Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୯୫୨ କରୋନା ଆକ୍ରାନ୍ତ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୯୫୨ କରୋନା ଆକ୍ରାନ୍ତ

April 16, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୯୫୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ନୂଆପଡ଼ାରୁ ୧୭୬, ସୁନ୍ଦରଗଡରୁ ୧୪୭, ଖୋର୍ଦ୍ଧାରୁ ୧୨୦, ବରଗଡରୁ ୪୮, କଟକରୁ ୪୬, ପୁରୀରୁ ୪୬, ସମ୍ବଲପୁରରୁ ୪୪, କଳାହାଣ୍ଡିରୁ ୩୮, ଅନୁଗୁଳରୁ ୩୦, ମୟୂରଭଞ୍ଜରୁ ୨୯, ଝାରସୁଗୁଡାରୁ ୨୮, ବଲାଙ୍ଗିରୀରୁ ୨୭, କେନ୍ଦୁଝରରୁ ୨୩, ନବରଙ୍ଗପୁରରୁ ୨୦, ଗଞ୍ଜାମରୁ ୧୫, ଯାଜପୁରରୁ ୧୫, ରାୟଗଡ଼ାରୁ ୧୫, ଭଦ୍ରକରୁ ୧୦, କୋରାପୁଟରୁ ୮, ନୟାଗଡରୁ ୮, ସୋନପୁରରୁ ୮, ବାଲେଶ୍ବରରୁ ୬, ଢେଙ୍କାନାଳରୁ ୪, କନ୍ଧମାଳରୁ ୪, ବୌଦ୍ଧରୁ ୩, ଦେବଗଡରୁ ୩, ଜଗତସିଂହପୁରାରୁ ୨ ଏବଂ କେନ୍ଦ୍ରାପଡାରୁ ୨ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୪୩ ହଜାର ୫୨୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୬୧ ହଜାର ୪୫୦ କୁ ବୃଦ୍ଧି ହୋଇଛି। ତେବେ ୧୫ ହଜାର ୯୩୭ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୩୩ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

ଓଡିଶା କରୋନା ଆକ୍ରାନ୍ତ ସୁସ୍ଥ ହେଲେ
Share. Facebook Twitter LinkedIn Email WhatsApp Copy Link

Related Posts

ଥାଳି ଉପରେ ବଡ଼ ସଙ୍କଟ? ଚାଉଳ-ଗହମ-ଡାଲିଠାରୁ ତେଲ ପର୍ଯ୍ୟନ୍ତ ମହଙ୍ଗା ହେବାର ଆଶଙ୍କା

October 4, 2026

ବରଗଡ଼ ଧନୁଯାତ୍ରା ଉପରେ ଆଧାରିତ ପୂର୍ଣ୍ଣାଙ୍ଗ ପ୍ରାମାଣିକ ଚଳଚ୍ଚିତ୍ର ‘ମାମୁ ଘରକୁ ଯାତ୍ରା’ର ସ୍କ୍ରିନିଂ ଓ ସମ୍ବର୍ଦ୍ଧନା ଉତ୍ସବ

October 4, 2026

ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କ ଦ୍ୱାରା ପୁରୀ ରେଳ ଷ୍ଟେସନ ନିରୀକ୍ଷଣ

October 4, 2026

ତୁର୍କୀରୁ କୁଖ୍ୟାତ ନିଶା ମାଫିଆର ସଫଳ ପ୍ରତ୍ୟାର୍ପଣ ଲାଗି ସମସ୍ତ ସମ୍ପୃକ୍ତ ଏଜେନ୍ସିକୁ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ଅଭିନନ୍ଦନ

October 4, 2026
Latest News

ଶଶି ଥରୁରଙ୍କୁ ପୁଣି ମିଳିଲା ବୈଦେଶିକ ବ୍ୟାପାର ଦାୟିତ୍ୱ

October 4, 2026

ଥାଳି ଉପରେ ବଡ଼ ସଙ୍କଟ? ଚାଉଳ-ଗହମ-ଡାଲିଠାରୁ ତେଲ ପର୍ଯ୍ୟନ୍ତ ମହଙ୍ଗା ହେବାର ଆଶଙ୍କା

October 4, 2026

ଫୋପାଡ଼ନ୍ତୁ ନାହିଁ ଅଣ୍ଡା ସିଝା ପାଣି : ଗଛ ପାଇଁ ଏହା ବେଷ୍ଟ ‘ଅର୍ଗାନିକ୍ ସାର’

October 4, 2026

ଭଙ୍ଗା ସ୍କ୍ରିନ୍‌ଗାର୍ଡ଼ ବ୍ୟବହାର କରୁଛନ୍ତି କି? ଜାଣନ୍ତୁ କେତେ ଭୟଙ୍କର ହୋଇପାରେ ଏହି ଅଭ୍ୟାସ

October 4, 2026

ନାୟରା ବଢ଼ାଇଲା ତେଲ ଦର: ପେଟ୍ରୋଲ ୫, ଡିଜେଲ ୩ ଟଙ୍କା ମହଙ୍ଗା

October 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.