Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶବାସୀଙ୍କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ମୋଦୀ: କରୋନା କଟକଣାକୁ ମାନିବା ଲାଗି ଦେଲେ ପରାମର୍ଶ
ଆଜିର ଖବର

ଦେଶବାସୀଙ୍କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ମୋଦୀ: କରୋନା କଟକଣାକୁ ମାନିବା ଲାଗି ଦେଲେ ପରାମର୍ଶ

April 20, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଜି ସନ୍ଧ୍ୟାରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମ୍ବୋଧିତ କରିଛନ୍ତି। କରୋନାକୁ ନେଇ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ମୋଦୀ ସମ୍ବୋଧିତ କରିଛନ୍ତି। କରୋନା ବିପକ୍ଷରେ ଦେଶ ବଡ ଲଢେଇ ଲଢୁଛି। ଏହି ମହାମାରୀରେ ଯେଉଁମାନଙ୍କ ପ୍ରଣାହାନି ଘଟିଛି, ସେମାନଙ୍କ ପ୍ରତି ଦୁଃଖ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ। ଦେଶର ଡାକ୍ତର, ସ୍ଵାସ୍ଥ୍ୟକର୍ମୀ କରୋନା ଯୋଦ୍ଧାଙ୍କ କାର୍ଯ୍ୟ ପ୍ରଶଂସନୀୟ। ପୂର୍ବରୁ ସେମାନେ ନିଜ ଜୀବନକୁ ବାଜି ଲଗାଇ କରୋନା ବିରୋଧରେ ଲଢିଥିଲେ। କରୋନା ବାତ୍ୟା ଭଳି ମାଡି ଚାଲିଥିଲେ ମଧ୍ୟ ଆମେ ଧର୍ଯ୍ୟ ହରାଇବା ନାହିଁ ବୋଲି ମୋଦୀ କହିଛନ୍ତି।

ଗତକାଲି ଟୀକା ଉପରେ ଏକ ବଡ ନିଷ୍ପତ୍ତି ନିଯାଇଆଛି। ମେ’ ୧ ତାରିଖ ଠାରୁ ୧୮ ବର୍ଷରୁ ଉର୍ଦ୍ଧ୍ଵ ବ୍ୟକ୍ତିଙ୍କ ପାଇଁ ଟୀକାର ବ୍ୟବସ୍ଥା କରାଯାଉଛି। ବୈଜ୍ଞାନିକମାନେ କମ ସମୟରେ ଦୁଇଟି ଟୀକା ବିକଶିତ କରିଛନ୍ତି। କମ ମୂଲ୍ୟରେ ଦେଶରେ ଟୀକା ଉପଲବ୍ଧ ହେଉଥିବା ବେଳେ ବର୍ତ୍ତମାନ ବିଶ୍ଵର ସବୁଠାରୁ ବଡ ଟୀକାକରଣ ଜାରି ରହିଛି।

ଯଦି ଆମେ କରୋନା କଟକଣାକୁ ସଠିକ ଭାବେ ମାନିବା, ତେବେ ଦେଶରେ କୌଣସି କର୍ଫ୍ୟୁ କିମ୍ବା ଲକଡାଉନର ଆବଶ୍ୟକତା ପଡିବ ନାହିଁ ବୋଲି ମୋଦୀ କହିଛନ୍ତି।

କରୋନା ନିୟମ କରୋନା ଯୋଦ୍ଧା କର୍ଫ୍ୟୁ ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ଲକଡାଉନ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଶନିବାରରେ ପାଞ୍ଚୋଟି ରାଶି ପାଇଁ ଭଲ ଦିନ: ସବୁ ଯୋଜନାରେ ହେବେ ସଫଳ

March 7, 2026

ଅମିତ ଶାହଙ୍କ ଦ୍ୱାରା ଓମ୍ଫେଡର ୩୦ ହଜାର ଲିଟର ବିଶିଷ୍ଟ ଦୁଗ୍ଧ କାରଖାନା ଉଦଘାଟିତ

March 6, 2026

ଇଗ୍ନୋ ଆଞ୍ଚଳିକ କେନ୍ଦ୍ରରେ ସି୨ସି ଏବଂ ଆଇ୨ଓ ୨.୦ କାର୍ଯ୍ୟକ୍ରମର ଉଦ୍ଘାଟନ 

March 6, 2026

ପୂର୍ବତଟ ରେଳପଥ ଓ ଇକୋର ମହିଳା କଲ୍ୟାଣ ସଂଗଠନ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳନ

March 6, 2026
Latest News

ଆଜି ଶନିବାରରେ ପାଞ୍ଚୋଟି ରାଶି ପାଇଁ ଭଲ ଦିନ: ସବୁ ଯୋଜନାରେ ହେବେ ସଫଳ

March 7, 2026

ଅମିତ ଶାହଙ୍କ ଦ୍ୱାରା ଓମ୍ଫେଡର ୩୦ ହଜାର ଲିଟର ବିଶିଷ୍ଟ ଦୁଗ୍ଧ କାରଖାନା ଉଦଘାଟିତ

March 6, 2026

ଇଗ୍ନୋ ଆଞ୍ଚଳିକ କେନ୍ଦ୍ରରେ ସି୨ସି ଏବଂ ଆଇ୨ଓ ୨.୦ କାର୍ଯ୍ୟକ୍ରମର ଉଦ୍ଘାଟନ 

March 6, 2026

ପୂର୍ବତଟ ରେଳପଥ ଓ ଇକୋର ମହିଳା କଲ୍ୟାଣ ସଂଗଠନ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳନ

March 6, 2026

୩୨୭୫ କୋଟିରୁ ଅଧିକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଅମିତ ଶାହ

March 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.