Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପିପିଲି ନିର୍ବାଚନୀ ହିଂସା ଘଟଣା: ଡିଜିପି ଅଭୟ କରୁଛନ୍ତି ସମୀକ୍ଷା, ବିଜେପି କଲା ଟାର୍ଗେଟ
ଆଜିର ଖବର

ପିପିଲି ନିର୍ବାଚନୀ ହିଂସା ଘଟଣା: ଡିଜିପି ଅଭୟ କରୁଛନ୍ତି ସମୀକ୍ଷା, ବିଜେପି କଲା ଟାର୍ଗେଟ

April 12, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ନିର୍ବାଚନୀ ହିଂସା ପରେ ପୋଲିସ ଡିଜିପି ଅଭୟଙ୍କ ସମେତ ବହୁ ପୋଲିସ ଅଧିକାରୀ ଆଜି ପିପିଲିରେ ପହଞ୍ଚିଛନ୍ତି। ପିପିଲିରେ ବଢୁଥିବା ନିର୍ବାଚନୀ ହିଂସାକୁ ନେଇ ସମୀକ୍ଷା କରୁଛନ୍ତି। ପିପିଲି ଥାନାରେ ଡିଜିପି ଏବଂ ବହୁ ବରିଷ୍ଠ ଅଧିକାରୀ ସ୍ଥିତି ସମୀକ୍ଷା କରୁଛନ୍ତି। ଗୋଇନ୍ଦା ବିଭାଗ ନିର୍ଦ୍ଦେଶକ ଏବଂ ଇଡ଼ିଆଇଜି ଆଇନ ଶ୍ରୁଙ୍ଖଳା ଏଥିରେ ମଧ୍ୟ ସାମିଲ ଅଛନ୍ତି।

ସେପଟେ ଏହି ହିଂସା ଲାଗି ପୋଲିସକୁ ଦାୟୀ କରିଛି ବିଜେପି। ଏକ ସାମ୍ବାଦିକ ସମ୍ମିଳନୀରେ ବିଜେପିର ରାଷ୍ଟ୍ରୀୟ ପ୍ରବକ୍ତା ଡ଼ା. ସମ୍ବିତ ପାତ୍ର ପୋଲିସ ଉପରେ ଅଭିଯୋଗ ଆଣିଛନ୍ତି। ମୁକ୍ତ ଓ ଅବଧ ନିର୍ବାଚନରେ ପୋଲିସ ବାଧକ ସାଜିଛି ବୋଲି ସେ ଅଭିଯୋଗ କରିଛନ୍ତି। ବିଜେଡ଼ି ସହାୟତାରେ ପୋଲିସ ଅବଧ ନିର୍ବାଚନକୁ ଅଟକାଇବା ପାଇଁ ଚେଷ୍ଟା କରୁଛି ବୋଲି ସମ୍ବିତ କହିଛନ୍ତି। ପିପିଲିରେ ଭୟ ଓ ଆତଙ୍କର ବାତାବରଣ ସୃଷ୍ଟି କରିବା ପାଇଁ ପୋଲିସ ଚେଷ୍ଟା କରୁଛି ବୋଲି ଡ଼ା. ପାତ୍ର ଅଭିଯୋଗ କରିଛନ୍ତି।

ଡା. ସମ୍ବିତ ପାତ୍ର ଡିଜିପି ଅଭୟ ପୋଲିସ ଅଧିକାରୀ ବିଜେପିର ରାଷ୍ଟ୍ରୀୟ ପ୍ରବକ୍ତା ସାମ୍ବାଦିକ ସମ୍ମିଳନୀ
Share. Facebook Twitter LinkedIn Email WhatsApp Copy Link

Related Posts

ଆଇଆଇଟି ବମ୍ବେରେ ‘ଭାରତ ଇନୋଭେଟ୍ସ ଡିପ୍-ଟେକ୍ ପ୍ରି-ସମିଟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

March 22, 2026

ଅହମ୍ମଦାବାଦରେ ଓଡ଼ିଆ ପ୍ରବାସୀ ସମ୍ମିଳନୀ ‘ଓଡ଼ିଶା ପର୍ବ’ର ଦ୍ବିତୀୟ ଦିନ,ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ

March 22, 2026

ଦେଶରେ ତୈଳ, ଗ୍ୟାସ ବିଦ୍ୟୁତ ଶକ୍ତିର ସ୍ଥିତି ସଂପର୍କରେ ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ମୋଦି

March 22, 2026

ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

March 22, 2026
Latest News

ଆଇଆଇଟି ବମ୍ବେରେ ‘ଭାରତ ଇନୋଭେଟ୍ସ ଡିପ୍-ଟେକ୍ ପ୍ରି-ସମିଟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

March 22, 2026

ଭାରତୀୟ ରେଳବାଇ ଲୋକୋ ଓ ଟ୍ରାଫିକ୍ କର୍ମଚାରୀଙ୍କ ବର୍ଦ୍ଧିତ ଭତ୍ତାରେ ହେଲା ସଂଶୋଧନ

March 22, 2026

ଅହମ୍ମଦାବାଦରେ ଓଡ଼ିଆ ପ୍ରବାସୀ ସମ୍ମିଳନୀ ‘ଓଡ଼ିଶା ପର୍ବ’ର ଦ୍ବିତୀୟ ଦିନ,ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ

March 22, 2026

ଦେଶରେ ତୈଳ, ଗ୍ୟାସ ବିଦ୍ୟୁତ ଶକ୍ତିର ସ୍ଥିତି ସଂପର୍କରେ ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ମୋଦି

March 22, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୂଆ ରେକର୍ଡ, ଶାସନ କ୍ଷମତା ଶୀର୍ଷରେ ରହିବାର ହେଲା ୮,୯୩୧ ଦିନ

March 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.