Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୧୩୭୪ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ୧୩୭୪ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

April 10, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ୧୩୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୮୧୨ ଜଣ ଚିହ୍ନଟ ହୋଇଥିବା ବେଳେ ୫୬୨ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୮ ହଜାର ୧୮୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୯ ହଜାର ୨୦୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭ ହଜାର ୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୨୧ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୯ ଟି ଜିଲ୍ଲାରୁ ୧୩୭୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୩୫୫, ଖୋର୍ଦ୍ଧା ଜିଲ୍ଲାରୁ ୧୯୩ ଜଣ, ନୂଆପଡା ଜିଲ୍ଲାରୁ ୧୩୫ ଜଣ, ଅନୁଗୁଳ ୩୩ ଜଣ, ବାଲେଶ୍ଵର ଜିଲ୍ଲାରୁ ୧୭ ଜଣ, ବରଗଡ ଜିଲ୍ଲାରୁ ୫୯ ଜଣ, ଭଦ୍ରକର ଜିଲ୍ଲାରୁ ୩୦ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧୨ ଜଣ, ବୌଦ୍ଧ ଜିଲ୍ଲାରୁ ୨ ଜଣ, କଟକ ୫୧ ଜଣ, ଦେବଗଡ ଜିଲ୍ଲାରୁ ୮ ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ ଜଣ, ଗଜପତି ଜିଲ୍ଲାରୁ ୮ ଜଣ, ଗଞ୍ଜାମ ଜିଲ୍ଲାରୁ ୨୦ ଜଣ, ଜଗତସିଂହପୁର ଜିଲ୍ଲାରୁ ୯ ଜଣ, ଯାଜପୁର ଜିଲ୍ଲାରୁ ୨୫ ଜଣ, ଝାରସୁଗୁଡା ଜିଲ୍ଲାରୁ ୫୨ ଜଣ, କଳାହାଣ୍ଡିରୁ ୪୫ ଜଣ, କନ୍ଧମାଳ ଜିଲ୍ଲାରୁ ୩ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୪ ଜଣ, କେନ୍ଦୁଝର ଜିଲ୍ଲାରୁ ୨୬ ଜଣ, କୋରାପୁଟ ଜିଲ୍ଲାରୁ ୮ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୨୬ ଜଣ, ନବରଂଗପୁର ଜିଲ୍ଲାରୁ ୨୦ ଜଣ, ନୟାଗଡ ଜିଲ୍ଲାରୁ ୧୩ ଜଣ, ପୁରୀ ଜିଲ୍ଲାରୁ ୪୪ ଜଣ, ରାୟଗଡା ଜିଲ୍ଲାରୁ ୪୭ ଜଣ, ସମ୍ବଲପୁର ଜିଲ୍ଲାରୁ ୭୭ ଜଣ, ସୋନପୁର ଜିଲ୍ଲାରୁ ୪ ଜଣ ଏବଂ ଷ୍ଟେଟ ପୁଲରୁ ୪୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆକ୍ରାନ୍ତ ଚିହ୍ନଟ ଓଡିଶା କରୋନା ସଂକ୍ରମିତ
Share. Facebook Twitter LinkedIn Email WhatsApp Copy Link

Related Posts

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ କାର୍ଯ୍ୟକ୍ରମ ସମୀକ୍ଷା: ପ୍ରଥମ ପର୍ଯ୍ୟାୟରେ ନିର୍ମାଣ ହେବ ୮୩୫ ସ୍କୁଲ

August 5, 2025

ଜୀ ସାର୍ଥକରେ ଅଗଷ୍ଟ ୧୦ ସନ୍ଧ୍ୟା ୬.୩୦ରେ ଦେଖନ୍ତୁ ଓଡ଼ିଆ ଫିଲ୍ମ ‘ପାରି କରିବେ ଭୋଳାଶଙ୍କର ୪’

August 4, 2025

୩୩ ସିଭିଲ ଜଜଙ୍କୁ ଶପଥ ପାଠ କରାଇଲେ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି

August 4, 2025

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ

August 4, 2025
Latest News

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ କାର୍ଯ୍ୟକ୍ରମ ସମୀକ୍ଷା: ପ୍ରଥମ ପର୍ଯ୍ୟାୟରେ ନିର୍ମାଣ ହେବ ୮୩୫ ସ୍କୁଲ

August 5, 2025

ଜୀ ସାର୍ଥକରେ ଅଗଷ୍ଟ ୧୦ ସନ୍ଧ୍ୟା ୬.୩୦ରେ ଦେଖନ୍ତୁ ଓଡ଼ିଆ ଫିଲ୍ମ ‘ପାରି କରିବେ ଭୋଳାଶଙ୍କର ୪’

August 4, 2025

୩୩ ସିଭିଲ ଜଜଙ୍କୁ ଶପଥ ପାଠ କରାଇଲେ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି

August 4, 2025

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ

August 4, 2025

ଓଭାଲ ଟେଷ୍ଟରେ ଭାରତର ଚମତ୍କାର ବିଜୟ ପରେ କାହିଁକି କ୍ଷମା ମାଗିଲେ କଂଗ୍ରେସ ସାଂସଦ ଶଶି ଥରୁର?

August 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.