Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୩ ହଜାର ୪୬୪ କରୋନା ଆକ୍ରାନ୍ତ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୩ ହଜାର ୪୬୪ କରୋନା ଆକ୍ରାନ୍ତ

April 24, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୩ ହଜାର ୪୬୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୬୨୯, ଖୋର୍ଦ୍ଧାରୁ ୪୫୧, ନୂଆପଡାରୁ ୩୩୯, କଳାହାଣ୍ଡିରୁ ୨୫୯, କଟକରୁ ୨୦୯, ନବରଙ୍ଗପୁରରୁ ୧୭୨, ସମ୍ବଲପୁରରୁ ୧୫୧, ବରଗଡରୁ ୧୩୭, ବଲାଙ୍ଗୀରିରୁ ୧୩୨, କେନ୍ଦୁଝରରୁ ୧୩୧, ଝାରସୁଗୁଡାରୁ ୧୦୬, ମୟୂରଭଞ୍ଜରୁ ୭୧, ବାଲେଶ୍ବରରୁ ୬୬, ଗଞ୍ଜାମରୁ ୫୬, ଅନୁଗୁଳରୁ ୪୪, ଯାଜପୁରରୁ ୪୩, ରାୟଗଡାରୁ ୩୭, ଭଦ୍ରକରୁ ୩୩, ଗଜପତିରୁ ୩୩,  ଜଗତସିଂହପୁରରୁ ୨୩, ଢେଙ୍କାନାଳରୁ ୨୧, ନୟାଗଡରୁ ୨୧, ସୋନପୁରରୁ ୧୯, କନ୍ଧମାଳରୁ ୧୬, ଦେବଗଡରୁ ୧୫, ମାଲକାନଗିରିରୁ ୧୫, ବୌଦ୍ଧରୁ ୧୩, କୋରାପୁଟରୁ ୧୩, କେନ୍ଦ୍ରାପଡାରୁ ୧୧ ଏବଂ ଷ୍ଟେଟ ପୁଲରୁ ୯୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୫୯ ହଜାର ୪୬୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୧ ହଜାର ୩୪୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୫୬ ହଜାର ୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩୯ ହଜାର ୮୪୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୮୧ କୁ ବୃଦ୍ଧି ହୋଇଛି।

corona patient Odisha recovered ଓଡିଶା କରୋନା ଆକ୍ରାନ୍ତ ସୁସ୍ଥ ହେଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ରଥଯାତ୍ରା ଭିଡ଼ ପରିଚାଳନା ପାଇଁ ଚଳିତ ବର୍ଷ ପୁରୀକୁ ନିୟମିତ ଚାଲୁଛି ୧୧୬ଟି ଟ୍ରେନ: ଅଶ୍ୱିନୀ ବୈଷ୍ଣବ

July 24, 2026

ପୁରୀ ରେଳ ଷ୍ଟେସନରେ ଏଆଇ ସଞ୍ଚାଳିତ “ଡିଏସ୍‌ସି ଅର୍ଜୁନ” ମୁତୟନ

July 24, 2026

ତାଳଚେର-ବିମଳାଗଡ଼ ନୂତନ ରେଳପଥ ପ୍ରକଳ୍ପ ପାଇଁ ୯୫୦ କୋଟିର ବଜେଟ୍ ବ୍ୟବସ୍ଥା

July 24, 2026

କର୍ଣ୍ଣାଟକ ଓ ଆନ୍ଧ୍ରପ୍ରଦେଶର ୩ ଜିଲ୍ଲାକୁ ନେଇ ରେଳ ମଲ୍ଟିଟ୍ରାକିଂ ପ୍ରକଳ୍ପକୁ କେନ୍ଦ୍ର ମନ୍ତ୍ରିମଣ୍ଡଳର ଅନୁମୋଦନ

July 24, 2026
Latest News

ରଥଯାତ୍ରା ଭିଡ଼ ପରିଚାଳନା ପାଇଁ ଚଳିତ ବର୍ଷ ପୁରୀକୁ ନିୟମିତ ଚାଲୁଛି ୧୧୬ଟି ଟ୍ରେନ: ଅଶ୍ୱିନୀ ବୈଷ୍ଣବ

July 24, 2026

ପୁରୀ ରେଳ ଷ୍ଟେସନରେ ଏଆଇ ସଞ୍ଚାଳିତ “ଡିଏସ୍‌ସି ଅର୍ଜୁନ” ମୁତୟନ

July 24, 2026

ତାଳଚେର-ବିମଳାଗଡ଼ ନୂତନ ରେଳପଥ ପ୍ରକଳ୍ପ ପାଇଁ ୯୫୦ କୋଟିର ବଜେଟ୍ ବ୍ୟବସ୍ଥା

July 24, 2026

କର୍ଣ୍ଣାଟକ ଓ ଆନ୍ଧ୍ରପ୍ରଦେଶର ୩ ଜିଲ୍ଲାକୁ ନେଇ ରେଳ ମଲ୍ଟିଟ୍ରାକିଂ ପ୍ରକଳ୍ପକୁ କେନ୍ଦ୍ର ମନ୍ତ୍ରିମଣ୍ଡଳର ଅନୁମୋଦନ

July 24, 2026

ଯୁବକଙ୍କୁ ଗୁଳିକରି ହତ୍ୟା: ଅଭିଯୁକ୍ତ ଫେରାର

July 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.