Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ପ୍ରାଣ ହରାଇଲେ ୨ କରୋନା ଆକ୍ରାନ୍ତ: ମୃତ୍ୟୁ ସଂଖ୍ୟା ୧୯୪୪ କୁ ବୃଦ୍ଧି
ଆଜିର ଖବର

ରାଜ୍ୟରେ ପ୍ରାଣ ହରାଇଲେ ୨ କରୋନା ଆକ୍ରାନ୍ତ: ମୃତ୍ୟୁ ସଂଖ୍ୟା ୧୯୪୪ କୁ ବୃଦ୍ଧି

April 18, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୨ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୪୪ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ବରଗଡ ଜିଲ୍ଲାରୁ ଜଣେ ୭୫ ବର୍ଷିୟା ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ସୁନ୍ଦରଗଡ ଜିଲ୍ଲାରୁ ଜଣେ ୩୨ ବର୍ଷିୟା ମହିଳାଙ୍କ ମୃତ୍ୟୁ ହୋଇଛି।

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୬୮ ହଜାର ୨୫୮ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୪୪ ହଜାର ୮୨୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୧ ହଜାର ୪୩୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୪୪ କୁ ବୃଦ୍ଧି ହୋଇଛି।

ଓଡିଶା କରୋନା ଆକ୍ରାନ୍ତ କରୋନାଜନିତ ମୃତ୍ୟୁ ମୃତ୍ୟୁ ସଂଖ୍ୟା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଓମ୍ଫେଡ୍ ମୁଖ୍ୟାଳୟରେ କେନ୍ଦ୍ର ସମବାୟ ସଚିବ: କେନ୍ଦ୍ରୀୟ ସହାୟତା ଯୋଗାଇଦେବାକୁ ପ୍ରତିଶୃତି

February 12, 2026

“ମୁଁ ପ୍ରଧାନମନ୍ତ୍ରୀଙ୍କ କ୍ୟାରିଅରକୁ ନଷ୍ଟ କରିବାକୁ ଚାହୁଁନାହିଁ:” ଟ୍ରମ୍ପଙ୍କ ଭାଇରାଲ ଭିଡିଓ ଉପରେ MEAର ପ୍ରତିକ୍ରିୟା

February 12, 2026

ଏଣିକି ସମବାୟ କ୍ଷେତ୍ରରେ ମହିଳାଙ୍କୁ ଦିଆଯିବ ଗୁରୁତ୍ବ, କେନ୍ଦ୍ର ସଚିବଙ୍କ ସହିତ ମୁଖ୍ୟ ଶାସନ ସଚିବଙ୍କ ବୈଠକ

February 12, 2026

ପଞ୍ଜାବରେ ଅପରେସନ ଲୋଟସ୍!: ବିଜେପିରେ ଯୋଗଦେବା ପାଇଁ ଆପ ବିଧାୟକଙ୍କୁ ପ୍ରଲୋଭନ ଅଭିଯୋଗ

February 12, 2026
Latest News

ଓମ୍ଫେଡ୍ ମୁଖ୍ୟାଳୟରେ କେନ୍ଦ୍ର ସମବାୟ ସଚିବ: କେନ୍ଦ୍ରୀୟ ସହାୟତା ଯୋଗାଇଦେବାକୁ ପ୍ରତିଶୃତି

February 12, 2026

“ମୁଁ ପ୍ରଧାନମନ୍ତ୍ରୀଙ୍କ କ୍ୟାରିଅରକୁ ନଷ୍ଟ କରିବାକୁ ଚାହୁଁନାହିଁ:” ଟ୍ରମ୍ପଙ୍କ ଭାଇରାଲ ଭିଡିଓ ଉପରେ MEAର ପ୍ରତିକ୍ରିୟା

February 12, 2026

ଏଣିକି ସମବାୟ କ୍ଷେତ୍ରରେ ମହିଳାଙ୍କୁ ଦିଆଯିବ ଗୁରୁତ୍ବ, କେନ୍ଦ୍ର ସଚିବଙ୍କ ସହିତ ମୁଖ୍ୟ ଶାସନ ସଚିବଙ୍କ ବୈଠକ

February 12, 2026

ପଞ୍ଜାବରେ ଅପରେସନ ଲୋଟସ୍!: ବିଜେପିରେ ଯୋଗଦେବା ପାଇଁ ଆପ ବିଧାୟକଙ୍କୁ ପ୍ରଲୋଭନ ଅଭିଯୋଗ

February 12, 2026

ରଙ୍କନାଥ ଦେବଙ୍କ ପୀଠରେ ହନୁମାନ ଚାଳିଶା ଯଜ୍ଞ: ମନ୍ଦିର ଉନ୍ନୟନ ପ୍ରକଳ୍ପ ଉଦଘାଟନ କରିବେ ଆଇନ ମନ୍ତ୍ରୀ

February 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.