Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୩୩୮: ସୁସ୍ଥ ହେଲେ ୧୨୬ କରୋନା ଆକ୍ରାନ୍ତ
ଆଜିର ଖବର

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୩୩୮: ସୁସ୍ଥ ହେଲେ ୧୨୬ କରୋନା ଆକ୍ରାନ୍ତ

April 18, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୩୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୩୩୮ ଆକ୍ରାନ୍ତଙ୍କ ମଧ୍ୟରୁ ୪୮ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୨୯୦ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୫ ହଜାର ୬୭୯ କୁ ବୃଦ୍ଧି ହୋଇଛି।

ଖଣ୍ଡଗିରିରୁ ସର୍ବାଧିକ ୧୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ପଟିଆରୁ ୧୫ ଜଣ, ନଯାପଲ୍ଲୀରୁ ୧୪ ଜଣ, ଓଲ୍ଡ ଟାଉନରୁ ୧୩ ଜଣ, ୟୁନିଟ ୬ ରୁ ୧୦ ଜଣ, ବାଣୀବିହାରରୁ ୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ଭୁବନେଶ୍ବରରୁ ୧୨୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୨ ହଜାର ୮୮୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨ ହଜାର ୫୨୭ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

କରୋନା ଆକ୍ରାନ୍ତ ଭୁବନେଶ୍ବର ସୁସ୍ଥ ହେଲେ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ୧୬ ତାରିଖ ସୋମବାରରେ ସାତୋଟି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପ୍ରତି ରୁହନ୍ତୁ ସାବଧାନ

March 16, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026
Latest News

ଆଜି ୧୬ ତାରିଖ ସୋମବାରରେ ସାତୋଟି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପ୍ରତି ରୁହନ୍ତୁ ସାବଧାନ

March 16, 2026

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.