Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେଉଁ ସ୍ଥାନରେ ଆପଣଙ୍କର କିଏ ମିତ୍ର ହେବ, ସେ ସଂପର୍କରେ କହିଛନ୍ତି ଆଚାର୍ଯ୍ୟ ଚାଣକ୍ୟ
ଆଜିର ଖବର

କେଉଁ ସ୍ଥାନରେ ଆପଣଙ୍କର କିଏ ମିତ୍ର ହେବ, ସେ ସଂପର୍କରେ କହିଛନ୍ତି ଆଚାର୍ଯ୍ୟ ଚାଣକ୍ୟ

April 8, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
କେଉଁ ସ୍ଥାନରେ ଆପଣଙ୍କର କିଏ ମିତ୍ର ହେବ, ସେ ସଂପର୍କରେ କହିଛନ୍ତି ଆଚାର୍ଯ୍ୟ ଚାଣକ୍ୟ

ଭୁବନେଶ୍ବର, ଆଚାର୍ଯ୍ୟ ଚାଣକ୍ୟ ତାଙ୍କର ଚାଣକ୍ୟ ନୀତିରେ କେଉଁ ସମୟରେ କିଏ ମିତ୍ର ବା ସାଥୀ ହେବ ତାହାର ବର୍ଣ୍ଣନା କରିଛନ୍ତି। ଏ ନେଇ ଚାଣକ୍ୟ କହିଛନ୍ତି ଯେ ପ୍ରବାସରେ ବିଦ୍ୟା ହେବ ଆପଣଙ୍କର ସାଥୀ। ଅର୍ଥାତ ବିଦେଶକୁ ଗଲେ ସେଠାରେ ଆପଣଙ୍କର ପରିଚୟ ବିଦ୍ୟା ହିଁ ହେବ। ତା ମାଧ୍ୟମରେ ଆପଣ ସେଠାରେ କିଛି କରିପାରିବେ।

ସେହିପରି ଘରେ ଆପଣଙ୍କର ସାଥୀ ହେଲେ ଧର୍ମପତ୍ନୀ। କାରଣ ପତ୍ନୀଙ୍କ ସହିତ ଆପଣ ନିଃସଙ୍କୋଚରେ କିଛି ଆଲୋଚନା କରିପାରିବେ। ରୋଗ ହେଲେ ଆପଣଙ୍କର ସାଥୀ ହେବ ଔଷଧ। କାରଣ ତା ବିନା ଆପଣଙ୍କର ରୋଗ ଭଲ ହେବାର ସମ୍ଭାବନା ନାହିଁ।

ତେବେ ଆଚାର୍ଯ୍ୟ ଚାଣକ୍ୟ କହିଛନ୍ତି ଯେ ମୃତ୍ୟୁ ବେଳେ ଆପଣଙ୍କର ସାଥୀ ହେବ କେବଳ ଆପଣଙ୍କର ଧର୍ମକର୍ମ। ଆପଣ ଜୀବନ କାଳ ମଧ୍ୟରେ କେତେ ଧର୍ମ କରିଛନ୍ତି କେତେ ଭଲ କର୍ମ କରିଛନ୍ତି ତାହା ହିଁ ଆପଣଙ୍କର ମୃତ୍ୟୁ ପରେ ରହିବ। ସେଥିପାଇଁ ଜୀବନ କାଳ ମଧ୍ୟରେ ଧର୍ମକର୍ମ କରିବାର ଆବଶ୍ୟକତା ରହିଛି ବୋଲି ଆଚାର୍ଯ୍ୟ ଚାଣକ୍ୟ ଉପଦେଶ ଦେଇଛନ୍ତି।

ଆଚାର୍ଯ୍ୟ ଚାଣକ୍ୟ ଚାଣକ୍ୟ ନୀତି
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ସହିତ ସ୍ଥଳ ସୀମା ଲାଗିଥିବା ଦେଶଗୁଡ଼ିକରୁ ନିବେଶ ଉପରେ ମାର୍ଗଦର୍ଶିକାରେ ପରିବର୍ତ୍ତନକୁ ଅନୁମୋଦନ

March 10, 2026

ଏହି ତାରିଖରେ ପ୍ରକାଶ ପାଇବ ୨୦୨୬ ଆଇପିଏଲ କାର୍ଯ୍ୟସୂଚୀ: BCCI ରୁ ମିଳିଲା ଅପଡେଟ୍

March 10, 2026

ପିଆଇବି ଏଡିଜିଙ୍କ ଆକାଶବାଣୀ ପୁରୀ କେନ୍ଦ୍ର ଗସ୍ତ

March 10, 2026

ଜଳ ଜୀବନ ମିଶନର ଅବଧି ବୃଦ୍ଧି ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ

March 10, 2026
Latest News

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ, ବିଜେପିରେ ଦେବେ ଯୋଗ!!

March 10, 2026

ଭାରତ ସହିତ ସ୍ଥଳ ସୀମା ଲାଗିଥିବା ଦେଶଗୁଡ଼ିକରୁ ନିବେଶ ଉପରେ ମାର୍ଗଦର୍ଶିକାରେ ପରିବର୍ତ୍ତନକୁ ଅନୁମୋଦନ

March 10, 2026

ଏହି ତାରିଖରେ ପ୍ରକାଶ ପାଇବ ୨୦୨୬ ଆଇପିଏଲ କାର୍ଯ୍ୟସୂଚୀ: BCCI ରୁ ମିଳିଲା ଅପଡେଟ୍

March 10, 2026

ପ୍ରମୁଖ କୃଷି ଫସଲ ଉତ୍ପାଦନର ଦ୍ୱିତୀୟ ଅଗ୍ରୀମ ଆକଳନ ପ୍ରକାଶ କଲା କୃଷି ମନ୍ତ୍ରଣାଳୟ

March 10, 2026

ପିଆଇବି ଏଡିଜିଙ୍କ ଆକାଶବାଣୀ ପୁରୀ କେନ୍ଦ୍ର ଗସ୍ତ

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.