Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଗକୁ ଆକ୍ରାନ୍ତଙ୍କ ସଂଖ୍ୟା ବଢିବ: ଟୋଲ ଫ୍ରି ନମ୍ବରକୁ ସକ୍ରିୟ ରଖିବା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
ଆଜିର ଖବର

ଆଗକୁ ଆକ୍ରାନ୍ତଙ୍କ ସଂଖ୍ୟା ବଢିବ: ଟୋଲ ଫ୍ରି ନମ୍ବରକୁ ସକ୍ରିୟ ରଖିବା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

April 19, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣକୁ ନେଇ ଡିଏମଇଟି ନିର୍ଦ୍ଦେଶକ ସିବିକେ ମହାନ୍ତି ମନ୍ତବ୍ୟ ଦେଇଛନ୍ତି। ଅନ୍ୟ ରାଜ୍ୟ ତୁଳନାରେ ଓଡିଶା ସ୍ଥିତି ଭଲ ଅଛି। କିନ୍ତୁ ଆଗାମୀ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ବଢିବ ବୋଲି ସେ ସତର୍କ କରିଛନ୍ତି। କିନ୍ତୁ ଏବେ ରାଜ୍ୟରେ ସ୍ଥିତି ଭଲ ଅଛି ଭାବି କୋହଳ କରିଦେବା ଠିକ ନୁହେଁ। ସମସ୍ତ ଜିଲ୍ଲାର ଟୋଲ ଫ୍ରି ନମ୍ବରକୁ ସକ୍ରିୟ ରଖିବା ପାଇଁ ସେ ସମସ୍ତ ଜିଲ୍ଲାପାଳମାନଙ୍କୁ ଡା. ମହାନ୍ତି ନିର୍ଦ୍ଦେଶ ଦେଇଛନ୍ତି।

କେବଳ ରୋଗୀ ଖୋଜିବା ସରକାରଙ୍କ ଦାୟିତ୍ଵ ନୁହେଁ, ଏଥିପାଇଁ ଲୋକମାନଙ୍କ ଦାୟିତ୍ଵ ମଧ୍ୟ ରହିଛି। ସ୍ଥାନୀୟ ଅଞ୍ଚଳରେ ସଂକ୍ରମିତ ହେଉଥିଲେ ଆଶା ଦିଦିଙ୍କ ସହ ଯୋଗାଯୋଗ କରନ୍ତୁ ବୋଲି ଡିଏମଇଟି ନିର୍ଦ୍ଦେଶକ କହିଛନ୍ତି।

ଡିଏମଇଟି
Share. Facebook Twitter LinkedIn Email WhatsApp Copy Link

Related Posts

ଆଫଗାନିସ୍ତାନରେ ପାକିସ୍ତାନର ବିମାନ ଆକ୍ରମଣ: ୪୦୦ ମୃତ

March 17, 2026

ଜାତୀୟ ଓ ଓଡ଼ିଶା ରାଜ୍ୟ ମହିଳା ଆୟୋଗଙ୍କ ମିଳିତ ଜନଶୁଣାଣୀ ଶିବିର

March 17, 2026

ଇଗ୍ନୋର ନାମଲେଖା ଅବଧି ଚଳିତ ମାର୍ଚ୍ଚ ୩୦ କୁ ବୃଦ୍ଧି

March 17, 2026

ବିକାଶ ଓ ସଶକ୍ତୀକରଣ କ୍ଷେତ୍ରରେ ମହିଳାଙ୍କ ନେତୃତ୍ୱ ନେଇ ସୋଆ ବଦ୍ଧପରିକର: ଉପସଭାପତି ଶ୍ରୀମତି ଦାସ

March 17, 2026
Latest News

ଆଫଗାନିସ୍ତାନରେ ପାକିସ୍ତାନର ବିମାନ ଆକ୍ରମଣ: ୪୦୦ ମୃତ

March 17, 2026

ଜାତୀୟ ଓ ଓଡ଼ିଶା ରାଜ୍ୟ ମହିଳା ଆୟୋଗଙ୍କ ମିଳିତ ଜନଶୁଣାଣୀ ଶିବିର

March 17, 2026

ଇଗ୍ନୋର ନାମଲେଖା ଅବଧି ଚଳିତ ମାର୍ଚ୍ଚ ୩୦ କୁ ବୃଦ୍ଧି

March 17, 2026

ବିକାଶ ଓ ସଶକ୍ତୀକରଣ କ୍ଷେତ୍ରରେ ମହିଳାଙ୍କ ନେତୃତ୍ୱ ନେଇ ସୋଆ ବଦ୍ଧପରିକର: ଉପସଭାପତି ଶ୍ରୀମତି ଦାସ

March 17, 2026

ଭୁବନେଶ୍ୱରରେ ସୂଚନା ଅଧିକାର ଆଇନ ସମ୍ବନ୍ଧୀୟ ୪ ଦିନିଆ ଦକ୍ଷତା ବିକାଶ ତାଲିମ ଓ କର୍ମଶାଳା ଶୁଭାରମ୍ଭ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.