ଭୁବନେଶ୍ବର: ଉତ୍ତରାଖଣ୍ଡ କୁମ୍ଭମେଳାରୁ ଫେରିଥିବା ୧୩ ଜଣ ଶ୍ରଦ୍ଧାଳୁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। କଟକ ରେଲୱେ ଷ୍ଟେସନରେ ୩୦ ଜଣ ଶ୍ରଦ୍ଧାଳୁ ପହଞ୍ଚିଥିଲେ। ସେଠାରେ ମୋଟ ୩୦ ଟି ନମୁନାରୁ ୧୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ କଟକ ମହାନଗର ନିଗମ ସୂଚନା ଦେଇଛି। କରୋନା ପଜିଟିଭ କୁମ୍ଭମେଳା ଶ୍ରଦ୍ଧାଳୁ