Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଷୁବ ସଂକ୍ରାନ୍ତି ଏବଂ ରମଜାନ ପର୍ବ ପାଇଁ କୋଭିଡ଼ କଟକଣା ଜାରି କଲା ବିଏମସି
ଆଜିର ଖବର

ବିଷୁବ ସଂକ୍ରାନ୍ତି ଏବଂ ରମଜାନ ପର୍ବ ପାଇଁ କୋଭିଡ଼ କଟକଣା ଜାରି କଲା ବିଏମସି

April 13, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆସନ୍ତାକାଲି ବିଷୁବ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତିକୁ ଦୃଷ୍ଟିରେ ରଖି ଭୁବନେଶ୍ଵର ମହାନଗର ଅଞ୍ଚଳରେ କଟକଣା ଲାଗିଛି। ଏହାସହିତ ମୁସଲମାନଙ୍କର ରମଜାନ ପର୍ବ ପାଇଁ ମଧ୍ୟ କଟକଣା ଲାଗିଛି।

ପଣା ସଂକ୍ରାନ୍ତିରେ ସର୍ବସାଧାରଣ ସ୍ଥାନରେ ପଣା ବଣ୍ଟନ କାର୍ଯ୍ୟକ୍ରମକୁ ବାରଣ କରାଯାଇଛି। କେବଳ ଧାର୍ମିକ ଅନୁଷ୍ଠାନରେ ସ୍ୱଳ୍ପ ସଂଖ୍ୟକ ସେବାୟତମାନଙ୍କୁ ନେଇ ରୀତିନୀତିରେ ପୂଜା କରିବାକୁ ଅନୁମତି ମିଳିଛି। ଭକ୍ତଙ୍କୁ ଧର୍ମାନୁଷ୍ଠାନ ସମ୍ପୂର୍ଣ୍ଣ ମନା।

ସେହିଭଳି ରମଜାନରେ ୫୦ ପ୍ରତିଶତ ଲୋକଙ୍କୁ ନେଇ ନମାଜ ପାଠ ପାଇଁ ଅନୁମତି ମିଳିବ। ମାସ୍କ, ସାନିଟାଇଜର ଓ ୬ ଫୁଟର ସାମାଜିକ ଦୂରତା ବାଧ୍ୟତାମୂଳକ କରାଯିବ। ତେବେ କଟକଣାକୁ ବିଏମସି ପକ୍ଷରୁ କଡାକଡି ତଦାରଖ କରାଯିବ। ଏନେଇ ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ। ସୂଚନା ଦେଇଛନ୍ତି।

କୋଭିଡ କଟକଣା ପଣା ସଂକ୍ରାନ୍ତି ବିଏମସି ଭୁବନେଶ୍ଵର
Share. Facebook Twitter LinkedIn Email WhatsApp Copy Link

Related Posts

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026

ଟି-୨୦ ବିଶ୍ୱକପରେ ଆଉ ଏକ ବିପର୍ଯ୍ୟୟ: ଶ୍ରୀଲଙ୍କାକୁ ୬ ୱିକେଟରେ ପରାସ୍ତ କଲା ଜିମ୍ବାୱେ

February 19, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଜିଓ ପକ୍ଷରୁ ‘ନେସନ୍‌-ଫର୍ଷ୍ଟ ଏଆଇ ଷ୍ଟାକ୍‌’ର ରୂପରେଖ ପ୍ରଦର୍ଶିତ

February 19, 2026

ଭାରତୀୟ ବିମାନ ସେବା ବିରୋଧରେ ବଡ଼ ନିଷ୍ପତ୍ତି: ଏୟାରସ୍ପେସ୍ ବନ୍ଦ କଲା ବାଂଲାଦେଶ 

February 19, 2026
Latest News

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026

“ମାଗଣା ଉପହାର ଦେଲେ ବିକାଶ କିପରି ହେବ?”: ମାଗଣା ଯୋଜନା ଉପରେ ସୁପ୍ରିମ କୋର୍ଟଙ୍କ ଭର୍ତ୍ସନା

February 19, 2026

ଟି-୨୦ ବିଶ୍ୱକପରେ ଆଉ ଏକ ବିପର୍ଯ୍ୟୟ: ଶ୍ରୀଲଙ୍କାକୁ ୬ ୱିକେଟରେ ପରାସ୍ତ କଲା ଜିମ୍ବାୱେ

February 19, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଜିଓ ପକ୍ଷରୁ ‘ନେସନ୍‌-ଫର୍ଷ୍ଟ ଏଆଇ ଷ୍ଟାକ୍‌’ର ରୂପରେଖ ପ୍ରଦର୍ଶିତ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.