ଶୁକ୍ରବାରରେ ଏହି ରାଶିର ବ୍ୟକ୍ତିଙ୍କର ହଠାତ ଆସିବ ଲାଭ,ଖୁସି ହେବେ

Published: Apr 22, 2021, 11:29 pm IST

କନ୍ୟା: – ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ । ଘର ବାହାରେ ପଚରାଉଚରା କରାଯିବ। ବ୍ୟବସାୟ ଅନୁକୂଳ ଲାଭ ଦେବ । ଟଙ୍କା ମିଳିବା ସହଜ ହେବ । ଲାଭ ସୁଯୋଗ ଆସିବ । ଚାକିରିରେ ଠିକ୍ ସମୟରେ ପ୍ରଶଂସା ପାଇବେ ।

ବିଛା: – ଆଧ୍ୟାତ୍ମିକତା ପାଇଁ ଆଗ୍ରହୀ ହେବ । କୌଣସି ଧାର୍ମିକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବାର ସୁଯୋଗ ଆସିବ । ସୁଖ ଏବଂ ଶାନ୍ତି ରହିବ । ବ୍ୟବସାୟ ସୁରୁଖୁରୁରେ ଚାଲିବ । ସାଙ୍ଗମାନଙ୍କ ସହଯୋଗ ଲାଭ ବୃଦ୍ଧି କରିବ । ବିଚାରାଧୀନ କାର୍ଯ୍ୟ ସମାପ୍ତ ହେବ । ବିନିଯୋଗ ଶୁଭ ହେବ ।

Related posts