ନୂଆଦିଲ୍ଲୀ: ସୁଶୀଲ ଚନ୍ଦ୍ରା ନୂଆ ନିର୍ବାଚନ କମିଶନର ଭାବେ ନିଯୁକ୍ତ ହୋଇଛନ୍ତି। ସେ ଆସନ୍ତାକାଲି ଦାୟିତ୍ଵ ଗ୍ରହଣ କରିବେ। ସୁନିଲ ଆରୋରାଙ୍କ ସ୍ଥାନରେ ସୁଶୀଲ ଚନ୍ଦ୍ରା ନିଯୁକ୍ତ ହୋଇଛନ୍ତି। ସୁଶୀଲ ଆସନ୍ତା ମେ’ ୧୪ ତାରିଖ ୨୦୨୨ ପର୍ଯ୍ୟନ୍ତ କାର୍ଯ୍ୟଭାର ସମ୍ଭାଳିବେ। ମୁଖ୍ୟ ନିର୍ବାଚନ କମିଶନର ସୁଶୀଲ ଚନ୍ଦ୍ରା
ଭିବି ଜୀ ରାମ ଜୀ ଯୋଜନା ଅଧୀନରେ ୧.୫୧ ଲକ୍ଷ କୋଟିରୁ ଅଧିକ ଟଙ୍କାର ଆବଣ୍ଟନ ପ୍ରସ୍ତାବିତ: କୃଷି ମନ୍ତ୍ରୀDecember 23, 2025