Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ଵର ରିଙ୍ଗ୍ ରୋଡ୍ ପ୍ରକଳ୍ପକୁ ମିଳିଲା ମଞ୍ଜୁରୀ: ଜମି ଅଧିଗ୍ରହଣ ପାଇଁ ୬ ଶହ କୋଟି ଦେବ ରାଜ୍ୟ ସରକାର
ଆଜିର ଖବର

ଭୁବନେଶ୍ଵର ରିଙ୍ଗ୍ ରୋଡ୍ ପ୍ରକଳ୍ପକୁ ମିଳିଲା ମଞ୍ଜୁରୀ: ଜମି ଅଧିଗ୍ରହଣ ପାଇଁ ୬ ଶହ କୋଟି ଦେବ ରାଜ୍ୟ ସରକାର

April 22, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ଵର ରିଙ୍ଗ ରୋଡ ପ୍ରକଳ୍ପକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଭୁବନେଶ୍ଵର ଚତୁପାର୍ଶ୍ବରେ ଏହି ରୋଡ ନିର୍ମାଣ ହେବ। ୬ ଲେନ ବିଶିଷ୍ଟ ଏହ ରୋଡ ଖୋର୍ଦ୍ଧା, ଭୁବନେଶ୍ବର, କଟକ, ଆଠଗଡ଼ ଏବଂ ଚୌଦ୍ଵାର ଦେଇ ଯିବ। ତେବେ ରାଜ୍ୟ ସରକାର ଏହି ପ୍ରକଳ୍ପର ଜମି ଅଧିଗ୍ରହଣ ପାଇଁ ୬ ଶହ କୋଟି ଟଙ୍କା ବହନ କରିବେ।

ଜମି ଅଧିଗ୍ରହଣ ଭୁବନେଶ୍ଵର ରାଜ୍ୟ ସରକାର ରିଙ୍ଗ ରୋଡ
Share. Facebook Twitter LinkedIn Email WhatsApp Copy Link

Related Posts

ଏବେ ଖବରକାଗଜରେ ଖାଦ୍ୟ ବିକ୍ରି କରିବା ଦଣ୍ଡନୀୟ ଅପରାଧ!: କଡ଼ା କାର୍ଯ୍ୟାନୁଷ୍ଠାନ ନେବ FSSAI

June 6, 2026

ବେଆଇନ ନିଶା କାରାବାର ବିରୋଧରେ ବାରମ୍ବାର ଚଢାଉ କରିବାକୁ ଅବକାରୀ ମନ୍ତ୍ରୀ ଦେଲେ ନିର୍ଦ୍ଦେଶ

June 6, 2026

TMCକୁ ଝଟକା: ପୂର୍ବତନ ବିଧାୟକ ଶୌକତ ମୋଲ୍ଲା ଗିରଫ

June 6, 2026

ପରିବାରକୁ ବନ୍ଧକ ରଖି ୨୫ ଲକ୍ଷରୁ ଅଧିକ ଟଙ୍କାର ସୁନା-ରୁପା ଲୁଟ୍

June 6, 2026
Latest News

‘ଭାରତକୁ ଧମକ ଦେବା ଓଲଟା ପଡ଼ିପାରେ’: ଆମେରିକା ଏବଂ ୟୁରୋପକୁ ସ୍ପଷ୍ଟ ବାର୍ତ୍ତା ଦେଲେ ପୁଟିନ

June 6, 2026

ଏବେ ଖବରକାଗଜରେ ଖାଦ୍ୟ ବିକ୍ରି କରିବା ଦଣ୍ଡନୀୟ ଅପରାଧ!: କଡ଼ା କାର୍ଯ୍ୟାନୁଷ୍ଠାନ ନେବ FSSAI

June 6, 2026

ଏବେ ସଞ୍ଚୟ ହେବ!: ଦେଶରେ ଶୁଭାରମ୍ଭ ହେଲା ପେଟ୍ରୋଲ ଅପେକ୍ଷା ୨୦ ଟଙ୍କା ଶସ୍ତା ଇନ୍ଧନ 

June 6, 2026

ବେଆଇନ ନିଶା କାରାବାର ବିରୋଧରେ ବାରମ୍ବାର ଚଢାଉ କରିବାକୁ ଅବକାରୀ ମନ୍ତ୍ରୀ ଦେଲେ ନିର୍ଦ୍ଦେଶ

June 6, 2026

TMCକୁ ଝଟକା: ପୂର୍ବତନ ବିଧାୟକ ଶୌକତ ମୋଲ୍ଲା ଗିରଫ

June 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.