Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନାରେ ପ୍ରାଣ ହରାଇଲେ ଆଉ ଜଣେ ଡାକ୍ତର: ମୃତ୍ୟୁର ୩୬ ଘଣ୍ଟା ପୂର୍ବରୁ ଲେଖିଥିଲେ ଏଭଳି ମେସେଜ
ଆଜିର ଖବର

କରୋନାରେ ପ୍ରାଣ ହରାଇଲେ ଆଉ ଜଣେ ଡାକ୍ତର: ମୃତ୍ୟୁର ୩୬ ଘଣ୍ଟା ପୂର୍ବରୁ ଲେଖିଥିଲେ ଏଭଳି ମେସେଜ

April 21, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ: ସମଗ୍ର ଦେଶରେ କରୋନାର ସ୍ଥିତି ଚିନ୍ତାଜନକ। ଦିନକୁ ଦିନ ସ୍ଥିତି ବିଗିଡିବାରେ ଲାଗିଛି। କରୋନା ସଂକ୍ରମଣରେ ଦେଶରେ ଅନେକ ଡାକ୍ତରଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ଆଉ ଜଣେ ଡାକ୍ତରଙ୍କ କରୋନାରେ ମୃତ୍ୟୁ ହୋଇଛି। ସାମାଜିକ ଗଣମାଧ୍ୟମରେ ଏକ ଭାବ ବିହ୍ଵଳ ମେସେଜ ଲେଖିବାର ୩୬ ଘଣ୍ଟା ପରେ ମୁମ୍ବାଇର ଏହି ଡାକ୍ତରଙ୍କର ମୃତ୍ୟୁ ହୋଇଛି।

ସୂଚନା ଅନୁଯାୟୀ, ସେବରୀ ଟିବି ହସ୍ପିଟାଲର ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ମନୀଷା ଯାଦବ (୫୧)  କରୋନାରେ ଆକ୍ରାନ୍ତ ହୋଇଥିଲେ। କିନ୍ତୁ ସୋମବାର ଦିନ ତାଙ୍କର ମୃତ୍ୟୁ ହୋଇଥିଲା। ହେଲେ ମୃତ୍ୟୁର ୩୬ ଘଣ୍ଟା ପୂର୍ବରୁ ଡା. ମନୀଷା ଫେସବୁକରେ ଏକ ଭାବବିହ୍ଵଳ ମେସେଜ ଲେଖିଥିଲ।

ସେ ରବିବାର ଦିନ ଫେସବୁକରେ ପୋଷ୍ଟ କରିଥିଲେ ଯେ, “ଏହା ଅନ୍ତିମ ଗୁଡ ମର୍ଣ୍ଣିଂ ମେସେଜ ହୋଇପାରେ, ଏହି ପ୍ଲାଟଫର୍ମରେ ମୋର ଆଉ ଆପଣମାନଙ୍କ ସହ ସାକ୍ଷାତ ହୋଇନପାରେ। ସମସ୍ତେ ନିଜର ଯତ୍ନ ନିଅନ୍ତୁ। ଶରୀର ମୃତ୍ୟୁ ହୁଏ, କିନ୍ତୁ ଆତ୍ମାର ମୃତ୍ୟୁ ନାହିଁ। ଆତ୍ମା ସବୁବେଳେ ଆମର ରୁହେ।”

ତେବେ ଏହି ମେସେଜର ଠିକ ୩୬ ଘଣ୍ଟା ପରେ ତାଙ୍କର ମୃତ୍ୟୁ ହୋଇଥିଲା। ଫେସବୁକରେ ଏହି ମେସେଜ ପଢି ଲୋକ ଏବେ ବହୁତ ପ୍ରତିକ୍ରିୟା ରଖୁଛନ୍ତି।

କରୋନା ଡାକ୍ତରଙ୍କ ମୃତ୍ୟୁ ପ୍ରାଣ ହରାଇଲେ
Share. Facebook Twitter LinkedIn Email WhatsApp Copy Link

Related Posts

ରିଲାଏନ୍ସ ଫାଉଣ୍ଡେସନର ‘ୱାଟର ଫର ଲାଇଫ’ ଅଭିଯାନକୁ ମିଳୁଛି ବ୍ୟାପକ ଜନସହଯୋଗ

April 4, 2026

ଆଇଟିଇଆରରେ “ଚକ୍ରବ୍ୟୁହ” ଓ “ଜେନେସିସ” ଉଦ୍ଘାଟିତ

April 4, 2026

ଜନଗଣନା-୨୦୨୭ରେ ସାମିଲ ହେଲେ ଲୋକସଭା ବାଚସ୍ପତି; ସମ୍ପୂର୍ଣ୍ଣ କଲେ ଡିଜିଟାଲ୍ ସ୍ୱ-ଗଣନା

April 4, 2026

IIHT ରେ ଫ୍ୟାସନ ଶୋ ଓ ହ୍ୟାଣ୍ଡଲୁମ୍ ପ୍ରଦର୍ଶନୀ ଆୟୋଜିତ

April 4, 2026
Latest News

ରିଲାଏନ୍ସ ଫାଉଣ୍ଡେସନର ‘ୱାଟର ଫର ଲାଇଫ’ ଅଭିଯାନକୁ ମିଳୁଛି ବ୍ୟାପକ ଜନସହଯୋଗ

April 4, 2026

ଆଇଟିଇଆରରେ “ଚକ୍ରବ୍ୟୁହ” ଓ “ଜେନେସିସ” ଉଦ୍ଘାଟିତ

April 4, 2026

ଜନଗଣନା-୨୦୨୭ରେ ସାମିଲ ହେଲେ ଲୋକସଭା ବାଚସ୍ପତି; ସମ୍ପୂର୍ଣ୍ଣ କଲେ ଡିଜିଟାଲ୍ ସ୍ୱ-ଗଣନା

April 4, 2026

IIHT ରେ ଫ୍ୟାସନ ଶୋ ଓ ହ୍ୟାଣ୍ଡଲୁମ୍ ପ୍ରଦର୍ଶନୀ ଆୟୋଜିତ

April 4, 2026

‘ଇଣ୍ଡିଆ ସ୍କିଲ୍ସ ୨୦୨୫-୨୬’: ମୋଟ ୫୭ଟି ପଦକ ସହ ଚାମ୍ପିୟନ ହେଲା ‘ଟିମ୍ ଓଡ଼ିଶା’

April 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.