Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୩ ହଜାର ୪୬୪ କରୋନା ଆକ୍ରାନ୍ତ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୩ ହଜାର ୪୬୪ କରୋନା ଆକ୍ରାନ୍ତ

April 25, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୩ ହଜାର ୪୬୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୫୪୧, ସୁନ୍ଦରଗଡରୁ ୫୨୬, ନୂଆପଡାରୁ ୩୪୦, ଝାରସୁଗୁଡାରୁ ୨୩୮, କେନ୍ଦୁଝରରୁ ୧୯୯, ସମ୍ବଲପୁରରୁ ୧୫୩, କଟକରୁ ୧୫୨, ବରଗଡରୁ ୧୪୦, ପୁରୀରୁ ୧୨୮, ନବରଙ୍ଗପୁରରୁ ୯୭, ବଲାଙ୍ଗୀରିରୁ ୮୭, ବାଲେଶ୍ବରରୁ ୮୪, ମୟୂରଭଞ୍ଜରୁ ୬୯, ରାୟଗଡାରୁ ୬୨, ଗଜପତିରୁ ୫୯, ଗଞ୍ଜାମରୁ ୫୮, ଦେବଗଡରୁ ୫୪, କଳାହାଣ୍ଡିରୁ ୫୪, ଭଦ୍ରକରୁ ୫୩, ଅନୁଗୁଳରୁ ୪୯, ଯାଜପୁରରୁ ୪୧, ନୟାଗଡରୁ ୩୩, ଜଗତସିଂହପୁରରୁ ୩୦, କୋରାପୁଟରୁ ୨୪, ସୋନପୁରରୁ ୨୪, କେନ୍ଦ୍ରାପଡାରୁ ୨୨, ଢେଙ୍କାନାଳରୁ ୧୫, କନ୍ଧମାଳରୁ ୧୦, ମାଲକାନଗିରିରୁ ୪ ଏବଂ ଷ୍ଟେଟ ପୁଲରୁ ୧୧୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୬୨ ହଜାର ୯୩୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୭ ହଜାର ୪୫୭ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୫୯ ହଜାର ୪୬୭ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪୫ ହଜାର ୯୪୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୮୮ କୁ ବୃଦ୍ଧି ହୋଇଛି।

ଓଡିଶା କରୋନା ଆକ୍ରାନ୍ତ ସୁସ୍ଥ ହେଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026
Latest News

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.