ଭୁବନେଶ୍ବର: ପିପିଲି ଉପନିର୍ବାଚନର କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜ ଅସୁସ୍ଥ ହୋଇପଡିଛନ୍ତି। ସଂକଟାପନ୍ନ ଅବସ୍ଥାରେ ଅଜିତଙ୍କୁ ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଛି। ସେ କରୋନାରେ ଆକ୍ରାନ୍ତ ହୋଇଥିବା ସୂଚନା ରହିଛି। ଅଜିତ ମଙ୍ଗରାଜ କଂଗ୍ରେସ ପ୍ରାର୍ଥୀ ପିପିଲି ଉପନିର୍ବାଚନ ହସ୍ପିଟାଲରେ ଭର୍ତ୍ତି
ଆଜି ମହିଳା ବିଶ୍ଵକପ: ଉଦଘାଟନୀ ମ୍ୟାଚରେ ଭାରତ-ଶ୍ରୀଲଙ୍କା ମୁହାଁମୁହିଁ, ଜାଣନ୍ତୁ କେମିତି ଦେଖିବେ ମ୍ୟାଚ?September 30, 2025