ଭୁବନେଶ୍ଵର: ଆଜି ଓଡ଼ିଶାକୁ ୨ ଲକ୍ଷ ୭୧ ହଜାର କୋଭାସିଲ୍ଡ ଟୀକା ଡ଼ୋଜ ଆସୁଛି। ଆଜି ୭୦୦ ଟୀକାକରଣ କେନ୍ଦ୍ର ବନ୍ଦ ରହିଥିବା ବେଳେ ୭୫୫ ଟି ଟୀକା କେନ୍ଦ୍ର କାର୍ଯ୍ୟକ୍ଷମ ଅଛି। ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ଏନେଇ ସୂଚନା ଦେଇଛନ୍ତି। ଓଡିଶା କୋଭାସିଲ୍ଡ ଟୀକା ଟୀକା ଡ଼ୋଜ ଟୀକାକରଣ କେନ୍ଦ୍ର ପରିବାର କଲ୍ୟାଣ ନିର୍ଦ୍ଦେଶକ
ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ କାର୍ଯ୍ୟକ୍ରମ ସମୀକ୍ଷା: ପ୍ରଥମ ପର୍ଯ୍ୟାୟରେ ନିର୍ମାଣ ହେବ ୮୩୫ ସ୍କୁଲAugust 5, 2025