Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୭ କରୋନା ଆକ୍ରାନ୍ତ: ମୃତ୍ୟୁ ସଂଖ୍ୟା ୧୯୬୫ କୁ ବୃଦ୍ଧି
ଆଜିର ଖବର

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୭ କରୋନା ଆକ୍ରାନ୍ତ: ମୃତ୍ୟୁ ସଂଖ୍ୟା ୧୯୬୫ କୁ ବୃଦ୍ଧି

April 22, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୭ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୬୫ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଗଞ୍ଜାମ ଜିଲ୍ଲା ଓ ରାୟଗଡା ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତ କରୋନାରେ ମୃତ୍ୟୁବରଣ କରିଥିବା ବେଳେ  ଭୁବନେଶ୍ବର, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ  ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ଆଜି ଗଞ୍ଜାମ ଜିଲ୍ଲାର ୨ ଜଣ ମୃତକଙ୍କ ମଧ୍ୟରୁ  ଜଣେ ୬୮ ବର୍ଷିୟା ମହିଳାଙ୍କ ମୃତ୍ୟୁ ହିଥିବା ବେଳେ ଅନ୍ୟ ଜଣେ ୩୫ ବର୍ଷିୟ ପୁରୁଷଙ୍କ ମୃତ୍ୟୁ ହୋଇଛି। ସେହିଭଳି ରାୟଗଡା ଜିଲ୍ଲାର ୨ ମୃତକଙ୍କ ମଧ୍ୟରୁ ଜଣେ ୪୦ ବର୍ଷିୟ ପୁରୁଷଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ୫୬ ବର୍ଷୀୟ ପୁରୁଷଙ୍କ ମୃତ୍ୟୁ ହୋଇଛି

ଭୁବନେଶ୍ବରରୁ ଜଣେ ୭୯ ବର୍ଷିୟ ପୁରୁଷ, କଳାହାଣ୍ଡି ଜିଲ୍ଲାରୁ ଜଣେ ୪୩ ବର୍ଷୀୟ ପୁରୁଷ, କନ୍ଧମାଳ ଜିଲ୍ଲାରୁ ଜଣେ ୭୨ ବର୍ଷୀୟ ପୁରୁଷଙ୍କ କରୋନାରେ ମୃତ୍ୟୁ ହୋଇଛି।

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୮୮ ହଜାର ୪୫୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୫୧ ହଜାର ୩୮୬ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩୫ ହଜାର ୭୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୬୫ କୁ ବୃଦ୍ଧି ହୋଇଛି।

ଓଡିଶା କରୋନା ଆକ୍ରାନ୍ତ ପ୍ରାଣ ହରାଇଲେ ମୃତ୍ୟୁ ସଂଖ୍ୟା
Share. Facebook Twitter LinkedIn Email WhatsApp Copy Link

Related Posts

ଥାନା ହେପାଜତରେ ଜୀବନ ହାରିଲେ ଅଭିଯୁକ୍ତ

April 29, 2026

ସେବାୟତ ବିବାଦ : ମହାପ୍ରଭୁ ଖେଳି ପାରିଲେନି ଚାପ

April 29, 2026

ନିର୍ବାଚନ ପ୍ରକ୍ରିୟା ଉପରେ ପ୍ରଶ୍ନ ଉଠାଇଲେ ମମତା

April 29, 2026

ଆଜି ପଶ୍ଚିମବଙ୍ଗ ଦ୍ଵିତୀୟ ପର୍ଯ୍ୟାୟ ନିର୍ବାଚନ

April 29, 2026
Latest News

ଥାନା ହେପାଜତରେ ଜୀବନ ହାରିଲେ ଅଭିଯୁକ୍ତ

April 29, 2026

ସେବାୟତ ବିବାଦ : ମହାପ୍ରଭୁ ଖେଳି ପାରିଲେନି ଚାପ

April 29, 2026

ନିର୍ବାଚନ ପ୍ରକ୍ରିୟା ଉପରେ ପ୍ରଶ୍ନ ଉଠାଇଲେ ମମତା

April 29, 2026

ଆଜି ପଶ୍ଚିମବଙ୍ଗ ଦ୍ଵିତୀୟ ପର୍ଯ୍ୟାୟ ନିର୍ବାଚନ

April 29, 2026

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ୨୦୨୬ :’ଦିଦି’ ବ୍ରାଣ୍ଡ ପାଇଁ ଏକ ପରୀକ୍ଷା

April 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.