Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଲେଶ୍ଵର ଇମାମୀ ପେପର ମିଲରୁ ୧୦୧ କରୋନା ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

ବାଲେଶ୍ଵର ଇମାମୀ ପେପର ମିଲରୁ ୧୦୧ କରୋନା ଆକ୍ରାନ୍ତ ଚିହ୍ନଟ

April 12, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲେଶ୍ଵର: ଆଜି ବାଲେଶ୍ବରରୁ ୧୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତନ୍ମଧ୍ୟରୁ କେବଳ ଇମାମୀ ପେପର ମିଲରୁ ୧୦୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପୂର୍ବରୁ ଏହି ପେପର ମିଲରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୧୦୧ ଜଣ ଚିହ୍ନଟ ହୋଇଛନ୍ତି।

ତେବେ ଇମାମୀର ଏକ କଲୋନୀକୁ ମାଇକ୍ରୋ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି। ଏହି ମିଲର ୩ ଟି ୟୁନିଟ ମଧ୍ୟରୁ ଗୋଟିଏ ୟୁନିଟକୁ ପ୍ରଶାସନ ବନ୍ଦ କରିଛି। ବାଲେଶ୍ଵର ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧକାରୀ ଦୁଲାଲସେନ ଜଗଦ୍ଦେବ ଏନେଇ ସୂଚନା ଦେଇଛନ୍ତି।

ଆକ୍ରାନ୍ତ ଚିହ୍ନଟ ବାଲେଶ୍ବର ମାଇକ୍ରୋ କଣ୍ଟେନମେଣ୍ଟ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାର ବିପର୍ଯ୍ୟୟ ପ୍ରଶମନ କ୍ଷମତାକୁ ପ୍ରଶଂସା କଲେ କେରଳ, ରାଜସ୍ଥାନ ଓ ପଞ୍ଜାବ ଗଣମାଧ୍ୟମ ପ୍ରତିନିଧି

September 18, 2026

‘ସେମିକନ୍ ଇଣ୍ଡିଆ ୨୦୨୬’ର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

September 18, 2026

କୁକୁଡାଖଣ୍ଡି ହିଂସାକାଣ୍ଡ ମାମଲା: ମୁଖ୍ୟ ଅଭିଯୁକ୍ତ ସମେତ ଦୁଇ ବାଳ ଅପରାଧୀ ଗିରଫ

September 18, 2026

ଟିଏମସିର ନିର୍ବାଚନୀ ଚିହ୍ନ ଫ୍ରିଜ୍

September 17, 2026
Latest News

ଓଡ଼ିଶାର ବିପର୍ଯ୍ୟୟ ପ୍ରଶମନ କ୍ଷମତାକୁ ପ୍ରଶଂସା କଲେ କେରଳ, ରାଜସ୍ଥାନ ଓ ପଞ୍ଜାବ ଗଣମାଧ୍ୟମ ପ୍ରତିନିଧି

September 18, 2026

‘ସେମିକନ୍ ଇଣ୍ଡିଆ ୨୦୨୬’ର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

September 18, 2026

କୁକୁଡାଖଣ୍ଡି ହିଂସାକାଣ୍ଡ ମାମଲା: ମୁଖ୍ୟ ଅଭିଯୁକ୍ତ ସମେତ ଦୁଇ ବାଳ ଅପରାଧୀ ଗିରଫ

September 18, 2026

ସେପ୍ଟେମ୍ବର ୧୮ ତାରିଖ ଶୁକ୍ରବାରରେ ସାତୋଟି ରାଶି ପାଇଁ ରହିଛି ଭଲ ଖବର, ଜାଣନ୍ତୁ ରାଶିଫଳ

September 18, 2026

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିବସରେ ବାଣପୁର ନଗର ମଣ୍ଡଳ ବିଜେପି ପକ୍ଷରୁ ଦୀପଦାନ

September 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.