Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୁଇ ବିଧାନସଭା ଏବଂ ଗୋଟିଏ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି
ଆଜିର ଖବର

ଦୁଇ ବିଧାନସଭା ଏବଂ ଗୋଟିଏ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି

April 6, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବିଜେପି  ଦୁଇ ବିଧାନସଭା ଏବଂ ଗୋଟିଏ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଜଗତସିଂହପୁର ଲୋକସଭା ଆସନରୁ ଦଳ କଂଗ୍ରେସରୁ ଆସି ଦଳରେ ଯୋଗ ଦେଇଥିବା ବିଭୁ ପ୍ରସାଦ ତରାଇଙ୍କୁ ପ୍ରାର୍ଥୀ କରିଛି। ସେହିପରି କାକଟପୁର ବିଧାନସଭା ପାଇଁ ପୂର୍ବତନ ବିଧାୟକ ତଥା ଦୁଇଦିନ ତଳେ ଦଳରେ ଯୋଗ ଦେଇଥିବା ରବି ମଲ୍ଲିକଙ୍କୁ ଦଳ ପ୍ରାର୍ଥୀ କରିଥିବା ବେଳେ କେନ୍ଦ୍ରାପଡା ବିଧାନସଭା ଆସନ ନିମନ୍ତେ ଦଳ ସୁନାକର ବେହେରାଙ୍କୁ ପ୍ରାର୍ଥୀ କରିଛି। ଏହା ସହିତ ବିଜେପି ଓଡିଶା ପାଇଁ ସମସ୍ତ ୧୪୭ ବିଧାନସଭା ଆସନ ଏବଂ ୨୧ ଲୋକସଭା ଆସନ ନିମନ୍ତେ ଏହାର ପ୍ରାର୍ଥୀ ଘୋଷଣା କରିସାରିଛି।

( ମୋବାଇଲ୍ ରେ ଫଟାଫଟ ଖବର ଜାଣିବା ପାଇଁ ପ୍ଲେ ଷ୍ଟୋରରୁ ଡାଉନଲୋଡ କରନ୍ତୁ sankhipta, ଡାଇନଲୋଡ ପରେ ଇଂରାଜୀ କିମ୍ବା ଓଡିଆ ଭାଷା ବାଛି ସବମିଟ୍ କରନ୍ତୁ, ଏହାପରେ ମୋବାଇଲ ସ୍କ୍ରିନର ତଳୁ ଉପରକୁ ଆଙ୍ଗୁଠିରେ ଘଷି ଖବର ପରେ ଖବର ପଢି ଚାଲନ୍ତୁ। )

Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀ ପଦ ଛାଡିବା ପୂର୍ବରୁ ନୀତିଶ କୁମାରଙ୍କ ଦଳର ବଡ଼ ଦାବି

April 8, 2026

ସୁନା ଏବଂ ରୂପା ମୂଲ୍ୟରେ ବଡ଼ ବୃଦ୍ଧି: ଜାଣନ୍ତୁ ଆଜିର ଦର

April 8, 2026

‘ମୋଦିଙ୍କ କୂଟନୀତିକୁ କଠୋର ଆଘାତ’: ଆମେରିକା-ଇରାନ ଯୁଦ୍ଧବିରତି ପରେ କଂଗ୍ରେସର ଆକ୍ରମଣ

April 8, 2026

ରେପୋ ରେଟ୍ ଅପରିବର୍ତ୍ତିତ

April 8, 2026
Latest News

ତୁରନ୍ତ ଇରାନ ଛାଡିବାକୁ ନିର୍ଦ୍ଦେଶ: ଭାରତୀୟଙ୍କ ପାଇଁ ମାର୍ଗଦର୍ଶିକା ଜାରି କଲା ଦୂତାବାସ

April 8, 2026

ମୁଖ୍ୟମନ୍ତ୍ରୀ ପଦ ଛାଡିବା ପୂର୍ବରୁ ନୀତିଶ କୁମାରଙ୍କ ଦଳର ବଡ଼ ଦାବି

April 8, 2026

ସୁନା ଏବଂ ରୂପା ମୂଲ୍ୟରେ ବଡ଼ ବୃଦ୍ଧି: ଜାଣନ୍ତୁ ଆଜିର ଦର

April 8, 2026

‘ମୋଦିଙ୍କ କୂଟନୀତିକୁ କଠୋର ଆଘାତ’: ଆମେରିକା-ଇରାନ ଯୁଦ୍ଧବିରତି ପରେ କଂଗ୍ରେସର ଆକ୍ରମଣ

April 8, 2026

ରେପୋ ରେଟ୍ ଅପରିବର୍ତ୍ତିତ

April 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.