Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲନାଥଙ୍କ ସଚିବଙ୍କ ଘରେ ଆୟକର ବିଭାଗର ଚଢାଉ
ଆଜିର ଖବର

ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲନାଥଙ୍କ ସଚିବଙ୍କ ଘରେ ଆୟକର ବିଭାଗର ଚଢାଉ

April 7, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
department raid in madhyapradesh

ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲ ନାଥଙ୍କ ସଚିବ ପ୍ରବୀଣ କକ୍କରଙ୍କ ଘର ସମେତ ଦୁଇ ନିକଟତରଙ୍କ ଘରୁ  ଆୟକର ବିଭାଗ ଅଧିକାରୀମାନେ ଚଢ଼ାଉ କରିଛନ୍ତି। ଚଢ଼ାଉ ସମୟରେ ବିପୁଳ ପରିମାଣର ଟଙ୍କା ଜବତ ହୋଇଛି। ପାଖାପାଖି ୯ କୋଟି ଟଙ୍କା ଜବତ ହୋଇଛି। ଶନିବାର ରାତି ପ୍ରାୟ ୩ଟାରେ ଆୟକର ଅଧିକାରୀମାନେ ଏହି ଚଢ଼ାଉ କରିଥିଲେ। ରାଜଧାନୀ ଦିଲ୍ଲୀ, ମଧ୍ୟପ୍ରଦେଶର ଭେପାଳା ଓ ଇନ୍ଦୋରର ସମେତ ୬ଟି ସ୍ଥାନରେ ଚଢ଼ାଉ କରାଯାଇଛି। ତେବେ ପୂର୍ବରୁ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁଙ୍କର ଜଣେ ଘନିଷ୍ଠ ସହଯୋଗୀଙ୍କ ଘରେ ଚଢ଼ାଉ କରାଯାଇଥିଲା। ନିର୍ବାଚନ ସମୟରେ କେନ୍ଦ୍ର ସରକାର ଆୟକର ବିଭାଗକୁ ଅସ୍ତ୍ର କରି ବିରୋଧୀମାନଙ୍କ ଘରେ ଚଢ଼ାଉ କରୁଛନ୍ତି ବୋଲି ଚନ୍ଦ୍ରବାବୁ ଅଭିଯୋଗ କରିବା ସହ ଏହା ପ୍ରତିବାଦରେ ବିଜୟୱାଡାଠାରେ ଧାରଣା ଦେଇଥିଲେ।

( ମୋବାଇଲରେ ଫଟାଫଟ  ଖବର ଜାଣିବା  ପାଇଁ ପ୍ଲେ ଷ୍ଟୋରରୁ ଡାଉନଲୋଡ କରନ୍ତୁ sankhipta, ଏହାପରେ ମୋବାଇଲ ସ୍କ୍ରିନର ତଳୁ ଉପରକୁ ଆଙ୍ଗୁଠିରେ ଘଷି  ଖବର ପରେ ଖବର ପଢି ଚାଲନ୍ତୁ। )

itdepartment madhyapradesh raid thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଯୋଗାଣ ବିଭାଗର ବିଭିନ୍ନ ସ୍ଥାନରେ ଚଢ଼ାଉ: ୫୦୫ ଲିଟର ଡିଜେଲ ଜବତ

May 17, 2026

ୟୁଏଇରେ ନ୍ୟୁକ୍ଲିୟର ପ୍ଲାଣ୍ଟକୁ ଟାର୍ଗେଟ କରି ବଡ଼ ଡ୍ରୋନ୍ ଆକ୍ରମଣ

May 17, 2026

ଏହି ରାଜ୍ୟର ବିଧାନସଭା ନିର୍ବାଚନରେ ​​ଅବୈଧ ମତଦାନ!: ୧୦ ବିଦେଶୀ ନାଗରିକ ଗିରଫ

May 17, 2026

୫ ଦିନିଆ ଅଭିଯାନରେ ପୋଲିସକୁ ବ୍ୟାପକ ସଫଳତା: ୧୭୭୧ ଗିରଫ, ବିପୁଳ ପରିମାଣର ଗଞ୍ଜେଇ ଜବତ

May 17, 2026
Latest News

ଯୋଗାଣ ବିଭାଗର ବିଭିନ୍ନ ସ୍ଥାନରେ ଚଢ଼ାଉ: ୫୦୫ ଲିଟର ଡିଜେଲ ଜବତ

May 17, 2026

ୟୁଏଇରେ ନ୍ୟୁକ୍ଲିୟର ପ୍ଲାଣ୍ଟକୁ ଟାର୍ଗେଟ କରି ବଡ଼ ଡ୍ରୋନ୍ ଆକ୍ରମଣ

May 17, 2026

ଜାତୀୟ ପଞ୍ଚାୟତ ପୁରସ୍କାର ପାଇଁ ଓଡ଼ିଶାର ୫ ଟି ପଞ୍ଚାୟତ ମନୋନୀତ, ଜାଣନ୍ତୁ କିଏ

May 17, 2026

ବାଣପୁର: ଜାତୀୟ ସମର ଶିକ୍ଷାଥ୍ରୀ ବାହିନୀ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

May 17, 2026

ଏହି ରାଜ୍ୟର ବିଧାନସଭା ନିର୍ବାଚନରେ ​​ଅବୈଧ ମତଦାନ!: ୧୦ ବିଦେଶୀ ନାଗରିକ ଗିରଫ

May 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.