Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଧ୍ୟାନ ଦିଅନ୍ତୁ, ସୋମବାରରେ ଏହି ରାଶିର ବ୍ୟକ୍ତିମାନେ ପରିବାରରେ ଝଗଡ ନ କରନ୍ତୁ
ଆଜିର ଖବର

ଧ୍ୟାନ ଦିଅନ୍ତୁ, ସୋମବାରରେ ଏହି ରାଶିର ବ୍ୟକ୍ତିମାନେ ପରିବାରରେ ଝଗଡ ନ କରନ୍ତୁ

April 19, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଧ୍ୟାନ ଦିଅନ୍ତୁ, ସୋମବାରରେ ଏହି ରାଶିର ବ୍ୟକ୍ତିମାନେ ପରିବାରରେ ଝଗଡ ନ କରନ୍ତୁ

କନ୍ୟା ରାଶିଫଳ- ଆଜି ଆପଣଙ୍କ ପାଇଁ ଭଲ ଦିନ ନୁହେଁ। ଶାରୀରିକ ଏବଂ ମାନସିକ ସ୍ୱାସ୍ଥ୍ୟ ଭଲ ହେବ ନାହିଁ । ଅନେକ ସମସ୍ୟା ହେତୁ ମନ ବିବ୍ରତ ରହିବ । ଶକ୍ତିର ଅଭାବ ରହିବ । ସମ୍ପର୍କୀୟମାନଙ୍କ ସହିତ ମତଭେଦ ହେବ । ମାଆର ସ୍ୱାସ୍ଥ୍ୟ ବିଷୟରେ ଚିନ୍ତା କରିବେ । ଜମି ଓ ଘରର ଦଲିଲ ସୁବିଧାରେ ରଖନ୍ତୁ।

ବିଛା ରାଶିଫଳ- ଆଜି ସାଧାରଣ ଲାଭର ଦିନ। ଅଯଥା ଖର୍ଚ୍ଚ ବନ୍ଦ କରିବାକୁ ପଡିବ । ବିଶେଷ ଧ୍ୟାନ ଦିଅନ୍ତୁ ଯେ ପରିବାରରେ ଝଗଡ଼ା ନହୁଏ । ପରିବାରର ସଦସ୍ୟଙ୍କ ମଧ୍ୟରେ ଥିବା ଭୁଲ ବୁଝାମଣାକୁ ଦୂରେଇ ରଖନ୍ତୁ ।

ରାଶିଫଳ
Share. Facebook Twitter LinkedIn Email WhatsApp Copy Link

Related Posts

ନାଗାଲାଣ୍ଡରେ ବିଷାକ୍ତ ମଦ ନେଲା ୧୯ ଜୀବନ: ନିଷେଧାଜ୍ଞା ସତ୍ତ୍ୱେ ବେଆଇନ୍ କାରବାର

September 26, 2026

ଉଦ୍ଧାର ବେଳେ ଓଲଟିଲା ଦମକଳ ବୋଟ: ନଦୀ ପାରିରେ କନ୍ୟା ସନ୍ତାନକୁ ଜନ୍ମ ଦେଲେ ଗର୍ଭବତୀ

September 26, 2026

ପୁରୀରେ ସମୁଦ୍ର ଅଶାନ୍ତ: ଜନବସତି ମୁହାଁ ଉଚ୍ଚ ଲହଡ଼ି, ଭାସିଗଲା ଦୋକାନ ବଜାର

September 26, 2026

ହୀରାକୁଦର ଖୋଲିଲା ଆଉ ୫ଟି ଗେଟ୍: ମୋଟ ୧୩ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ

September 26, 2026
Latest News

ନାଗାଲାଣ୍ଡରେ ବିଷାକ୍ତ ମଦ ନେଲା ୧୯ ଜୀବନ: ନିଷେଧାଜ୍ଞା ସତ୍ତ୍ୱେ ବେଆଇନ୍ କାରବାର

September 26, 2026

ଉଦ୍ଧାର ବେଳେ ଓଲଟିଲା ଦମକଳ ବୋଟ: ନଦୀ ପାରିରେ କନ୍ୟା ସନ୍ତାନକୁ ଜନ୍ମ ଦେଲେ ଗର୍ଭବତୀ

September 26, 2026

ପୁରୀରେ ସମୁଦ୍ର ଅଶାନ୍ତ: ଜନବସତି ମୁହାଁ ଉଚ୍ଚ ଲହଡ଼ି, ଭାସିଗଲା ଦୋକାନ ବଜାର

September 26, 2026

ହୀରାକୁଦର ଖୋଲିଲା ଆଉ ୫ଟି ଗେଟ୍: ମୋଟ ୧୩ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ

September 26, 2026

ବନ୍ୟା ବିପନ୍ନଙ୍କୁ ଅନ୍ତ୍ୟୋଦୟ ଯୋଜନାରେ ମିଳିବ ନୂଆ ଘର, ୫ ଦିନରେ ସରିବ କ୍ଷୟକ୍ଷତି ଆକଳନ : ମନ୍ତ୍ରୀ

September 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.