ଭୁବନେଶ୍ବର: କରୋନା ସଂକ୍ରମଣ ବୃଦ୍ଧିକୁ ଦେଖି ଜେଇଇ ମେନ୍ ପରୀକ୍ଷାକୁ ସ୍ଥଗିତ କରାଯାଇଛି। ଯୁଗ୍ମ ପ୍ରବେଶିକା, ଜେଇଇ (ମେନ୍) କୁ ସ୍ଥଗିତ ରଖାଯାଇଛି। ଚଳିତ ମାସ ୨୭, ୨୮ ଏବଂ ୩୦ ତାରିଖରେ ଏହି ପରୀକ୍ଷା ହେବାର ଥିଲା। ତେବେ ପୁଣି ଏକ ନୂଆ ତାରିଖ ଖୁବ ଶୀଘ୍ର ଘୋଷଣା ହେବ। କରୋନା ସଂକ୍ରମଣ ଜେଇଇ ମେନ୍ ପରୀକ୍ଷା
ଶାରଦୀୟ ପର୍ବର ଶୁଭେଚ୍ଛା ଜଣାଇବା ସହ ପୂର୍ତ୍ତ ମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ମା’ ଭଗବତୀଙ୍କ ସେବାୟତSeptember 15, 2025