Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୬ ହଜାର ୬୪୭ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ୬ ହଜାର ୬୪୭ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

April 24, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ୬ ହଜାର ୬୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୮୫୫ ଜଣ ଚିହ୍ନଟ ହୋଇଥିବା ବେଳେ ୨୭୯୨ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୧ ହଜାର ୩୪୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୫୬ ହଜାର ୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪୩ ହଜାର ୩୦୪ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୭୩ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୩୦ ଟି ଜିଲ୍ଲାରୁ ୬ ହଜାର ୬୪୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୧୮୯ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୭୮୮ ଜଣ, ଅନୁଗୁଳ ୧୪୧ ଜଣ, ବାଲେଶ୍ଵର ଜିଲ୍ଲାରୁ ୫୩ ଜଣ, ବରଗଡ ଜିଲ୍ଲାରୁ ୨୯୦ ଜଣ, ଭଦ୍ରକ ଜିଲ୍ଲାରୁ ୪୧ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୨୩୪ ଜଣ, ବୌଦ୍ଧ ଜିଲ୍ଲାରୁ ୩୯ ଜଣ, କଟକ ୩୩୬ ଜଣ, ଦେବଗଡ ଜିଲ୍ଲାରୁ ୩୪ ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୪ ଜଣ, ଗଜପତି ଜିଲ୍ଲାରୁ ୯୬ ଜଣ, ଗଞ୍ଜାମ ଜିଲ୍ଲାରୁ ୧୬୧ ଜଣ, ଜଗତସିଂହପୁର ଜିଲ୍ଲାରୁ ୬୫ ଜଣ, ଯାଜପୁର ଜିଲ୍ଲାରୁ ୧୩୩ ଜଣ, ଝାରସୁଗୁଡା ଜିଲ୍ଲାରୁ ୩୪୩ ଜଣ, କଳାହାଣ୍ଡିରୁ ୩୬୧ ଜଣ, କନ୍ଧମାଳ ଜିଲ୍ଲାରୁ ୨୬ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୪୭ ଜଣ, କେନ୍ଦୁଝର ଜିଲ୍ଲାରୁ ୧୮୩ ଜଣ, କୋରାପୁଟ ଜିଲ୍ଲାରୁ ୬୭ ଜଣ, ମାଲକାନାଗିରି ଜିଲ୍ଲାରୁ ୧୭ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୧୨୨ ଜଣ, ନବରଂଗପୁର ଜିଲ୍ଲାରୁ ୨୨୪ ଜଣ, ନୟାଗଡ ଜିଲ୍ଲାରୁ ୧୧୦ ଜଣ, ନୂଆପଡା ଜିଲ୍ଲାରୁ ୫୫୯ ଜଣ, ପୁରୀ ଜିଲ୍ଲାରୁ ୩୯୫ ଜଣ, ରାୟଗଡା ଜିଲ୍ଲାରୁ ୧୧୬ ଜଣ, ସମ୍ବଲପୁର ଜିଲ୍ଲାରୁ ୧୭୫ ଜଣ, ସୋନପୁର ଜିଲ୍ଲାରୁ ୨ ଜଣ ଏବଂ ଷ୍ଟେଟ ପୁଲରୁ ୨୬୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

କରୋନା ଆକ୍ରାନ୍ତ ସଂକ୍ରମିତ ସୂଚନା ଓ ଲୋକ ସମ୍ପର୍କ
Share. Facebook Twitter LinkedIn Email WhatsApp Copy Link

Related Posts

ବୁଥ ବାହୁଡା ମତ: ଆସାମରେ ବିଜେପି, ତାମିଲନାଡୁରେ ଶାସକ DMK+ ମେଣ୍ଟ

April 29, 2026

ବୁଥ ବାହୁଡା ମତ: TMCକୁ ମିଳିପାରେ ଝଟକା

April 29, 2026

କେରଳରେ ବିଜୟନ ସରକାର ହ୍ୟାଟ୍ରିକ୍ କରିବ ନା ହାର ମାନିବ !

April 29, 2026

ପଶ୍ଚିମବଙ୍ଗ ନିର୍ବାଚନ : ଅପରାହ୍ନ ୫ଟା ସୁଦ୍ଧା ୮୯.୯୯ ପ୍ରତିଶତ ମତଦାନ

April 29, 2026
Latest News

ବୁଥ ବାହୁଡା ମତ: ଆସାମରେ ବିଜେପି, ତାମିଲନାଡୁରେ ଶାସକ DMK+ ମେଣ୍ଟ

April 29, 2026

ବୁଥ ବାହୁଡା ମତ: TMCକୁ ମିଳିପାରେ ଝଟକା

April 29, 2026

କେରଳରେ ବିଜୟନ ସରକାର ହ୍ୟାଟ୍ରିକ୍ କରିବ ନା ହାର ମାନିବ !

April 29, 2026

ପଶ୍ଚିମବଙ୍ଗ ନିର୍ବାଚନ : ଅପରାହ୍ନ ୫ଟା ସୁଦ୍ଧା ୮୯.୯୯ ପ୍ରତିଶତ ମତଦାନ

April 29, 2026

ପଶ୍ଚିମବଙ୍ଗ ନିର୍ବାଚନ : ଅପରାହ୍ନ ୩ଟା ସୁଦ୍ଧା ୭୮.୬୮ ପ୍ରତିଶତ

April 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.