Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଶ୍ଚିମବଙ୍ଗରୁ ଆସୁଥିବା ଯାତ୍ରୀଙ୍କ ପାଇଁ ରାଜ୍ୟ ସରକାର ଜାରି କଲେ ନୂଆ କଟକଣା
ଆଜିର ଖବର

ପଶ୍ଚିମବଙ୍ଗରୁ ଆସୁଥିବା ଯାତ୍ରୀଙ୍କ ପାଇଁ ରାଜ୍ୟ ସରକାର ଜାରି କଲେ ନୂଆ କଟକଣା

April 22, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: କରୋନା କଟକଣାକୁ ନେଇ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ ବଡ ଘୋଷଣା। ପଶ୍ଚିମବଙ୍ଗରୁ ଆସୁଥିବା ବ୍ୟକ୍ତିମାନଙ୍କୁ କ୍ଵାରେଣ୍ଟିନ ରହିବାକୁ ବାଧ୍ୟତାମୂଳକ କରାଯାଇଛି। ପଶ୍ଚିମବଙ୍ଗରୁ ଆସିଲେ ୧୪ ଦିନ କ୍ଵାରେଣ୍ଟିନରେ ରହିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତାକାଲି ଠାରୁ ଏହି କଟକଣା ଲାଗିବ। ପଶ୍ଚିମବଙ୍ଗରୁ ନୂଆ ଷ୍ଟ୍ରେନ ଚିହ୍ନଟ ହୋଇଥିବାରୁ ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି।

ତେବେ ପଶ୍ଚିମବଙ୍ଗ ସୀମାରେ କଡାକଡି ଯାଞ୍ଚ ହେବ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି। ଯେଉଁମାନେ ଆରଟିପିସିଆର ଟେଷ୍ଟର ନେଗେଟିଭ ରିପୋର୍ଟ କିମ୍ବା ଟୀକାର ଦ୍ଵିତୀୟ ଡୋଜ ନେଇଥିବେ ସେମାନଙ୍କୁ ପ୍ରବେଶ ଅନୁମତି ମିଳିବ। ହେଲେ ସେମାନଙ୍କୁ ହୋମ କ୍ଵାରେଣ୍ଟିନରେ ରହିବାକୁ ବାଧ୍ୟତାମୂଳକ। ଏଭଳି ରିପୋର୍ଟ ନଥିବା ଯାତ୍ରୀମାନଙ୍କୁ ହୋମ କ୍ଵାରେଣ୍ଟିନ ପାଇଁ ଅନୁମତି ନାହିଁ। ସେମାନେ କ୍ଲଷ୍ଟର ସେଣ୍ଟର କିମ୍ବା ପେଡ଼ କ୍ଵାରେଣ୍ଟିନରେ ରହିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।

କରୋନା କଟକଣା ପଶ୍ଚିମବଙ୍ଗ ରାଜ୍ୟ ସରକାର
Share. Facebook Twitter LinkedIn Email WhatsApp Copy Link

Related Posts

୪୦ ବର୍ଷ ପୁରୁଣା ଯାତ୍ରୀ ସଂରକ୍ଷଣ ପ୍ରଣାଳୀର ହେବ ଆଧୁନିକୀକରଣ: ସମୀକ୍ଷା କଲେ ରେଳ ମନ୍ତ୍ରୀ

May 7, 2026

ଝଡ଼ରେ ଫସିଲା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର: ସୁରକ୍ଷିତ ବାହାର କଲେ ପାଇଲଟ୍

May 7, 2026

ନିଟ୍ ୟୁଜି-୨୦୨୬: ଏହି ଚାରୋଟି ରାଜ୍ୟରୁ ପୂରଣ ହେଲା ୪୧% ରୁ ଅଧିକ ଫର୍ମ

May 7, 2026

ମହାନଦୀରେ ସଂଗୃହିତ ଜଳରାଶି ସମ୍ପର୍କିତ ତଥ୍ୟ ବିଭ୍ରାନ୍ତିକର: ମହାନଦୀ ବଞ୍ଚାଓ ଆନ୍ଦୋଳନ

May 7, 2026
Latest News

ଦେଶବ୍ୟାପୀ ମାଗଣା ବାର୍ଷିକ ସ୍ବାସ୍ଥ୍ୟ ପରୀକ୍ଷା କାର୍ଯ୍ୟକ୍ରମର ଉଦ୍‌ଘାଟନ କଲେ କେନ୍ଦ୍ରମନ୍ତ୍ରୀ

May 7, 2026

ମମତା ବାନାର୍ଜୀ ଆଉ ମୁଖ୍ୟମନ୍ତ୍ରୀ ନୁହଁନ୍ତି: ପଶ୍ଚିମବଙ୍ଗ କ୍ୟାବିନେଟକୁ ବରଖାସ୍ତ କଲେ ରାଜ୍ୟପାଳ 

May 7, 2026

୪୦ ବର୍ଷ ପୁରୁଣା ଯାତ୍ରୀ ସଂରକ୍ଷଣ ପ୍ରଣାଳୀର ହେବ ଆଧୁନିକୀକରଣ: ସମୀକ୍ଷା କଲେ ରେଳ ମନ୍ତ୍ରୀ

May 7, 2026

ଝଡ଼ରେ ଫସିଲା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର: ସୁରକ୍ଷିତ ବାହାର କଲେ ପାଇଲଟ୍

May 7, 2026

ନିଟ୍ ୟୁଜି-୨୦୨୬: ଏହି ଚାରୋଟି ରାଜ୍ୟରୁ ପୂରଣ ହେଲା ୪୧% ରୁ ଅଧିକ ଫର୍ମ

May 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.