନ୍ତ୍ର ପୁରୁଷୋତ୍ତମ ଏକ୍ସପ୍ରେସର ସମୟ ସାରଣୀକୁ ପରିବର୍ତ୍ତନ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ୦୨୮୦୧ ପୁରୀ-ନୂଆଦିଲ୍ଲୀ ସ୍ୱତନ୍ତ୍ର ପୁରୁଷୋତ୍ତମ ଏକ୍ସପ୍ରେସ୍ ୧୦ ଏପ୍ରିଲ, ୨୦୧୧ ଠାରୁ ପୁରୀରୁ ରାତ୍ରି ୯ଘ.୪୫ମି. ପରିବର୍ତ୍ତେ ରାତ୍ରି ୯ଘ.୫୫ମି.ରେ ଛାଡିବ।

ଏହି ଟ୍ରେନ୍ ଖୋର୍ଦ୍ଧା ରୋଡ଼ ଷ୍ଟେସନ ଠାରେ ରାତ୍ରି ୧୦ଘ.୩୦ମି. ପରିବର୍ତ୍ତେ ରାତ୍ରି ୧୦ଘ.୩୫ମି.ରେ ପହଞ୍ଚି ରାତ୍ରି ୧୦ଘ.୩୫ମି ପରିବର୍ତ୍ତେ ରାତ୍ରି ୧୦ଘ.୪୦ମି.ରେ ନୂଆଦିଲ୍ଲୀ ଅଭିମୁଖେ ଯାତ୍ରା କରିବ। ଅନ୍ୟାନ୍ୟ ନିର୍ଦ୍ଧାରିତ ଷ୍ଟେସନରେ ଏହି ଟ୍ରେନର ସମୟ ସାରଣୀରେ କୌଣସି ପରିବର୍ତ୍ତନ ହେବ ନାହିଁ। ୦୨୮୦୨ ନୂଆଦିଲ୍ଲୀ-ପୁରୀ ସ୍ୱତନ୍ତ୍ର ପୁରୁଷୋତ୍ତମ ଏକ୍ସପ୍ରେସ ପ୍ରାରମ୍ଭିକ ଷ୍ଟେସନ ଠାରୁ ଗନ୍ତବ୍ୟ ଷ୍ଟେସନ ମଧ୍ୟରେ ସମୟ ସାରଣୀ ଅପରିବର୍ତ୍ତିତ ରହିବ।

ପୁରୀ ସମୟ ସାରଣୀ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ସଦସ୍ୟ ଭାବେ ୧୯ ଜଣ ନେଲେ ଶପଥ, ଓଡିଶାର ତିନିଜଣ

April 6, 2026

୨୦୨୫–୨୬ ଆର୍ଥିକ ବର୍ଷରେ ସ୍କ୍ରାପ୍ ବିକ୍ରୟରୁ ରେକର୍ଡ ରାଜସ୍ୱ ଅର୍ଜନ କଲା ପୂର୍ବ ତଟ ରେଳପଥ

April 6, 2026

ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ପାଇଁ ସତର୍କର ଘଣ୍ଟି!: ସର୍ଭେ ରିପୋର୍ଟରେ ଟିଏମସି-ବିଜେପି କଡ଼ା ଟକ୍କର

April 6, 2026

ବୋମା ବିସ୍ଫୋରଣରେ ଦୁଇ ନାବାଳକ ଗୁରୁତର

April 6, 2026
Latest News

ରାଜ୍ୟସଭା ସଦସ୍ୟ ଭାବେ ୧୯ ଜଣ ନେଲେ ଶପଥ, ଓଡିଶାର ତିନିଜଣ

April 6, 2026

କଣ୍ଢଲ ଆଶ୍ରମ ବିଦ୍ୟାଳୟରେ ସ୍ବତନ୍ତ୍ର ମାର୍ଗଦର୍ଶନ ଓ ପରାମର୍ଶ ଶିବିର

April 6, 2026

୨୦୨୫–୨୬ ଆର୍ଥିକ ବର୍ଷରେ ସ୍କ୍ରାପ୍ ବିକ୍ରୟରୁ ରେକର୍ଡ ରାଜସ୍ୱ ଅର୍ଜନ କଲା ପୂର୍ବ ତଟ ରେଳପଥ

April 6, 2026

ବାପୁଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଗ୍ନି ନିରାପତ୍ତା ସଚେତନତା

April 6, 2026

ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ପାଇଁ ସତର୍କର ଘଣ୍ଟି!: ସର୍ଭେ ରିପୋର୍ଟରେ ଟିଏମସି-ବିଜେପି କଡ଼ା ଟକ୍କର

April 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.