Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚଣ୍ଡେଶ୍ଵରରେ ସଡକ ଦୁର୍ଘଟଣା: ଓଭରବ୍ରିଜ ସ୍ଲାବକୁ ପିଟିଲା କାର, ଚାଳକ ଗୁରୁତର
ଆଜିର ଖବର

ଚଣ୍ଡେଶ୍ଵରରେ ସଡକ ଦୁର୍ଘଟଣା: ଓଭରବ୍ରିଜ ସ୍ଲାବକୁ ପିଟିଲା କାର, ଚାଳକ ଗୁରୁତର

April 12, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଟାଙ୍ଗୀ: ଖୋର୍ଦ୍ଧା ଜିଲ୍ଲା ୧୬ ନଂ ଜାତୀୟ ରାଜପଥର ଚଣ୍ଡେଶ୍ଵର ଓଭରବ୍ରିଜ ଉପରେ ଏକ ସଡକ ଦୁର୍ଘଟଣା ଘଟିଯାଇଛି। ଏଥିରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇ ଚାଳକ ଗୁରୁତର ହୋଇଛନ୍ତି।

ମିଳିଥିବା ଖବର ଅନୁଯାୟୀ, ଏକ ମାରୁତି ସୁଇଫ୍ଟ ଡିଜାୟର (ଓଡ଼ି ୦୨ଏକେ୧୧୬୦) କାରଟି ଭୁବନେଶ୍ୱରରୁ ବ୍ରହ୍ମପୁର ଅଭିମୁଖେ ଯାଉଥିଲା। ହେଲେ କାରଟି ଭାରସାମ୍ୟ ହରାଇ ଚଣ୍ଡେଶ୍ଵର ଓଭର ବ୍ରିଜ ଉପରେ ଥିବା ସ୍ଲାପକୁ ଧକ୍କା ଦେଇଥିଲା। ଟାଙ୍ଗୀ ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ଚାଳକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଟାଙ୍ଗୀ ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ଗାଡିଟି ଏତେ ଜୋରରେ ସ୍ଲାବକୁ ଧକ୍କା ଦେଇଥିଲା ଯେ ଗାଡ଼ିଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିଲା। କାରଟି ଧକ୍କାରେ ଓଭରବ୍ରିଜର ଏକ ସ୍ଲାବ ଉପରୁ ତଳକୁ ଖସିପଡିଥିଲା। ସୌଗ୍ୟବଶତଃ ତଳେ କୌଣସି ଜନସାଧାରଣ ନଥିବାରୁ ଏକ ନିଶ୍ଚିତ ବିପଦରୁ ରକ୍ଷା ମିଳିଛି।

ଏନେଇ ଘଟଣା ସ୍ଥଳରେ ଟାଙ୍ଗୀ ପୋଲିସ ପହଞ୍ଚି ଗାଡ଼ିଟିକୁ ଜବତ କରିବା ସହ ତଦନ୍ତ ଜାରି ରଖିଛି।

ଚାଳକ ଗୁରୁତର ଜାତୀୟ ରାଜପଥ ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026
Latest News

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.