Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୩ ହଜାର ୧୦୮ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ୩ ହଜାର ୧୦୮ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

April 16, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ୩ ହଜାର ୧୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୮୦୬ ଜଣ ଚିହ୍ନଟ ହୋଇଥିବା ବେଳେ ୧୩୦୨ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୬୧ ହଜାର ୪୫୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୪୨ ହଜାର ୫୭୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୬ ହଜାର ୮୮୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୩୫ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୩୦ ଟି ଜିଲ୍ଲାରୁ ୩ ହଜାର ୧୦୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୫୩୪ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୫୨୩ ଜଣ, ଅନୁଗୁଳ ୪୪ ଜଣ, ବାଲେଶ୍ଵର ଜିଲ୍ଲାରୁ ୧୫୧ ଜଣ, ବରଗଡ ଜିଲ୍ଲାରୁ ୧୩୨ ଜଣ, ଭଦ୍ରକ ଜିଲ୍ଲାରୁ ୫୩ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧୩୩ ଜଣ, ବୌଦ୍ଧ ଜିଲ୍ଲାରୁ ୯ ଜଣ, କଟକ ୧୬୩ ଜଣ, ଦେବଗଡ ଜିଲ୍ଲାରୁ ୧୯ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୬ ଜଣ, ଗଜପତି ଜିଲ୍ଲାରୁ ୧୮ ଜଣ, ଗଞ୍ଜାମ ଜିଲ୍ଲାରୁ ୫୫ ଜଣ, ଜଗତସିଂହପୁର ଜିଲ୍ଲାରୁ ୨୯ ଜଣ, ଯାଜପୁର ଜିଲ୍ଲାରୁ ୭୫ ଜଣ, ଝାରସୁଗୁଡା ଜିଲ୍ଲାରୁ ୮୯ ଜଣ, କଳାହାଣ୍ଡିରୁ ୫୫ ଜଣ, କନ୍ଧମାଳ ଜିଲ୍ଲାରୁ ୧୦ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୨୨ ଜଣ, କେନ୍ଦୁଝର ଜିଲ୍ଲାରୁ ୧୦୫ ଜଣ, କୋରାପୁଟ ଜିଲ୍ଲାରୁ ୨୩ ଜଣ, ମାଲକାନାଗିରି ଜିଲ୍ଲାରୁ ୩ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୭୧ ଜଣ, ନବରଂଗପୁର ଜିଲ୍ଲାରୁ ୧୫୬ ଜଣ, ନୟାଗଡ ଜିଲ୍ଲାରୁ ୧୫ ଜଣ, ନୂଆପଡା ଜିଲ୍ଲାରୁ ୧୪୦ ଜଣ, ପୁରୀ ଜିଲ୍ଲାରୁ ୧୧୪ ଜଣ, ରାୟଗଡା ଜିଲ୍ଲାରୁ ୩୮ ଜଣ, ସମ୍ବଲପୁର ଜିଲ୍ଲାରୁ ୧୫୩ ଜଣ, ସୋନପୁର ଜିଲ୍ଲାରୁ ୪୨ ଜଣ ଏବଂ ଷ୍ଟେଟ ପୁଲରୁ ୧୧୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆକ୍ରାନ୍ତ ଚିହ୍ନଟ ଓଡିଶା କରୋନା ସଂକ୍ରମିତ
Share. Facebook Twitter LinkedIn Email WhatsApp Copy Link

Related Posts

ରିଲାଏନ୍ସ ଫାଉଣ୍ଡେସନର ‘ୱାଟର ଫର ଲାଇଫ’ ଅଭିଯାନକୁ ମିଳୁଛି ବ୍ୟାପକ ଜନସହଯୋଗ

April 4, 2026

ଆଇଟିଇଆରରେ “ଚକ୍ରବ୍ୟୁହ” ଓ “ଜେନେସିସ” ଉଦ୍ଘାଟିତ

April 4, 2026

ଜନଗଣନା-୨୦୨୭ରେ ସାମିଲ ହେଲେ ଲୋକସଭା ବାଚସ୍ପତି; ସମ୍ପୂର୍ଣ୍ଣ କଲେ ଡିଜିଟାଲ୍ ସ୍ୱ-ଗଣନା

April 4, 2026

IIHT ରେ ଫ୍ୟାସନ ଶୋ ଓ ହ୍ୟାଣ୍ଡଲୁମ୍ ପ୍ରଦର୍ଶନୀ ଆୟୋଜିତ

April 4, 2026
Latest News

ରିଲାଏନ୍ସ ଫାଉଣ୍ଡେସନର ‘ୱାଟର ଫର ଲାଇଫ’ ଅଭିଯାନକୁ ମିଳୁଛି ବ୍ୟାପକ ଜନସହଯୋଗ

April 4, 2026

ଆଇଟିଇଆରରେ “ଚକ୍ରବ୍ୟୁହ” ଓ “ଜେନେସିସ” ଉଦ୍ଘାଟିତ

April 4, 2026

ଜନଗଣନା-୨୦୨୭ରେ ସାମିଲ ହେଲେ ଲୋକସଭା ବାଚସ୍ପତି; ସମ୍ପୂର୍ଣ୍ଣ କଲେ ଡିଜିଟାଲ୍ ସ୍ୱ-ଗଣନା

April 4, 2026

IIHT ରେ ଫ୍ୟାସନ ଶୋ ଓ ହ୍ୟାଣ୍ଡଲୁମ୍ ପ୍ରଦର୍ଶନୀ ଆୟୋଜିତ

April 4, 2026

‘ଇଣ୍ଡିଆ ସ୍କିଲ୍ସ ୨୦୨୫-୨୬’: ମୋଟ ୫୭ଟି ପଦକ ସହ ଚାମ୍ପିୟନ ହେଲା ‘ଟିମ୍ ଓଡ଼ିଶା’

April 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.