Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୧୦ କରୋନା ଆକ୍ରାନ୍ତ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୧୦ କରୋନା ଆକ୍ରାନ୍ତ

April 14, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୬୧୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ନୂଆପଡ଼ାରୁ ୧୨୦, ଖୋର୍ଦ୍ଧାରୁ ୧୦୨, ସୁନ୍ଦରଗଡରୁ ୮୦, ବରଗଡରୁ ୪୩, ଝାରସୁଗୁଡାରୁ ୨୯, କଟକରୁ ୨୮, କେନ୍ଦୁଝରରୁ ୨୫, କଳାହାଣ୍ଡିରୁ ୨୪, ସମ୍ବଲପୁରରୁ ୨୧, ଗଞ୍ଜାମରୁ ୧୮, ପୁରୀରୁ ୧୫, ଯାଜପୁରରୁ ୧୪, ବଲାଙ୍ଗୀରିରୁ ୧୨, ବାଲେଶ୍ବରରୁ ୧୧, ମୟୂରଭଞ୍ଜରୁ ୯, ନବରଙ୍ଗପୁରରୁ ୮, ଜଗତସିଂହପୁରରୁ ୭, ଅନୁଗୁଳରୁ ୫, କୋରାପୁଟରୁ ୫, ଭଦ୍ରକରୁ ୩, ଗଜପତିରୁ ୨, ରାୟଗଡ଼ାରୁ ୨, ବୌଦ୍ଧରୁ ୧, ଦେବଗଡରୁ ୧, କନ୍ଧମାଳରୁ ୧, କେନ୍ଦ୍ରାପଡାରୁ ୧, ନୟାଗଡରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୪୧ ହଜାର ୭୩୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୫୫ ହଜାର ୩୫୩ କୁ ବୃଦ୍ଧି ହୋଇଛି। ତେବେ ୧୧ ହଜାର ୬୩୪ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୩୩ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Odisha recovered ଓଡିଶା କରୋନା ଆକ୍ରାନ୍ତ ସୁସ୍ଥ ହେଲେ
Share. Facebook Twitter LinkedIn Email WhatsApp Copy Link

Related Posts

ଇରାନ ଯୁଦ୍ଧ ମଧ୍ୟରେ ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ ମୋଦି !

May 20, 2026

ପୁରା ଗାଁ ମିଶି ମାରିଦେଲେ : ଯୁବକଙ୍କୁ ପିଟିପିଟି ହତ୍ୟା

May 20, 2026

ବେଆଇନ ପଥର ଖଣିରେ ରେଡ

May 20, 2026

ଆଜି ମହାପ୍ରଭୁଙ୍କ ବନକଲାଗି

May 20, 2026
Latest News

ଇରାନ ଯୁଦ୍ଧ ମଧ୍ୟରେ ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ ମୋଦି !

May 20, 2026

ପୁରା ଗାଁ ମିଶି ମାରିଦେଲେ : ଯୁବକଙ୍କୁ ପିଟିପିଟି ହତ୍ୟା

May 20, 2026

ବେଆଇନ ପଥର ଖଣିରେ ରେଡ

May 20, 2026

୯୯୩ କୋଟି ଟଙ୍କାର ଆରାକୋନମ-ଚେଙ୍ଗାଲପଟୁ ଦୋହରୀକରଣ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

May 20, 2026

ଆଜି ମହାପ୍ରଭୁଙ୍କ ବନକଲାଗି

May 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.