Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ମୁକାବିଲା: ୩୦ ଟି ଜିଲ୍ଲା ପାଇଁ ୭ ଟି ମେଡିକାଲ କଲେଜ ମଧ୍ୟରେ ଦାୟିତ୍ଵ ବଣ୍ଟନ
ଆଜିର ଖବର

କରୋନା ମୁକାବିଲା: ୩୦ ଟି ଜିଲ୍ଲା ପାଇଁ ୭ ଟି ମେଡିକାଲ କଲେଜ ମଧ୍ୟରେ ଦାୟିତ୍ଵ ବଣ୍ଟନ

April 18, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟ ସରକାର କରୋନା ମୁକାବିଲା ପାଇଁ ଏକ ବଡ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟସରକାର ୭ ଟି ମେଡିକାଲ କଲେଜକୁ ୩୦ ଟି ଜିଲ୍ଲାର ଦାୟିତ୍ଵ ଦେଇଛନ୍ତି। ମେଡିକାଲ କଲେଜ ଟିମ୍ ଜିଲ୍ଲା କୋଭିଡ଼ ସେଣ୍ଟରର ତଦାରଖ କରିବେ।

ଜାଣନ୍ତୁ କେଉଁ ମେଡିକାଲ କଲେଜକୁ କେଉଁ ଜିଲ୍ଲା ଦାୟିତ୍ଵ:

୧- ଏସସିବି ମେଡିକାଲ କଲେଜ ଟିମ୍- କଟକ, ଢେଙ୍କାନାଳ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡା, ଖୋର୍ଦ୍ଧା, ନୟାଗଡ ଏବଂ ପୁରୀ ଜିଲ୍ଲା

୨- ଏମକେସିଜି, ବ୍ରହ୍ମପୁର- ଗଞ୍ଜାମ, ବୌଦ୍ଧ, ଗଜପତି ଏବଂ କନ୍ଧମାଳ ଜିଲ୍ଲା

୩- ଭୀମସାର- ଅନୁଗୁଳ, ବରଗଡ, ଦେବଗଡ, ଝାରସୁଗୁଡା, ସମ୍ବଲପୁର ଏବଂ ସୁନ୍ଦରଗଡ ଜିଲ୍ଲା

୪- ଏସ.ଏଲ.ଏନ ମେଡିକାଲ କଲେଜ-  କୋରାପୁଟ, ମାଲକାନାଗିରି, ନବରଙ୍ଗପୁର, ରାୟଗଡା ଜିଲ୍ଲା

୫- ପି.ଆର.ଏମ, ବାରିପଦା- କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲା

୬- ଏଫ.ଏମ କଲେଜ- ବାଲେଶ୍ଵର ଏବଂ ଭଦ୍ରକ ଜିଲ୍ଲା

୭- ବି.ବି କଲେଜ- ବଲାଙ୍ଗୀରି, କଳାହାଣ୍ଡି, ନୂଆପଡା ଏବଂ ସୋନପୁର ଜିଲ୍ଲା ଦାୟିତ୍ଵ ମିଳିଛି।

ଏସସିବି ମେଡିକାଲ କଲେଜ କରୋନା ମୁକାବିଲା ଭୀମସାର ମେଡିକାଲ କଲେଜ ରାଜ୍ୟ ସରକାର
Share. Facebook Twitter LinkedIn Email WhatsApp Copy Link

Related Posts

ଜୁନ୍ ୬ରେ ଭାରତ-ଆଫଗାନିସ୍ତାନ ଟେଷ୍ଟ ମ୍ୟାଚ୍: ଜାଣନ୍ତୁ କେବେ ଏବଂ କେଉଁଠାରେ ଲାଇଭ୍ ଷ୍ଟ୍ରିମିଂ

June 2, 2026

ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି, ରାଇରଙ୍ଗପୁରରେ ହେବ ଉତ୍ସବ, ଯୋଗ ଦେବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

June 2, 2026

୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ଫେସବୁକ୍, ୟୁଟୁବ ମନା

June 2, 2026

ଆଜି ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଫାଇନାଲ୍ ମ୍ୟାଚ: ଜାଣନ୍ତୁ ପ୍ଲେଇଂ ଇଲେଭେନ୍

June 2, 2026
Latest News

ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: CBSE ଅଧ୍ୟକ୍ଷ ରାହୁଲ ସିଂହ ଏବଂ ସଚିବ ହିମାଂଶୁ ଗୁପ୍ତାଙ୍କ ହେଲା ବଦଳି

June 2, 2026

CBSEର ପୁନଃମୂଲ୍ୟାୟନ ପୋର୍ଟାଲରେ ସାଇବର ଆକ୍ରମଣ

June 2, 2026

ଜୁନ୍ ୬ରେ ଭାରତ-ଆଫଗାନିସ୍ତାନ ଟେଷ୍ଟ ମ୍ୟାଚ୍: ଜାଣନ୍ତୁ କେବେ ଏବଂ କେଉଁଠାରେ ଲାଇଭ୍ ଷ୍ଟ୍ରିମିଂ

June 2, 2026

ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି, ରାଇରଙ୍ଗପୁରରେ ହେବ ଉତ୍ସବ, ଯୋଗ ଦେବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

June 2, 2026

୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ଫେସବୁକ୍, ୟୁଟୁବ ମନା

June 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.