Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସହକର୍ମୀଙ୍କ ଗୁଳିରେ ଆହତ ଦୁଇ ବିଏସ୍‌ଏଫ୍‌ ଯବାନ
ଆଜିର ଖବର

ସହକର୍ମୀଙ୍କ ଗୁଳିରେ ଆହତ ଦୁଇ ବିଏସ୍‌ଏଫ୍‌ ଯବାନ

April 6, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ତ୍ରିପୁରାରେ ସଶସ୍ତ୍ର ସୀମା ସୁରକ୍ଷା ବଳର ଜଣେ ଯବାନ ନିଜର ଦୁଇ ସାଥୀଙ୍କୁ ଗୁଳି କରିଛନ୍ତି। ଉତ୍ତର ତ୍ରିପୁରାରେ ବିଏସ୍‌ଏଫ୍‌ର ଜନୈକ ଯବାନ ଶୁକ୍ରବାର ରାତିରେ ନିଜର ଦୁଇ ସାଥୀଙ୍କୁ ଗୁଳି କରିଛନ୍ତି। ଏହାପରେ କନେଷ୍ଟବଳ ନିଜେ ଆତ୍ମହତ୍ୟା ମଧ୍ୟ କରିଛନ୍ତି। କନେଷ୍ଟବଳ ପି ଡି ରାଓ ନିଜ ସାଥୀଙ୍କ ଉପରକୁ ଅତର୍କିତ ଗୁଳିଚାଳନା କରିବା ସହିତ ଆତ୍ମହତ୍ୟା କରିଛନ୍ତି। ମାମଲାର ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆ ଯାଇଛି ବୋଲି ତ୍ରିପୁରା ଫ୍ରଣ୍ଟିୟରର ବରିଷ୍ଠ ଅଫିସର ଅରୁଣ କୁମାର ବର୍ମା ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ ଯେ ବିଗତ କିଛି ବର୍ଷ ମଧ୍ୟରେ ତ୍ରିପୁରାରେ ଏହା ତୃତୀୟ ଘଟଣା। ଗତ ବର୍ଷ ମେ ୭ ତାରିଖରେ କାଇଲା ସହରରେ ଜଣେ ଅଫିସର ନିଜର ତିନି ସାଥୀଙ୍କୁ ଗୁଳି କରିବା ପରେ  ନିଜେ ଆତ୍ମହତ୍ୟା କରିଥିଲେ। ସେହିପରି ଚଳିତ ମାର୍ଚ୍ଚ ୧୪ ରେ ବିଏସ୍‌ଏଫ୍‌ର ଜନୈକ ସବ୍‌ ଇନ୍ସପେକ୍ଟର ସୋନାମୁରାରେ ଆତ୍ମହତ୍ୟା କରିଥିଲେ।

( ମୋବାଇଲ୍ ରେ ଫଟାଫଟ ଖବର ଜାଣିବା ପାଇଁ ପ୍ଲେ ଷ୍ଟୋରରୁ ଡାଉନଲୋଡ କରନ୍ତୁ sankhipta, ଡାଇନଲୋଡ ପରେ ଇଂରାଜୀ କିମ୍ବା ଓଡିଆ ଭାଷା ବାଛି ସବମିଟ୍ କରନ୍ତୁ, ଏହାପରେ ମୋବାଇଲ ସ୍କ୍ରିନର ତଳୁ ଉପରକୁ ଆଙ୍ଗୁଠିରେ ଘଷି ଖବର ପରେ ଖବର ପଢି ଚାଲନ୍ତୁ। )

bsf injured shoot thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

SIR ପରେ ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ବାଦ ପଡିଲା ୯୭ ଲକ୍ଷରୁ ଅଧିକ ନାମ

February 23, 2026

ଇଂରାଜୀ ପରୀକ୍ଷା ପରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମହତ୍ୟା

February 23, 2026

ଦନ୍ତା ହାତୀ ଆକ୍ରମଣରେ ଦୁଇ ମୃତ

February 23, 2026

ପୁଅର ଠେଙ୍ଗା ମାଡ଼ରେ ପିତା ଗୁରୁତର: ଡାକ୍ତରଖାନାରେ ଭର୍ତ୍ତି

February 23, 2026
Latest News

SIR ପରେ ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ବାଦ ପଡିଲା ୯୭ ଲକ୍ଷରୁ ଅଧିକ ନାମ

February 23, 2026

ଯଥାଶୀଘ୍ର ଇରାନ ଛାଡିବା ପାଇଁ ଭାରତୀୟ ନାଗରିକଙ୍କୁ ଚେତାବନୀ: ମାର୍ଗଦର୍ଶିକା ଜାରି

February 23, 2026

ଇଂରାଜୀ ପରୀକ୍ଷା ପରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମହତ୍ୟା

February 23, 2026

ଦନ୍ତା ହାତୀ ଆକ୍ରମଣରେ ଦୁଇ ମୃତ

February 23, 2026

ପୁଅର ଠେଙ୍ଗା ମାଡ଼ରେ ପିତା ଗୁରୁତର: ଡାକ୍ତରଖାନାରେ ଭର୍ତ୍ତି

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.