Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମାଜବାଦୀ ପାର୍ଟି ଅଧ୍ୟକ୍ଷ ତଥା ୟୁପିର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଲେଶ ଯାଦବ କରୋନା ପଜିଟିଭ ଚିହ୍ନଟ
ଆଜିର ଖବର

ସମାଜବାଦୀ ପାର୍ଟି ଅଧ୍ୟକ୍ଷ ତଥା ୟୁପିର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଲେଶ ଯାଦବ କରୋନା ପଜିଟିଭ ଚିହ୍ନଟ

April 14, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଉତ୍ତରପ୍ରଦେଶରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ହେବାରେ ଲାଗିଛି। ଏହା ଭିତରେ ସମାଜବାଦୀ ପାର୍ଟି ଅଧ୍ୟକ୍ଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଲେଶ ଯାଦବ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଅଖିଲେଶ ଟ୍ବିଟ କରି ସୂଚନା ଦେଇଛନ୍ତି। ରିପୋର୍ଟ ପଜିଟିଭ ଆଶିଭାପରେ ସେ ହୋମ ଆଇସୋଲେସନକୁ ଚାଲିଯାଇଛନ୍ତି।

ଅଖିଲେଶ କହିଛନ୍ତି ଯେ, ବର୍ତ୍ତମାନ ମୁଁ ସମସ୍ତଙ୍କ ଠାରୁ ଅଲଗା କରି ପୃଥକବାସରେ ଚିକିତ୍ସା ଆରମ୍ଭ କରିଛି। ବିଗତ ଦିନରେ ମୋ ସମ୍ପର୍କରେ ଆସିଥିବା ଲୋକଙ୍କୁ ଅନୁରୋଧ ସେମାନେ ଟେଷ୍ଟ କରିନିଅନ୍ତୁ ଏବଂ କ୍ଵାରେଣ୍ଟିନ ହୋଇଯାନ୍ତୁ।

ଅଖିଲେଶ ଯାଦବ ଉତ୍ତରପ୍ରଦେଶ କରୋନା ସଂକ୍ରମଣ ପଜିଟିଭ ଚିହ୍ନଟ
Share. Facebook Twitter LinkedIn Email WhatsApp Copy Link

Related Posts

ଶଶି ଥରୁରଙ୍କୁ ପୁଣି ମିଳିଲା ବୈଦେଶିକ ବ୍ୟାପାର ଦାୟିତ୍ୱ

October 4, 2026

ଥାଳି ଉପରେ ବଡ଼ ସଙ୍କଟ? ଚାଉଳ-ଗହମ-ଡାଲିଠାରୁ ତେଲ ପର୍ଯ୍ୟନ୍ତ ମହଙ୍ଗା ହେବାର ଆଶଙ୍କା

October 4, 2026

ନାୟରା ବଢ଼ାଇଲା ତେଲ ଦର: ପେଟ୍ରୋଲ ୫, ଡିଜେଲ ୩ ଟଙ୍କା ମହଙ୍ଗା

October 4, 2026

ବରଗଡ଼ ଧନୁଯାତ୍ରା ଉପରେ ଆଧାରିତ ପୂର୍ଣ୍ଣାଙ୍ଗ ପ୍ରାମାଣିକ ଚଳଚ୍ଚିତ୍ର ‘ମାମୁ ଘରକୁ ଯାତ୍ରା’ର ସ୍କ୍ରିନିଂ ଓ ସମ୍ବର୍ଦ୍ଧନା ଉତ୍ସବ

October 4, 2026
Latest News

ଶଶି ଥରୁରଙ୍କୁ ପୁଣି ମିଳିଲା ବୈଦେଶିକ ବ୍ୟାପାର ଦାୟିତ୍ୱ

October 4, 2026

ଥାଳି ଉପରେ ବଡ଼ ସଙ୍କଟ? ଚାଉଳ-ଗହମ-ଡାଲିଠାରୁ ତେଲ ପର୍ଯ୍ୟନ୍ତ ମହଙ୍ଗା ହେବାର ଆଶଙ୍କା

October 4, 2026

ଫୋପାଡ଼ନ୍ତୁ ନାହିଁ ଅଣ୍ଡା ସିଝା ପାଣି : ଗଛ ପାଇଁ ଏହା ବେଷ୍ଟ ‘ଅର୍ଗାନିକ୍ ସାର’

October 4, 2026

ଭଙ୍ଗା ସ୍କ୍ରିନ୍‌ଗାର୍ଡ଼ ବ୍ୟବହାର କରୁଛନ୍ତି କି? ଜାଣନ୍ତୁ କେତେ ଭୟଙ୍କର ହୋଇପାରେ ଏହି ଅଭ୍ୟାସ

October 4, 2026

ନାୟରା ବଢ଼ାଇଲା ତେଲ ଦର: ପେଟ୍ରୋଲ ୫, ଡିଜେଲ ୩ ଟଙ୍କା ମହଙ୍ଗା

October 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.