Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟ ସରକାରଙ୍କ ବଡ ନିଷ୍ପତ୍ତି: ବାତିଲ ହେଲା ଦଶମ ପରୀକ୍ଷା
ଆଜିର ଖବର

ରାଜ୍ୟ ସରକାରଙ୍କ ବଡ ନିଷ୍ପତ୍ତି: ବାତିଲ ହେଲା ଦଶମ ପରୀକ୍ଷା

April 21, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟ ସରକାର ପକ୍ଷରୁ ଏକ ବଡ ନିଷ୍ପତ୍ତି ନିଆଯାଇଛି। କରୋନା ସଂକ୍ରମଣକୁ ଦେଖି ଆଜି ରାଜ୍ୟ ସରକାର ଦଶମ ପରୀକ୍ଷାକୁ ବାତିଲ କରିଛନ୍ତି। ପୂର୍ବରୁ ସିବିଏସଇ ଦଶମ ବୋର୍ଡ ପରୀକ୍ଷାକୁ କେନ୍ଦ୍ର ସରକାର ବାତିଲ କରିଥିଲା। କିନ୍ତୁ ରାଜ୍ୟ ସରକାର ମାଧ୍ୟମିକ ଶିକ୍ଷା ପରିଷଦ ଦ୍ଵାରା ପରିଚାଳିତ ଦଶମ ପରୀକ୍ଷାକୁ ସ୍ଥଗିତ ରଖିଥିଲେ। ହେଲେ ଆଜି ଏହାକୁ ସଂପୂର୍ଣ୍ଣ ଭାବେ ରାଜ୍ୟ ସରକାର ବାତିଲ କରିଛନ୍ତି। ତତସହିତ ମଦ୍ରେସା ପରୀକ୍ଷାକୁ ମଧ୍ୟ ବାତିଲ କରାଯାଇଛି। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି।

ତେବେ ଛାତ୍ରଛାତ୍ରୀଙ୍କ ପାଇଁ ପରୀକ୍ଷା ଫଳ ବୋର୍ଡ ନିର୍ଦ୍ଧାରଣ କରିବ। ଯଦି ଏହି ଫଳାଫଳରେ କୌଣସି ଛାତ୍ରଛାତ୍ରୀ ଅସହମତି ପ୍ରକାଶ କରନ୍ତି, ତେବେ ସେମାନେ ଆଗାମୀ ଦିନରେ ପରୀକ୍ଷା ଦେଇପାରିବେ।

ଦଶମ ପରୀକ୍ଷା ବାତିଲ ରାଜ୍ୟ ସରକାର
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ସରକାର ୬୭ଟି ପ୍ରାଥମିକ ବିଦ୍ୟାଳୟକୁ କଲେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଦେଖନ୍ତୁ ପୁରା ତାଲିକା

July 11, 2026

ପାଠ୍ୟ ପୁସ୍ତକରେ ତ୍ରୁଟି: ସମଗ୍ର ପ୍ରକ୍ରିୟାର ହେବ ଅପରାଧିକ ତଦନ୍ତ, ମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ

July 11, 2026

ବାଙ୍କିପୁର ଉପ-ନିର୍ବାଚନ: ନୂଆ ପ୍ରାର୍ଥୀଙ୍କୁ ନେଇ ପୁଣି ଏକ ବଡ ଭୁଲ କଲା କି ବିଜେପି?

July 11, 2026

ନାବାଳିକାଙ୍କୁ ଅସଦାଚରଣ ମାମଲା: ଅଭିନେତା ରୋହିତ ଚାନ୍ଦେଲ ଗିରଫ

July 11, 2026
Latest News

ରାଜ୍ୟ ସରକାର ୬୭ଟି ପ୍ରାଥମିକ ବିଦ୍ୟାଳୟକୁ କଲେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଦେଖନ୍ତୁ ପୁରା ତାଲିକା

July 11, 2026

ଇରାନ ଯୁଦ୍ଧ ସମୟରେ ଭାରତୀୟ ନୌସେନାର ଶକ୍ତି ପ୍ରଦର୍ଶନ: ସୁରକ୍ଷିତ ଭାରତ ଆସିଲେ ୧୮ ଜାହାଜ

July 11, 2026

ନ୍ୟୁଜିଲ୍ୟାଣ୍ଡରେ ବ୍ୟବସାୟିକ ନେତୃବୃନ୍ଦଙ୍କୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସମ୍ବୋଧନ

July 11, 2026

ପାଠ୍ୟ ପୁସ୍ତକରେ ତ୍ରୁଟି: ସମଗ୍ର ପ୍ରକ୍ରିୟାର ହେବ ଅପରାଧିକ ତଦନ୍ତ, ମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ

July 11, 2026

ବାଙ୍କିପୁର ଉପ-ନିର୍ବାଚନ: ନୂଆ ପ୍ରାର୍ଥୀଙ୍କୁ ନେଇ ପୁଣି ଏକ ବଡ ଭୁଲ କଲା କି ବିଜେପି?

July 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.