ଭୁବନେଶ୍ବର: କରୋନା ସଂକ୍ରମଣ ବୃଦ୍ଧିକୁ ଦେଖି ଜେଇଇ ମେନ୍ ପରୀକ୍ଷାକୁ ସ୍ଥଗିତ କରାଯାଇଛି। ଯୁଗ୍ମ ପ୍ରବେଶିକା, ଜେଇଇ (ମେନ୍) କୁ ସ୍ଥଗିତ ରଖାଯାଇଛି। ଚଳିତ ମାସ ୨୭, ୨୮ ଏବଂ ୩୦ ତାରିଖରେ ଏହି ପରୀକ୍ଷା ହେବାର ଥିଲା। ତେବେ ପୁଣି ଏକ ନୂଆ ତାରିଖ ଖୁବ ଶୀଘ୍ର ଘୋଷଣା ହେବ। କରୋନା ସଂକ୍ରମଣ ଜେଇଇ ମେନ୍ ପରୀକ୍ଷା
ପ୍ରଥମରୁ ଦ୍ବାଦଶ ଶ୍ରେଣୀର ସମସ୍ତ ବହି ପରିବର୍ତ୍ତନ ହେବ, ବିଧାନସଭାରେ ମନ୍ତ୍ରୀଙ୍କ ସୂଚନା, ଜାଣନ୍ତୁ କେବେ…December 5, 2025
ପୂର୍ବ ସରକାର ଯଦି ଦୁର୍ନିତି କରିଛନ୍ତି ଦମ ଅଛି ତ ଭିଜିଲାନ୍ସ ଲଗାଅ, ବିଧାନସଭାରେ ଗର୍ଜିଲେ ବିଧାୟକ ଅରବିନ୍ଦDecember 5, 2025