Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜଧାନୀରେ ଏନ୍‌ଫୋର୍ସମେଣ୍ଟ ଓ ମାଇକ୍ରୋ କଣ୍ଟେନମେଣ୍ଟ ଉପରେ ଦିଆଯାଉଛି ଗୁରୁତ୍ୱ: ବିଏମସି କମିଶନର
ଆଜିର ଖବର

ରାଜଧାନୀରେ ଏନ୍‌ଫୋର୍ସମେଣ୍ଟ ଓ ମାଇକ୍ରୋ କଣ୍ଟେନମେଣ୍ଟ ଉପରେ ଦିଆଯାଉଛି ଗୁରୁତ୍ୱ: ବିଏମସି କମିଶନର

April 8, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ବର୍ତ୍ତମାନ ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟାରେ ଖୋର୍ଦ୍ଧା ଜିଲ୍ଲା ଆଗରେ ରହୁଛି। ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବିଏମସି ଅଞ୍ଚଳରୁ କ୍ରମାଗତ ଭାବେ ୧୦୦ରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଭଳି ସ୍ଥିତିରେ ଏନ୍‌ଫୋର୍ସମେଣ୍ଟ ଓ ମାଇକ୍ରୋ କଣ୍ଟେନମେଣ୍ଟ ଉପରେ ଗୁରୁତ୍ୱ ଦିଆଯାଉଛି ବୋଲି ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ କହିଛନ୍ତି।

ଏବେ ରାତ୍ରୀକାଳୀନ କର୍ଫ୍ୟୁ କିମ୍ବା ଲକଡାଉନ କଟକଣା ଉପରେ ଚିନ୍ତା କରାଯାଉନାହିଁ। ଶିକ୍ଷାନୁଷ୍ଠାନରେ ଛାତ୍ରଛାତ୍ରୀମାନ ଆକ୍ରାନ୍ତ ହେଉଥିବାରୁ ହଷ୍ଟେଲ ଛାଡିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସରକାରୀ କାର୍ଯ୍ଯାଳୟରେ ସର୍ବସାଧାରଣ ପ୍ରବେଶ ଉପରେ କଟକଣା ଲଗାଯାଇଛି।

ସଂକ୍ରମଣକୁ ରୋକିବା ଦିଗରେ ବିଏମସି କାର୍ଯ୍ୟ କରିବା ସହ ସଂକ୍ରମିତଙ୍କ ଚିକିତ୍ସା ପାଇଁ ବ୍ୟବସ୍ଥା କରୁଛି। ସେଥିପାଇଁ ଭୁବନେଶ୍ଵରସ୍ଥିତ ସମ ହସ୍ପିଟାଲର ଶଯ୍ୟା ସଂଖ୍ୟାରେ ବୃଦ୍ଧି କରାଯାଇଛି। ହସ୍ପିଟାଲର ଶଯ୍ୟା ସଂଖ୍ୟା ୧୫୦ରୁ ୨୫୦କୁ ବୃଦ୍ଧି କରାଯାଇଛି ବୋଲି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ କହିଛନ୍ତି।

ଏନ୍‌ଫୋର୍ସମେଣ୍ଟ କରୋନା ସଂକ୍ରମଣ ପ୍ରେମଚନ୍ଦ୍ର ଚୌଧୁରୀ ବିଏମସି କମିଶନର ଭୁବନେଶ୍ୱର ମାଇକ୍ରୋ କଣ୍ଟେନମେଣ୍ଟ
Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ବଲପୁର ଜିଲ୍ଲାରେ ୩୭୫ କୋଟିର ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ କେନ୍ଦ୍ରମନ୍ତ୍ରୀ

April 15, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ କଥା ହେଲେ ଆମେରିକା ରାଷ୍ଟ୍ରପତି

April 15, 2026

ଆଜି ଏପ୍ରିଲ ୧୫ ତାରିଖ ବୁଧବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 15, 2026

ଖୋର୍ଦ୍ଧା ରୋଡ୍- ପୁରୀ ସେକ୍ସନର ନିରୀକ୍ଷଣ କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

April 14, 2026
Latest News

ସମ୍ବଲପୁର ଜିଲ୍ଲାରେ ୩୭୫ କୋଟିର ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ କେନ୍ଦ୍ରମନ୍ତ୍ରୀ

April 15, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ କଥା ହେଲେ ଆମେରିକା ରାଷ୍ଟ୍ରପତି

April 15, 2026

ଆଜି ଏପ୍ରିଲ ୧୫ ତାରିଖ ବୁଧବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 15, 2026

ଖୋର୍ଦ୍ଧା ରୋଡ୍- ପୁରୀ ସେକ୍ସନର ନିରୀକ୍ଷଣ କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

April 14, 2026

ଚିଲିକା ବଜରଙ୍ଗ ଦଳର ବିଶାଳ ଶୋଭାଯାତ୍ରା: ଯୋଗଦେଲେ ଆଇନ ମନ୍ତ୍ରୀ

April 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.